ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ପାଇଲଟିଂ ଗାଡ଼ିରେ ରହିବେ ମହିଳା ପୋଲିସ! July 10, 2024 Nirvay ମୁଖ୍ୟମନ୍ତ୍ରୀଙ୍କ ପାଇଲଟିଂ ଗାଡ଼ିରେ ରହିବେ ମହିଳା ପୋଲିସ। ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀଙ୍କ କାର୍କେଡ଼ ଅବରୋଧ ମାମଲା ପରେ ଚେତା ପଶିଛି। ସେପଟେ କେମିତି ସୁରକ୍ଷା ଭେଦିଲେ ମହିଳା, ସେ ନେଇ କମିଶନରେଟ ପୋଲିସର ଚାଲିଛି ତନାଘନା। ମୁଖ୍ୟମନ୍ତ୍ରୀଙ୍କ କାର୍କେଡ଼ ପୂର୍ବରୁ ପାଇଲଟିଂ ଗାଡ଼ିରେ…
ରାଜ୍ୟ ଚାଷୀ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ଉଠାଇବେ ସରକାର July 10, 2024 Nirvay ଚାଷୀଙ୍କ ପାଇଁ ଖୁସି ଖବର। ଏଣିକି ସେମାନଙ୍କ ପିଲାମାନଙ୍କ ପାଠପଢ଼ା ଖର୍ଚ୍ଚ ଉଠାଇବେ ସରକାର। ମୁଖ୍ୟମନ୍ତ୍ରୀ କିଷାନ ଶିକ୍ଷା ପ୍ରୋତ୍ସାହନ ଯୋଜନା ପାଇଁ ବିଜ୍ଞପ୍ତି ଜାରି କରାଯାଇଛି। ଯେଉଁଥିରେ ସ୍ୱଳ୍ପ ଆୟ ବର୍ଗର ପରିବାର, ଛୋଟ, ମାର୍ଜିତ, ଭାଗଚାଷୀ କୃଷକ ଏବଂ…
ବିଶ୍ୱ ରାଜ୍ୟ ଜାପାନରେ ଗାଡ଼ି ଚଳାଇବେ ଓଡ଼ିଶା ଡ୍ରାଇଭର July 10, 2024 Nirvay ଓଡ଼ିଶାର ଚାଳକଙ୍କୁ ବିଦେଶରେ ମିଳିଛି ନିଯୁକ୍ତିର ସୁଯୋଗ। ଜାପାନରେ ଉଚ୍ଚ ବେତନ ଓ ସୁବିଧା ସହ ଚାକିରି କରିବାକୁ ଯିବେ ଜଣେ ମହିଳାଙ୍କ ସମେତ ୩୦ ଜଣ ଚାଳକ। ଯାହା ସାରା ଦେଶରେ ପ୍ରଥମ। ଖାରବେଳ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ସଫଳତା…
ତାଜା ଖବର ରାଜନୀତି ରାଜ୍ୟ ପୂର୍ବ ସରକାର ଲାଗୁ କରିଥିବା ପ୍ରକଳ୍ପକୁ ଦୋହରାଇଲେ ନୂଆ ସରକାର: ବିଜେଡି July 10, 2024 Papirani ବୁଧବାର ରାଜ୍ୟ କ୍ୟାବିନେଟ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ବୃଦ୍ଧି ଘୋଷଣା କରିବା ପରେ ଏହାକୁ କଟାକ୍ଷ କରିଛି ବିଜେଡି। ଶଙ୍ଖ ଭବନରେ ସାମ୍ୱାଦିକ ସମ୍ମିଳନୀ କରି ବିଜେଡି କହିଛି ୩ ମାସ ତଳର ନିଷ୍ପତ୍ତି ଉପରେ ମୋହର ମାରିଛନ୍ତି ସରକାର। ପୂର୍ବ…
ତାଜା ଖବର ରାଜ୍ୟ ହଟିଲା ସମ୍ବଲପୁରରୁ ଧାର୍ମିକ ଶୋଭାଯାତ୍ରା କଟକଣା July 10, 2024 Papirani ବର୍ଷକ ପରେ ସମ୍ବଲପୁରରୁ ହଟିଲା ଧାର୍ମିକ ଶୋଭାଯାତ୍ରା ଉପରେ ଲାଗିଥିବା କଟକଣା । ଜିଲ୍ଲା ପ୍ରଶାସନ ପକ୍ଷରୁ ଧାର୍ମିକ ଶୋଭାଯାତ୍ରା ଉପରେ ଲାଗିଥିବା କଟକଣା ହଟିଛି। ବୁଧବାର ଜିଲା ପରିଷଦ ମିଟିଂ ହଲ୍ରେ ଆଗାମୀ ମହରମ ପର୍ବ ପାଳନ ପାଇଁ ଅନୁଷ୍ଠିତ…
ତାଜା ଖବର ରାଜ୍ୟ ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ କମିଟିରେ ୨୬ ପ୍ରକଳ୍ପକୁ ମଂଜୁରୀ, ଚାକିରି ପାଇବେ ୧୯,୩୬୪ କର୍ମଚାରୀ July 10, 2024 Papirani ବୁଧବାର ମୁଖ୍ୟ ଶାସନ ସଚିବ ମନୋଜ ଅହୁଜାଙ୍କ ନେତୃତ୍ୱରେ ବସିଥିବା ରାଜ୍ୟ ସ୍ତରୀୟ ସିଙ୍ଗିଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ୨୬ ପ୍ରକଳ୍ପକୁ ମଂଜୁରୀ । ଷ୍ଟିଲ, ପୋଷାକ ଆଦି ୨୬ ପ୍ରକଳ୍ପରେ ନିବେଶ ହେବ ୫୯୯୨ କୋଟି ଟଙ୍କା ।…
ତାଜା ଖବର ରାଜ୍ୟ ଗତକାଲି ପହଣ୍ଡିରେ ଅଘଟଣକୁ ନେଇ ଚିନ୍ତା ପ୍ରକଟ କଲେ ଗଜପତି ମହାରାଜା July 10, 2024 Papirani ଗତକାଲି ପହଣ୍ଡିରେ ଅଘଟଣକୁ ନେଇ ଚିନ୍ତା ପ୍ରକଟ କଲେ ଗଜପତି ମହାରାଜା। ସେ କହିଛନ୍ତି ଗତକାଲି ଯାହା ଘଟିଲା ତାହା ସାରା ବିଶ୍ୱର ଜଗନ୍ନାଥ ପ୍ରେମୀଙ୍କୁ ମର୍ମାହତ ଓ ଦୁଃଖିତ କରିଛି। କାଲିର ଘଟଣାରୁ ସେବାୟତମାନେ ଯାହା ଶିଖିବା କଥା ଶିଖିଛନ୍ତି।…
ରାଜ୍ୟ ଆଡ଼ପ ପହଣ୍ଡି ଅଘଟଣ: ତଦନ୍ତ କରିବ ୩ ଜଣିଆ କମିଟି July 10, 2024 Nirvay ଆଡ଼ପ ପହଣ୍ଡି ଅଘଟଣ ନେଇ ପରିଚାଳନା କମିଟିରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ହୋଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀରବିକ୍ରମ ଯାଦବଙ୍କ ସୂଚନା ଦେଇଛନ୍ତି। ଘଟଣାର ତଦନ୍ତ କରିବା ପାଇଁ ୩ ଜଣିଆ କମିଟି ଗଠନ କରାଯାଇଛି। ଜଣେ ଏଡିଏମ୍, ଉନ୍ନୟନ…
ରାଜ୍ୟ ୫ଟି ପ୍ରସ୍ତାବରେ କ୍ୟାବିନେଟ ମୋହର July 10, 2024 Nirvay ରାଜ୍ୟ କ୍ୟାବିନେଟର ଦ୍ୱିତୀୟ ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ୫ଟି ପ୍ରସ୍ତାବରେ କ୍ୟାବିନେଟ ମୋହର ବାଜିଛି। ସର୍ବନିମ୍ନ ମଜୁରୀ ବୃଦ୍ଧି ନେଇ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ। ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଉଚ୍ଚ କୁଶଳୀଙ୍କ ମଜୁରୀ ବଢ଼ିଲା। ଅଣକୁଶଳୀ ମଜୁରୀ ୩୫ରୁ…
ରାଜ୍ୟ ଚିଲିକାରେ ପକ୍ଷୀ ଶିକାର ବେଧଡ଼କ ଜାରି July 10, 2024 Nirvay ଚିଲିକାରେ ବେଧଡ଼କ ପକ୍ଷୀ ଶିକାର ଜାରି ରହିଛି। ଏବେ ପୁଣି ଭୁଷଣ୍ଡପୁର ନିକଟରୁ ୧୮ ବିଦେଶୀ ପକ୍ଷୀଙ୍କ ମୃତଦେହ ଜବତ ହୋଇଛି। ଏହି ୧୮ ବିଦେଶୀ ମୃତ ପକ୍ଷୀ ଉଦ୍ଧାର ସହ ଜଣେ ଶିକାରୀଙ୍କୁ ଗିରଫ କରାଯାଇଛି। ସୂଚନା ଅନୁଯାୟୀ, ବିଧାରପୁର…