Category: ରାଜ୍ୟ

ଶ୍ରୀମନ୍ଦିରରେ ବ୍ୟବହାର ହେବ କେବଳ ଓମଫେଡ୍ ଘିଅ

ଶ୍ରୀମନ୍ଦିରରେ ବ୍ୟବହାର ହେବ କେବଳ ଓମଫେଡ୍ ଘିଅ । ମହାପ୍ରସାଦ ପ୍ରସ୍ତୁତି ଏବଂ ଦୀପରେ କେବଳ ଓମଫେଡ୍ ଘିଅ ବ୍ୟବହାର ପାଇଁ ନିଆଗଲା ନିଷ୍ପତ୍ତି । ଏଥିନିମନ୍ତେ ସଂପୃକ୍ତ ନିଯୋଗ ଗୁଡ଼ିକ ସହ ମଧ୍ୟ ଆଲୋଚନା ବେଳେ ସହମତି ପ୍ରକାଶ ପାଇବା…

ପ୍ରେମ ପାଇଁ ଆପାର୍ଟମେଣ୍ଟରୁ ଡେଇଁ ଜୀବନ ହାରିଲେ ଯୁବ ଇଞ୍ଜିନିୟର

ଦଶହରାରେ କିଏ ଖୁସି ମନାଉଛି ଡ ଆଉ କାହା ପାଇଁ ଆଣିଛି ଦୁଃଖର ପାହାଡ । ୮ ମହଲା ଆପାର୍ଟମେଣ୍ଟରୁ ଡେଇଁ ଜଣେ ଯୁବ ଇଞ୍ଜିନିୟରଙ୍କ ମୃତ୍ୟୁ ହେବା ଘଟଣା ରାଜଧାନୀରେ ଆଲୋଡନ ସୃଷ୍ଟି କରିଛି । ଏଭଳି ଅଭାବନୀୟ ଘଟଣା…

ଖରିଫ ଧାନ ସଂଗ୍ରହ ପ୍ରସ୍ତୁତି ସମୀକ୍ଷା ବୈଠକ: ୧ କୋଟି ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଚଳିତ ବର୍ଷ ଖରିଫ ଋତୁ ପାଇଁ ଧାନ ସଂଗ୍ରହ ବ୍ୟବସ୍ଥା ସମୀକ୍ଷା କରି ଅନେକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ବିଶେଷ କରି ଧାନ ସଂଗ୍ରହରେ ହେଉଥିବା ଅନିୟମିତତା, ଦୁର୍ନୀତି ଓ…

ଦିଲ୍ଲୀ ନିର୍ବାଚନର ଇନ୍‌ଚାର୍ଜ ହେଲେ ସାଂସଦ ବୈଜୟନ୍ତ ପଣ୍ଡା

କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେପି। ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଜେପି ଇନ୍‌ଚାର୍ଜ ଭାବେ ବୈଜୟନ୍ତ ପଣ୍ଡା ଓ ସାଂସଦ ଅତୁଲ ଗର୍ଗଙ୍କୁ ସହକାରୀ ଇନ୍‌ଚାର୍ଜ ଭାବେ ଦାୟିତ୍ବ ଦେଲା ବିଜେପି । ଉଭୟଙ୍କୁ ନିଯୁକ୍ତି…

କେନ୍ଦୁଝରରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ଲାଗି ଗଠନ ହେଲା ଟାସ୍କଫୋର୍ସ

ଖଣିଜ ସମ୍ପଦରେ ଭରା କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ଲାଣ୍ଟ । କେନ୍ଦୁଝରରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ଲାଗି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଟାସ୍କଫୋର୍ସ ଗଠନ ହୋଇଛି । ଟାସ୍କଫୋର୍ସର ଅଧ୍ୟକ୍ଷ ରହିଛନ୍ତି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା। ଶିଳ୍ପ…

ଦୁଇଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁମ୍ବାଇରେ ହେବ ନିବେଶକ ସମ୍ମିଳନୀ ଓ ରୋଡ୍ ସୋ । ରାଜ୍ୟରେ ଶିଳ୍ପାୟନ ଲାଗି ମୁମ୍ବାଇ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୧୮ ଓ ୧୯ରେ ମୁମ୍ବାଇରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ୍ ହେବା ପାଇଁ ମୁମ୍ବାଇ ଯିବେ ମୁଖ୍ୟମନ୍ତ୍ରୀ। ଏନେଇ ଶିଳ୍ପମନ୍ତ୍ରୀ…

ମହିଳାଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେବା ପଡିଲା ମହଙ୍ଗା; ଗିରଫ ହେଲେ ୟୁଟ୍ୟୁବର ଉମାଶଙ୍କର ପାଣିଗ୍ରାହୀ

ଳସୋସିଆଲ ମିଡିଆରେ ମହିଳାଙ୍କୁ ଅଶାଳୀନ ମନ୍ତବ୍ୟ ସହ ଦୂବ୍ୟବହାର କରିବା ୟୁଟ୍ୟୁବରଙ୍କୁ ପଡ଼ିଲା ମହଙ୍ଗା । ପୁଣି ଗିରଫ ହେଲେ ୟୁଟ୍ୟୁବର ଶଙ୍କର ଓମ୍‌ ସରଣ ଓରଫ ଉମାଶଙ୍କର ପାଣିଗ୍ରାହୀ। ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ବାଲେଶ୍ବର ଜିଲ୍ଲା ସିମୂଳିଆ ଥାନା…

ନବୀନଙ୍କ ମଣ୍ଡପ ବୁଲିବା ରାଜନୀତି ପଛରେ ଭକ୍ତି ନୁହେଁ ଭୟ

ପୂର୍ବତନ ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ଗତ କିଛିବର୍ଷ ହେଲା ଦୁର୍ଗାପୂଜା ସମୟରେ ମଣ୍ଡପ ବୁଲିବା ଭୁଲି ଯାଇଥିଲେ। ଦୁର୍ଗାପୂଜା ଛୁଟିରେ ପ୍ରାୟତଃ ସେ ଛୁଟି କଟାଇବା ପାଇଁ ଯାଉଥିଲେ ଦିଲ୍ଲୀ। କରୋନା କାଳ ପରେ ପୁର୍ବତନ ମୁଖ୍ୟମନ୍ତ୍ରୀ ଲୋକଙ୍କ ସହ…

ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ଦୁଷ୍କର୍ମ ଘଟଣା; ତଦନ୍ତର ପାଇଁ ଦିଲ୍ଲୀ ଯିବେ ମହିଳା ଓ ଶିଶୁ ଅପରାଧ ନିରାକରଣ ଆଇଜି

ରାଜଧାନୀ ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ଦୁଷ୍କର୍ମ ମାମଲାକୁ ନେଇ ଓଡ଼ିଶା ସରକାରଙ୍କ ପକ୍ଷରୁ ମଧ୍ୟ ତତ୍ପରତା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗମ୍ଭୀରତାର ଏହି ଘଟଣାକୁ ଗଭୀରତା ସହ ନେଇ ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା…

ଘୋଷଣା ହେଲା ଜାତୀୟ ଜଳ ପୁରୁସ୍କାର; ଶ୍ରେଷ୍ଠ ରାଜ୍ୟ ଭାବେ ଓଡିଶାକୁ ମିଳିଲା ମାନ୍ୟତା

ଓଡ଼ିଶାକୁ ମିଳିଲା ବଡ଼ ସଫଳତା । ଜଳ ସଂରକ୍ଷଣ ଦିଗରେ ବ୍ୟାପକ କାମ କରୁଥିବା ଯୋଗୁଁ ଓଡ଼ିଶାକୁ ଶ୍ରେଷ୍ଠ ରାଜ୍ୟ ଭାବେ ମିଳିଲା ମାନ୍ୟତା । କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ ଶ୍ରୀ ସିଆର ପାଟିଲ ସୋମବାର ନୂଆଦିଲ୍ଲୀର ଶ୍ରମ ଶକ୍ତି…