ତାଜା ଖବର ରାଜ୍ୟ ପ୍ରକାଶ ପାଇଲା ଓଜେଇଇ ପରୀକ୍ଷାଫଳ June 3, 2024 Papirani ଚଳିତବର୍ଷ ରାଜ୍ୟର ବିଭିନ୍ନ ବୈଷୟିକ ଓ ବୃତ୍ତିଗତ ଶିକ୍ଷାନୁଷ୍ଠାନରେ ନାମଲେଖା ପାଇଁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ଏମବିଏରେ ସୂର୍ଯ୍ୟକାନ୍ତ ପୃଷ୍ଟି ଟପ୍ପର । ବି ଫାର୍ମାରେ ସାଗରିକା ଦାସ ଟପ୍ପର । ଏମସିଏରେ…
ରାଜ୍ୟ ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରୁ ଅଧିକ ହିଟୱେଭ୍ ମାମଲା ଆସୁଛି: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ June 3, 2024 Nirvay ରାଜ୍ୟରେ ବଢୁଥିବା ଅଂଶୁଘାତଜନିତ ମୃତ୍ୟୁକୁ ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ରଙ୍କ ପ୍ରତିକ୍ରିୟା। ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରୁ ଅଧିକ ହିଟୱେଭ୍ ମାମଲା ଆସୁଛି କହିଲେ।କାଲି ସୁଦ୍ଧା ୨୬ ଜଣଙ୍କ ଅଂଶୁଘାତରେ ମୃତ୍ୟୁ ସ୍ପଷ୍ଟ ହୋଇଛି।ସେଥିରୁ ୨୦ ମାମଲା କେବଳ ରାଉରକେଲା…
ତାଜା ଖବର ରାଜନୀତି ରାଜ୍ୟ ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଜି ଡିସ୍ଚାର୍ଜ ହେଲେ ଆଉ ଦୁଇ ଆହତ June 3, 2024 Papirani ଆଜି ପୁରୀ ବାଣ ବିସ୍ଫୋରଣ ଘଟଣାରେ ଡାକ୍ତରଖାନାରୁ ଆଉ ୨ ଆହତ ବ୍ୟକ୍ତି ଡିସ୍ଚାର୍ଜ ହୋଇଛନ୍ତି। ୨ ଜଣ ଡିସଚାର୍ଜ ହୋଇଥିବା ଏସ୍ଆରସିଙ୍କ କାର୍ଯ୍ୟାଳୟରରୁ ସୂଚନା ମିଳିଛି । ସେମାନେ ହେଲେ ବଳରାମ ଦାସ ଏବଂ ମନମୋହନ ବେହେରା। ଏବେ ସୁଦ୍ଧା…
ତାଜା ଖବର ରାଜନୀତି ରାଜ୍ୟ ଚଳିତ ବିଧାନସଭାର ଶେଷ କ୍ୟାବିନେଟ ବୈଠକ ଆରମ୍ଭ June 3, 2024 Papirani ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ସରିବା ପରେ ଆଜି ଆରମ୍ଭ ହୋଇଛି ଚଳିତ ବିଧାନସଭାର ଶେଷ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହେଇଛି । ବୈଠକରେ ଭର୍ଚ୍ଚୁଆଲରେ ମାଧ୍ୟମରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ।…
ରାଜନୀତି ରାଜ୍ୟ ଚତୃର୍ଥ ପର୍ଯାୟରେ ରାଜ୍ୟରେ ମୋଟ ମତଦାନ ହାର ୭୪.୪୧% June 3, 2024 Nirvay ଓଡିଶା ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ଶାନ୍ତି ଶୃଙ୍ଖଳାର ସହ ୬ ଲୋକସଭା ଆସନ ଓ ୪୨ ବିଧାନସଭା ଆସନରେ ସରିଛି ମତଦାନ । ଇଭିଏମରେ ସିଲ ହେଲା ୬୬ ସାଂସଦ ପ୍ରାର୍ଥୀ ଓ ୩୯୪ ବିଧାୟକ ପ୍ରାର୍ଥୀଙ୍କ ଭାଗ୍ୟ । ଚତୃର୍ଥ…
ତାଜା ଖବର ରାଜନୀତି ରାଜ୍ୟ ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ଗିରଫ ହେଲେ ଆଉ ୫ ଅଭିଯୁକ୍ତ June 3, 2024 Papirani ବିଜେପି ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ଆଉ ୫ ଜଣଙ୍କୁ ଗିରଫ କରିଛି ପୋଲିସ୍ । ଏହାଫଳରେ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୧୦ରେ ପହଞ୍ଚିଛି। ତେବେ ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା କରଞ୍ଜମାଳର ପୂର୍ବତନ ସରପଞ୍ଚ ରମେଶ…
ରାଜ୍ୟ ବାଣ ବିସ୍ଫୋରଣ ଘଟଣା, ଗଲାଣି ୧୩ ଜୀବନ June 2, 2024 Nirvay ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ୨ ଜଣଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି । ବର୍ତମାନ ସୁଦ୍ଧା ୧୭ ଜଣ ବିଭିନ୍ନ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ସ୍ୱତନ୍ତ୍ର ରିଲିଫ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ…
ରାଜନୀତି ରାଜ୍ୟ ବିଧାନସଭାରେ ବି ବାଜିମାରିବ ବିଜେପି: ଆକ୍ସିସ ଏକଜିଟ୍ ପୋଲ June 2, 2024 Nirvay ଆସିଲା ଓଡ଼ିଶା ବିଧାନସଭାକୁ ନେଇ ଜାତୀୟ ଗଣମାଧ୍ୟମର ଏକଜିଟ୍ ପୋଲ । ଇଣ୍ଡିଆ ଟୁଡେ ଆକ୍ସିସ-ମାଇ ଇଣ୍ଡିଆର ସର୍ଭେ ଅନୁସାରେ ଏଥର ଓଡ଼ିଶାରେ ବିଜେଡି ବିଜେପି ବିଧାନସଭାରେ ସମାନ ସମାନ ଆସନ ଜିତିବେ। ବିଜେପି ୬୨ ରୁ ୮୦ , ବିଜେପି…
ରାଜନୀତି ରାଜ୍ୟ ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣା,ଦୋଷୀଙ୍କୁ ଗିରଫ ନ କଲେ ଡିଜି ଅଫିସ ଘେରିବ ବିଜେପି : ସଂଗ୍ରାମ ପାତ୍ର June 2, 2024 Nirvay ଭୁବନେଶ୍ୱର : ବିଜେପି ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣା । କାଲି ଦିନ ୧୧ଟା ସୁଦ୍ଧା ଅଭିଯୁକ୍ତମାନଙ୍କୁ ଗିରଫ କରା ନ ଗଲେ ଡିଜିପିଙ୍କ ଅଫିସ ଘେରିବାକୁ ଚେତାବନୀ ଦେଇଛି ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା ।…
ରାଜ୍ୟ ସମ୍ବଲପୁରରେ ଅଂଶୁଘାତରେ ୫ ଜଣଙ୍କ ମୃତ୍ୟୁ June 2, 2024 Nirvay ରାଜ୍ୟରେ ବଢ଼ି ଚାଲିଛି ଅଂଶୁଘାତ ଜନିତ ମୃତ୍ୟୁ। ସମ୍ବଲପୁରରେ ୧୮ ଅସ୍ୱାଭାବିକ ମୃତ୍ୟୁ ମଧ୍ୟରୁ ଅଂଶୁଘାତରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ଦେଇଛନ୍ତି ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ। ୭ ଜଣଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟରୁ ୫ ଜଣଙ୍କ ଅଂଶୁଘାତଜନିତ…