ତାଜା ଖବର ଦେଶ ରାଜ୍ୟ ସାହସିକତା ପାଇଁ ଓଡ଼ିଆ ପୁଅଙ୍କୁ ସୌର୍ଯ୍ୟଚକ୍ର ସମ୍ମାନ July 6, 2024 Papirani ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନ ଠାରେ ପ୍ରତିରକ୍ଷା ଅଳଙ୍କରଣ ସମାରୋହ ଆୟୋଜନ କରାଯାଇଥିଲା। ଏହି ସମାହାରରେ ସାହସିକତା ପାଇଁ ଲେଫ୍ଟନାଣ୍ଟ ବିମଳ ରଞ୍ଜନ ବେହେରାଙ୍କୁ ସୌର୍ଯ୍ୟଚକ୍ର ସମ୍ମାନ ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବର୍ତ୍ତମାନ ନୌସେନାରେ କାର୍ଯ୍ୟରତ ଅଛନ୍ତି ଲେଫ୍ଟନାଣ୍ଟ ବିମଳ…
ତାଜା ଖବର ରାଜନୀତି ରାଜ୍ୟ ରଙ୍ଗ ବଦଳା ରାଜନୀତି ଛାଡି ଓଡିଶାବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତିକୁ ପାଳନ କର: ବିଜେଡ଼ି July 6, 2024 Papirani ଲକ୍ଷ୍ମୀ ବସର ରଙ୍ଗ ଓ ନାମ ବଦଳାଇବାକୁ ନେଇ ବିଜେପି ସରକାରଙ୍କୁ ଟାର୍ଗେଟ କରିଛି ବିଜେଡି। ବିଜୁ ଜନତା ଦଳର ମୁଖ୍ୟାଳୟ ଶଙ୍ଖ ଭବନ ଠାରେ ଆଜି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡ଼ିର ବରିଷ୍ଠ ନେତ୍ରୀ ଶ୍ରୀମତୀ ପ୍ରମିଳା ମଲ୍ଲିକ…
ତାଜା ଖବର ରାଜ୍ୟ ଆଜି ନୁହେଁ ରତ୍ନଭଣ୍ଡାର ଖୋଲିବା ନେଇ ୯ ତାରିଖରେ ନିଆଯିବ ନିଷ୍ପତ୍ତି: ଜଷ୍ଟିସ ବିଶ୍ବନାଥ ରଥ July 6, 2024 Papirani ଆଜି ନୁହେଁ ଆସନ୍ତା ୯ରେ ହେବ ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି । ଆଜିର ରତ୍ନଭଣ୍ଡାର କମିଟି ବୈଠକ ପରେ ଜଷ୍ଟିସ ବିଶ୍ବନାଥ ରଥଙ୍କ ସୂଚନା । ସେ କହିଛନ୍ତି ଡୁପ୍ଲିକେଟ ଚାବି ଟ୍ରେଜେରୀରେ ଥିବା ସ୍ପଷ୍ଟ ହୋଇଛି । ଅସ୍ଥାୟୀ ରତ୍ନଭଣ୍ଡାର…
ତାଜା ଖବର ରାଜନୀତି ରାଜ୍ୟ କୁସୁମା କଟେଜ୍କୁ ହାତକୁ ନେବ ଜିଲ୍ଲା ପ୍ରଶାସନ July 6, 2024 Papirani ଯାଜପୁରର ବହୁ ଚର୍ଚ୍ଚିତ କୁସୁମା କଟେଜ୍ ନେଇ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣଙ୍କ ସୂଚନା । ସେ କହିଛନ୍ତି କୁସୁମା କଟେଜ୍କୁ ହାତକୁ ନେବ ଜିଲ୍ଲା ପ୍ରଶାସନ । ପୌର ପାଳିକା ଜମିରେ କଟେଜ୍ ତିଆରି ହୋଇଥିବା ସ୍ପଷ୍ଟ ହୋଇଛି ।…
ତାଜା ଖବର ରାଜ୍ୟ ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନିରଥ July 6, 2024 Papirani ଆସନ୍ତା କାଲି ରଥଯାତ୍ରା । ରାତି ପାହିଲେ ବଡ଼ଦାଣ୍ଡରେ ଗଡ଼ିବ ତିନିରଥ। ନବଦିନାତ୍ମକ ଯାତ୍ରା କରିବେ ମହାପ୍ରଭୁ। ଏଥିପାଇଁ ଶ୍ରୀଜଗନ୍ନାଥ ମନ୍ଦିରରୁ ଆଜି ରଥଖଳାରେ ପ୍ରସ୍ତୁତ ୩ ରଥ ପାଇଁ ଆଜ୍ଞାମାଳ ବିଜେ ହୋଇଛି। ମହାପ୍ରଭୁଙ୍କ ଆଜ୍ଞାମାଳ ପାଇବା ପରେ ସିଂହଦ୍ୱାର…
ତାଜା ଖବର ରାଜନୀତି ରାଜ୍ୟ ନବଗଠିତ ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ July 6, 2024 Papirani ନବଗଠିତ ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ଆରମ୍ଭ ହୋଇଛି । ଜଷ୍ଟିସ୍ ବିଶ୍ବନାଥ ରଥଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହୋଇଛି କମିଟି ବୈଠକ । ରତ୍ନଭଣ୍ଡାର ଖୋଲା ସହ ଗଣତି ଓ ମଣତି ପ୍ରକ୍ରିୟାର ରୂପରେଖ ଏହି…
ତାଜା ଖବର ରାଜନୀତି ରାଜ୍ୟ ରତ୍ନ ଭଣ୍ଡାର ଖୋଲିବା ପ୍ରସଙ୍ଗ: କୌଣସି ପଦକ୍ଷେପ ପୂର୍ବରୁ ମୋ ପରାମର୍ଶ ନେବା ଉଚିତ: ଶଙ୍କରାଚାର୍ଯ୍ୟ July 6, 2024 Papirani ରତ୍ନ ଭଣ୍ଡାର ଖୋଲିବା ନେଇ ବଡ ବୟାନ ଦେଇଛନ୍ତି ପୁରୀ ଶଙ୍କରାଚାର୍ୟ୍ୟ ଦେଇଛନ୍ତି। ଶଙ୍କରାଚାର୍ଯ୍ୟ କହିଛନ୍ତି, ‘ସୁପ୍ରିମକୋର୍ଟଙ୍କ ଜଜମେଣ୍ଟ ଅଛି, ଯେ କୌଣସି ପଦକ୍ଷେପ ନେବା ପୂର୍ବରୁ ଜଗତଗୁରୁ ଶଙ୍କରାଚାର୍ୟ୍ୟଙ୍କ ପରାମର୍ଶ କରିଵା ଉଚିତ। କିନ୍ତୁ ,ମୋର ଉପସ୍ଥିତରେ ମିଟିଙ୍ଗ ହେଉନାହିଁ,…
ତାଜା ଖବର ରାଜନୀତି ରାଜ୍ୟ ଶରଧାବାଲିରେ ସଫେଇ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ July 6, 2024 Papirani ରଥଯାତ୍ରା ପାଇଁ ଶରଧାବାଲିରେ ସରକାରଙ୍କ ପକ୍ଷରୁ ସ୍ବଚ୍ଛ ଅଭିଯାନ କାର୍ଯ୍ୟକ୍ରମ କରାଯାଇଛି । ସ୍ବଚ୍ଛ ଭାରତ ଅଭିଯାନରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଝାଡ଼ୁ ମାରି ସଫେଇ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ହାତରେ…
ତାଜା ଖବର ରାଜନୀତି ରାଜ୍ୟ ୨୨ରୁ ସପ୍ତଦଶ ବିଧାନସଭା ଅଧିବେଶନ July 5, 2024 Nirvay ଆସନ୍ତା ୨୨ ତାରିଖରୁ ସପ୍ତଦଶ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏହି ଅଧିବେଶନ ସେପ୍ଟେମ୍ବର ୧୩ ପର୍ଯ୍ୟନ୍ତ ଚାଲିବ। ୨୪ ତାରିଖରେ ଉପବାଚସ୍ପତି ନିର୍ବାଚନ ହେବ। ୨୫ ତାରିଖରେ ଉପସ୍ଥାପିତ ହେବ ରାଜ୍ୟ ବଜେଟ୍। ଏହା ମଧ୍ୟରେ ଅଗଷ୍ଟ ୧ରୁ ୧୯…
ରାଜ୍ୟ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି July 5, 2024 Nirvay ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୪ ଦିନିଆ ଓଡ଼ିଶା ଗସ୍ତ ସୂଚୀ ଚୂଡ଼ାନ୍ତ ହୋଇଛି। ୬ରୁ ୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଏକାଧିକ ସ୍ଥାନରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ ରାଷ୍ଟ୍ରପତି। ଜୁଲାଇ ୬ ତାରିଖରେ ଭୁବନେଶ୍ୱରସ୍ଥିତ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ…