Category: ରାଜ୍ୟ

ଓଡ଼ିଶାରେ ଲାଗୁ ହେଲା ପିଏମ୍‌ ଶ୍ରୀ ସ୍କୁଲ ଯୋଜନା

ଓଡ଼ିଶାରେ ପିଏମ୍‌ ଶ୍ରୀ ଯୋଜନା (ପ୍ରଧାନମନ୍ତ୍ରୀ ସ୍କୁଲ ଫର୍ ରାଇଜିଂ ଇଣ୍ଡିଆ) କାର୍ଯ୍ୟକାରୀ ହେବ। ସେଥିପାଇଁ ଆଜି ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟର ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ ଏବଂ ଓଡ଼ିଶା ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। କେନ୍ଦ୍ର ସରକାର,…

ଆଡ଼ପ ପହଣ୍ଡି ବେଳେ ଖସିପଡ଼ିଲେ ପ୍ରଭୁ ବଳଭଦ୍ର

ଆଜି ଆଡ଼ପ ମଣ୍ଡପକୁ ବିଜେ କରୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି। କାଲିଠୁ ମହାପ୍ରଭୁ ଆଡ଼ପ ମଣ୍ଡପରେ ଦର୍ଶନ ଦେବେ। ତେବେ ୨ ଦିନ ଶରଧାବାଲିରେ ରଥାରୁଢ଼ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି ଶ୍ରଦ୍ଧାଳୁ। ଶରଧାବାଲିରେ ମଙ୍ଗଳବାର ଆଡ଼ପ ପହଣ୍ଡି ସମୟରେ ଅଘଟଣ ଘଟିଛି। ବଡ଼ଠାକୁର ପ୍ରଭୁ…

ହାଇକୋର୍ଟ ଗଲେ ଭକ୍ତ ଦାସ

ହାଇକୋର୍ଟ ଯାଇଛନ୍ତି କଂଗ୍ରେସ ପ୍ରାର୍ଥୀ ଭକ୍ତ ଦାସ। ବିଧାୟକ ମନୋରମା ମହାନ୍ତି ମିଥ୍ୟା ସତ୍ୟପାଠ ଦାଖଲ କରିଥିବା ଅଭିଯୋଗ କରିଛନ୍ତି। ସତ୍ୟପାଠରେ ଶିକ୍ଷାଗତ ଯୋଗ୍ୟତା ନେଇ ମିଥ୍ୟା ତଥ୍ୟ ଦିଆଯାଇଥିବା ଅଭିଯୋଗ। ମାଟ୍ରିକ ବୋର୍ଡ ନେଇ ମିଥ୍ୟା ଦାଖଲ କରିଥିବା ଅଭିଯୋଗ।…

ଆଇଗିଣିଆ ଫ୍ଲାଏ ଓଭର ଦବିବା ଘଟଣା: ଏନ୍‌ଏଚ୍‌ଏଆଇର ପ୍ରତିକ୍ରିୟା

ଆଇଗିଣିଆ ଫ୍ଲାଏଓଭର ଦବିବା ଘଟଣାର ତଦନ୍ତ ଆରମ୍ଭ କରିଛି ଏନ୍‌ଏଚ୍‌ଏଆଇ। କୋଟି କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେଉଥିବା ଫ୍ଲାଏ ଓଭର କିଭଳି ଦବିଯାଉଛି ତାକୁ ନେଇ ତନାଘନା ଆରମ୍ଭ ହୋଇଛି। ଠିକାସଂସ୍ଥାର ନିମ୍ନମାନର କାମ ଯୋଗୁଁ ଜୀବନ ବିପନ୍ନ ହେଉଥିବା…

ମସ୍କୋରେ ଓଡ଼ିଆ ସ୍କାର୍ଫ ପିନ୍ଧିଲେ ମୋଦି

ଆଜି ମସ୍କୋରେ ପ୍ରବାସୀ ଭାରତୀୟମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ବିକାଶ ସହ ସରକାରଙ୍କ ବିଭିନ୍ନ ଯୋଜନା ବାବଦରେ କହିଥିଲେ। ମୋଦି ସେଠାରେ ସେ ଓଡ଼ିଆ ସ୍କାର୍ଫ ପିନ୍ଧିଥିବା ଦେଖିବାକୁ ମିଳିଥିଲା। ଏହା ଭିତରେ ରଥଯାତ୍ରା ସହ ମହାପ୍ରଭୁଙ୍କ…

ଏକ ନମ୍ବର ହାଟର ପରିବା ଗୋଦାମ ଯାଞ୍ଚ କଲେ ଯୋଗାଣ ମନ୍ତ୍ରୀ

ଏକ ନମ୍ବର ହାଟରେ ପରିବା ଗୋଦାମରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ପରିବା ଗୋଦାମରେ ଯାଞ୍ଚ କରିବା ପାଇଁ ପହଞ୍ଚିଛନ୍ତି ମନ୍ତ୍ରୀ । ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ସହ ଯୋଗାଣ ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ଅଛନ୍ତି…

ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀଙ୍କ କାର୍‌କେଡ୍‌ ଅଟକାଇଲେ ମହିଳା

ଭୁବନେଶ୍ବରର ରସୁଲଗଡ଼ ଛକରେ ମୁଖ୍ୟମନ୍ତ୍ରୀଙ୍କ କାର୍‌କେଡ୍‌କୁ ଅଟକାଇଲେ ମହିଳା । ହଠାତ ମୁଖ୍ୟମନ୍ତ୍ରୀଙ୍କ କାରକେଡ୍ ଆଗକୁ ପଶି ଆସିଥିଲେ ମହିଳା। ମହିଳାଙ୍କ ଏହିଭଳି ହାଇଡ୍ରାମା ପାଇଁ କିଛି ସମୟ ଅଟକି ରହିଥିଲା କାର୍‌କେଡ୍‌ । ଘଟଣାସ୍ଥଳରୁ ମହିଳାଜଣକୁ ପୋଲିସ ଉଠାଇ ନେଲା…

ଗ୍ରାହାମ ଷ୍ଟେନ୍ସ ଓ ତାଙ୍କ ଦୁଇ ପୁଅ ହତ୍ୟା ମାମଲା: ଓଡ଼ିଶା ସରକାରକୁ ଜବାବ ତଲବ

ବହୁ ଚର୍ଚ୍ଚିତ ଅଷ୍ଟ୍ରେଲୀୟ ମିସନାରୀ ଗ୍ରାହାମ ଷ୍ଟେନ୍‌ସ ଓ ତାଙ୍କ ଦୁଇ ଶିଶୁପୁତ୍ରର ହତ୍ୟା ମାମଲାରେ ଓଡ଼ିଶା ସରକାରଙ୍କଠାରୁ ଜବାବ ମାଗିଲେ ସୁପ୍ରିମକୋର୍ଟ । ୬ ସପ୍ତାହ ଭିତରେ ଜବାବ ଦେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ । ୧୯୯୯ରେ ଗ୍ରାହାମ ଷ୍ଟେନ୍ସ ଓ…

ଏଫ୍ଏଓ ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ ଦେବାଶିଷ ସାମନ୍ତରାୟ

ଫୁଟବଲ ଆସୋସିଏସନ ଅଫ୍‌ ଓଡ଼ିଶା (FAO) ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ ଦେବାଶିଷ ସାମନ୍ତରାୟ । ସୋସିଆଲ ମିଡ଼ିଆ ‘ଏକ୍ସ’ରେ ଇସ୍ତଫା ପତ୍ର ପୋଷ୍ଟ କରି ପଦ ଛାଡ଼ିବାଥିବା ସୂଚନା । ବ୍ୟସ୍ତତା ଓ ବ୍ୟକ୍ତିଗତ କାରଣରୁ ଇସ୍ତଫା ଦିଆଯାଇଥିବା…

ଯାଜପୁରର ରଥଦାଣ୍ଡରେ ହାତାହାତି ହେଲେ ଦୁଇ ସେବାୟତ ଗୋଷ୍ଠୀ

ଯାଜପୁରରେ ରଥଯାତ୍ରାରେ ଅଘଟଣ। ରଥଦାଣ୍ଡରେ ମହାପ୍ରଭୁଙ୍କ ପହଣ୍ଡି ଓ ଚାରମାଳ ଖୋଲିବାକୁ ନେଇ ହତାହାତି ହେଲେ ଦୁଇ ସେବାୟତ ଗୋଷ୍ଠୀ । ଏକ ଅଭାବନୀୟ ଘଟଣା ଘଟିଛି ଆସିଛି ଯାଜପୁର ଜିଲ୍ଲା ସୁକିନ୍ଦାରେ । ସୁକିନ୍ଦାରେ ରଥଟଣା ସରିବାପରେ ଠାକୁରଙ୍କୁ ରଥରୁ…