Category: ରାଜ୍ୟ

ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଏବଂ ଜୁଏଲ ଓରାମଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

କେନ୍ଦ୍ର କ୍ୟାବିନେଟରେ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବା ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଏବଂ ଜୁଏଲ ଓରାମଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ପଟ୍ଟନାୟକ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି ଦେଶ ପାଇଁ…

ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ପଟ୍ଟନାୟକ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, କ୍ରମାଗତ ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ଆପଣଙ୍କର ଏକ ସଫଳ କାର୍ଯ୍ୟକାଳ…

ମୁଖ୍ୟମନ୍ତ୍ରୀ କିଏ ହେବେ ଘୋଷଣାକୁ ଅପେକ୍ଷା କରନ୍ତୁ : ସୁରେଶ

ଦିଲ୍ଲୀରୁ ଫେରିବା ପରେ ବିଧାୟକ ସୁରେଶ ପୂଜାରୀ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ଓଡ଼ିଶାର ମୁଖ୍ୟମନ୍ତ୍ରୀ କିଏ ହେବ ଖବରଦାତାଙ୍କ ପ୍ରଶ୍ନରେ ସୁରେଶ ପୂଜାରୀ କହିଛନ୍ତି, ଘୋଷଣାକୁ ଅପେକ୍ଷା କରନ୍ତୁ। ଖୁବ୍‌ଶୀଘ୍ର ଦଳୀୟ ନିଷ୍ପତ୍ତି ନିଆଯିବ। ପର୍ଯ୍ୟବେକ୍ଷକ ଭାବେ ରାଜନାଥ ସିଂହ, ଭୁପେନ୍ଦ୍ର…

ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀ ଚୟନ ନେଇ ଦୁଇ କେନ୍ଦ୍ର ମନ୍ତ୍ରୀଙ୍କୁ ଦିଆଗଲା କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଦାୟିତ୍ଵ

ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ ଓଡ଼ିଶା ମୁଖ୍ୟମନ୍ତ୍ରୀ ବିଷୟରେ ଆଲୋଚନା ଶେଷ ହେବ ବୋଲି ସୂଚନା ମିଳିଛି। ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ଚାରିଆଡ଼େ ସସପେନ୍ସ ଲାଗିରହିଥିବା ବେଳେ…

ବିଜେଡିର ପତନ ଆରମ୍ଭ ହେଲା : ପ୍ରଶାନ୍ତ ଜଗଦ୍ଦେବ

ଇଭିଏମ୍‌ ଭଙ୍ଗାରୁଜା ମାମଲାରେ ଅନ୍ତରୀଣ ଜାମିନ ପାଇବା ପରେ ଖୋର୍ଦ୍ଧାର ନବନିର୍ବାଚିତ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ରବିବାର ଜେଲରୁ ମୁକୁଳିଛନ୍ତି। ଜେଲ୍‌ରୁ ବାହାରିବା ପରେ ଗର୍ଜିଛନ୍ତି ପ୍ରଶାନ୍ତ ଜଗଦ୍ଦେବ। ସର୍ତ୍ତ ମୂଳକ ଜାମିନ ପରେ ଜେଲ୍‌ରୁ ବାହାରିବା ପରେ ଶ୍ରୀ…

ମୋଦି ୩.୦ : କ୍ୟାବିନେଟରେ ସ୍ଥାନ ପାଇଥିବା ମନ୍ତ୍ରୀ

ଦେଶର ପ୍ରଧାନମନ୍ତ୍ରୀ ଭାବରେ ପୁଣି ଥରେ ଶପଥ ନେଇଛନ୍ତି। ରାଷ୍ଟ୍ରପତି ଭବନରେ ଭବ୍ୟ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।ମୋଦି ଶପଥ ନେବା ପରେ ତାଙ୍କ ମନ୍ତ୍ରିମଣ୍ଡଳ ମଧ୍ୟ…

ମୋଦି ୩.୦: ଓଡ଼ିଶାରୁ ସ୍ଥାନ ପାଇଲେ ୩ ମନ୍ତ୍ରୀ

ଦେଶର ପ୍ରଧାନମନ୍ତ୍ରୀ ଭାବରେ ପୁଣି ଥରେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି। ରାଷ୍ଟ୍ରପତି ଭବନରେ ଭବ୍ୟ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ…

ଜୁନ ୧୮ରୁ ଖୋଲିବ ସ୍କୁଲ : କ୍ୟାମ୍ପସ ପରିଷ୍କାର ରଖିବାକୁ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ

ସରିବାକୁ ଯାଉଛି ଖରାଦିନ ଛୁଟି ।ରାଜ୍ୟରେ ଗ୍ରୀଷ୍ମ ଅବକାଶ ପରେ ଆସନ୍ତା ୧୮ତାରିଖରୁ ସ୍କୁଲ ଖୋଲିବ । ଏହାର ସପ୍ତାହେ ପୂର୍ବରୁ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଛି। ଶ୍ରେଣୀଗୃହଠାରୁ ଆରମ୍ଭ କରି ଶୌଚାଳୟ ପର୍ଯ୍ୟନ୍ତ ପରିଷ୍କାର କରିବାକୁ ନିର୍ଦ୍ଦେଶ ରାଜ୍ୟ ଶିକ୍ଷାବିଭାଗ…

କେନ୍ଦୁପତ୍ର ଗୋଦାମରେ ଅଗ୍ନିକାଣ୍ଡ, ୪ କୋଟିର କେନ୍ଦୁପତ୍ର ପୋଡି ପାଉଁଶ

ମାଲକାନଗିରି ଜିଲ୍ଲା ସଦର ନିକଟରେ ଥିବା ଏମଭି-୩ ସ୍ଥିତ ଜଣେ କେନ୍ଦୁପତ୍ର ବ୍ୟବସାୟୀଙ୍କ ଗୋଦାମରେ ଲାଗିଛି ନିଆଁ। ବିଳମ୍ବିତ ରାତିରେ ନିଆଁ ଲାଗିଥିବା ବେଳେ ରାତିରୁ ୪ଟି ଦମକଳ ଗାଡି ନିଆଁ ଲିଭାଇବା ପାଇଁ ନିୟୋଜିତ ହୋଇଥିଲେ । ହେଲେବି ନିଆଁ…

ପୁଣି ଥରେ ଭୁବନେଶ୍ୱରବାସୀ ଦେଖିବେ ମୋଦୀଙ୍କ ରୋଡ୍‌ ସୋ

ଭୁବନେଶ୍ୱର : ପୁଣି ଥରେ ଭୁବନେଶ୍ୱରବାସୀ ଦେଖିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରୋଡ୍‌ ସୋ’ । ମୋଦୀଙ୍କ ଏହି ରୋଡ୍‌ ସୋ’ ଆସନ୍ତା ୧୨ ତାରିଖ ବୁଧବାର ସଂଧ୍ୟା ସମୟରେ ଆୟୋଜନ କରାଯିବ। ଏକ ସ୍ୱତନ୍ତ୍ର ବାହନରେ ନରେନ୍ଦ୍ର ମୋଦୀ ଜୟଦେବ…