Category: ରାଜ୍ୟ

ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତା ସମାବେଶ; ବିଜେପିର ମିଛକୁ ପର୍ଦ୍ଦାଫାସ କରିବାକୁ ଆହ୍ବାନ

ଶଙ୍ଖ ଭବନରେ ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତା ସମାବେଶ ଅନୁଷ୍ଠିତ ହୋଇଛି। ଜିଲ୍ଲାସ୍ତରୀୟ କର୍ମକର୍ତ୍ତା ଓ ରାଜ୍ୟ ନେତୃବୃନ୍ଦକୁ ସମ୍ବୋଧିତ କରିବା ଅବସରରେ ବିଜେପିର ମିଛକୁ ପର୍ଦ୍ଦାଫାସ କରିବାକୁ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଆହ୍ବାନ ଦେଇଛନ୍ତି।…

ସୁଭଦ୍ରା କଲ ସେଣ୍ଟର ଉଦଘାଟିତ

ସୁଭଦ୍ରା କଲ୍‌ ସେଣ୍ଟର ଉଦ୍‌ଘାଟନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଓସିଏସିଠାରେ ଏହି କଲ ସେଣ୍ଟର ଉଦଘାଟିତ ହୋଇଛି । କଲ ସେଣ୍ଟର ଉଦଘାଟନ କରି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା ସୂଚନା ଦେଇଛନ୍ତି ଯେ, ସର୍ବସାଧାରଣ ନିଜର ସୁବିଧା ବିଷୟରେ…

ସୁଭଦ୍ରା ଫର୍ମକୁ ନେଇ ଦ୍ୱନ୍ଦ୍ୱ ଦୂର

ସୁଭଦ୍ରା ଯୋଜନାରେ ଫର୍ମ ଆବେଦନ ଆରମ୍ଭ ହେବାକୁ ଥିବା ବେଳେ ଦ୍ୱନ୍ଦ୍ୱ ଦୂର କଲେ ଜନସେବା କେନ୍ଦ୍ର କାର୍ଯ୍ୟକାରୀ ମୁଖ୍ୟ। ଘରେ ରହି ଅନଲାଇନରେ ଶୁଭଦଦ୍ରା ଯୋଜନାର ଆବେଦନ କରିପାରିବେନି ବୋଲି କହିଛନ୍ତି। କେବଳ ଜନ ସେବା, ମୋ ସେବା କେନ୍ଦ୍ରରେ…

ପ୍ରଥମ ଥର ଉପମୁଖ୍ୟମନ୍ତ୍ରୀଙ୍କ ଫାର୍ମ ହାଉସରୁ ଦୁବାଇ ଗଲା ଡ୍ରାଗନ ଫଳ

ଉପମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଜଣେ ସଫଳ ଚାଷୀ । କନକ ବର୍ଦ୍ଧନ ସିଂଦେଓଙ୍କ ଫାର୍ମ ହାଉସରୁ ଦୁବାଇକୁ ଯାଇଛି ଡ୍ରାଗନ ଫଳ। ଶ୍ରୀ ସିଂଦେଓଙ୍କ ଫାର୍ମ ହାଉସରୁ ଉତ୍ପାଦିତ ଡ୍ରାଗନ ଫଳ ଓଡିଶାରୁ ପ୍ରଥମ ଥର…

ଛାତ୍ର ସଂସଦ ନିର୍ବାଚନ ଦାବିରେ ବିକ୍ଷୋଭ

ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ ଦାବିରେ ଛାତ୍ର କଂଗ୍ରେସ କର୍ମୀ ଆନ୍ଦୋଳକୁ ଓହ୍ଲାଇଛନ୍ତି । ଭୁବନେଶ୍ୱର ଲୋୟର ପିଏମଜିରେ ଛାତ୍ର କଂଗ୍ରେସ ଆନ୍ଦୋଳନ ଜାରି ରଖିଛନ୍ତି। ବିଧାନସଭା ଘେରାଉ ଉଦ୍ୟମ ବେଳେ ପୋଲିସ ସେମାନଙ୍କୁ ଅଟକାଇଥିଲା। ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ…

ଝୋଟ ବ୍ୟାଗ୍‌ ଖର୍ଚ୍ଚ ୨୪୭ କୋଟି !

ନିର୍ବାଚନ ପୂର୍ବରୁ ଗତ ବିଜେଡି ସରକାର ଝୋଟ ବ୍ୟାଗ୍‌ ବଣ୍ଟନ ପାଇଁ କେତେ ଟଙ୍କା ଖର୍ଚ୍ଚ କରିଥିଲେ ସେ ନେଇ ତଥ୍ୟ ଆସିଛି । ନିର୍ବାଚନ ପୂର୍ବରୁ ସରକାର ବାଣ୍ଟିଥିବା ଝୋଟ ବ୍ୟାଗ ଖର୍ଚ୍ଚର ତଥ୍ୟ ଶୁଣିଲେ ହୋସ ଉଡିଯିବ। ଝୋଟ…

ଆଧାର ସଂଶୋଧନ ବେଳେ ଦଳାଚକଟା

ସୁଭଦ୍ରା ଯୋଜନାରେ ଆବେଦନ କରିବାକୁ ଆଧାର ସଂଶୋଧନ ପାଇଁ ସୋର ମୁଖ୍ୟ ପୋଷ୍ଟ ଅଫିସରେ ଠେଲାପେଲା ଓ ଦଳାଚକଟା ଦେଖିବାକୁ ମିଳିଛି । ରାତି ୪ଟାରୁ ଆସି ପୋଷ୍ଟ ଅଫିସ ଆଗରେ ଗହଳି ଲଗାଇଛନ୍ତି। ଦଳାଚକଟା ଯୋଗୁଁ ତୀବ୍ର ଅସନ୍ତୋଷ ପ୍ରକାଶ…

ଭୁବନେଶ୍ୱର ଆଇଆଇଟି କ୍ୟାମ୍ପସରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର ଆଇଆଇଟି କ୍ୟାମ୍ପସରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ହଷ୍ଟେଲ୍ ଛାତରୁ ଡେଇଁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତ ଛାତ୍ରୀ ହେଲେ କୃତ୍ତିକା ରାଜ। ତାଙ୍କ ଘର ଦିଲ୍ଲୀରେ ହୋଇଥିବା ବେଳେ ସେ ବି.ଟେକ୍ ତୃତୀୟ ବର୍ଷରେ ପଢ଼ୁଥିଲେ। ସୂଚନାଯୋଗ୍ୟ,…

ମା’ ସମଲେଶ୍ୱରୀଙ୍କ ନିକଟକୁ ଆସିଲା ସରିଆ ଧାନ

ଆସନ୍ତା ୮ ତାରିଖରେ ପାଳନ ହେବାକୁ ଯାଉଛି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ନୁଆଁଖାଇରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇଙ୍କୁ ନବାନ୍ନ ଅର୍ପଣ ହେବ। ଆଜି ଚାଷୀ ନିଜ କ୍ଷେତରେ ଅମଳ ହୋଇଥିବା ସରିଆ ଧାନ ମୁଖ୍ୟ ପୂଜକଙ୍କୁ ପ୍ରଦାନ…

ବିଧାନସଭାରେ ‘ବ୍ଲାକ୍‌ ରୋଜ୍‌’ ଜାହାଜ ବୁଡ଼ିବା ପ୍ରସଙ୍ଗ ଉଠାଇ ପୂର୍ବ ସରକାରଙ୍କୁ ଟାର୍ଗେଟ

ଆଜି ବିଧାନସଭାରେ ‘ବ୍ଲାକ୍‌ ରୋଜ୍‌’ ଜାହାଜ ବୁଡ଼ିବା ପ୍ରସଙ୍ଗ ପୂର୍ବ ସରକାରଙ୍କୁ ଟାର୍ଗେଟ କରିଛନ୍ତି ଜଗତସିଂହପୁର ବିଧାୟକ ଅମରେନ୍ଦ୍ର ଦାସ। ଖଣି ବିଭାଗର ଖର୍ଚ୍ଚ ଦାବି ବିଷୟରେ ଆଲୋଚନା ହେଉଥିବା ବେଳେ ପାରାଦୀପ ଉପକୂଳରେ ବୁଡ଼ିଥିବା ବ୍ଲାକରୋଜ୍‌ ଜାହାଜ କାହାର ବୋଲି…