Category: ରାଜ୍ୟ

ଆରମ୍ଭ ହେଲା ସର୍ବଦଳୀୟ ବୈଠକ

ସର୍ବଦଳୀୟ ବୈଠକ ଆରମ୍ଭ ହୋଇଯାଇଛି । ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ବିଜେପି…

ସର୍ବଦଳୀୟ ବୈଠକ ପାଇଁ ନବୀନଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ସଂସଦର ବଜେଟ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଆଜି ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବ । ୨୨ ତାରିଖ ଅର୍ଥାତ ଆସନ୍ତାକାଲି ଅଧିବେଶନ ଆରମ୍ଭ ହେବ। ତେଣୁ ନବୀନ ନିବାସ ଯାଇ ସର୍ବଦଳୀୟ ବୈଠକ ପାଇଁ ବିରୋଧୀ ଦଳ ନେତା ଭାବେ…

ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ପରିବର୍ତ୍ତନ ହେବନି: ମୁଖ୍ୟମନ୍ତ୍ରୀ

ରାଜ୍ୟସ୍ତରରେ କୃତୀ କୀଡ଼ାବିତ୍‌ଙ୍କୁ ପ୍ରୋତ୍ସାହନ ଭାବେ ପ୍ରଦାନ କରାଯାଉଥିବା ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ପରିବର୍ତ୍ତନ ହେବନି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ପୂର୍ବ ପରି…

ବିଧାନସଭାରେ ରାଜ୍ୟବାସୀଙ୍କ ସ୍ବାର୍ଥ ପାଇଁ ଲଢେଇ କରିବୁ: ବିଜେଡି

ଶଙ୍ଖ ଭବନଠାରେ ଆଜି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଛି। ଆଗାମୀ ବିଧାନସଭା ଅଧିବେଶନ ପାଇଁ ଦଳର ରଣନୀତି ପ୍ରସ୍ତୁତ କରାଯାଇଥିଲା ବୋଲି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି…

ଶେଷ ହେଲା ଦୁଇ ଦିନିଆ ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

ସରକାର ଗଠନ କରିବା ପରେ ପ୍ରଥମ ଥର ପାଇଁ ପୁରୀଠାରେ ଦୁଇ ଦିନିଆ ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅଭିଭାଷଣ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ଆଜି ମୁଁ…

ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ପଦ୍ମଶ୍ରୀ ଶ୍ରୀମତୀ କମଳା ପୂଜାରୀଙ୍କ ପରଲୋକ ଖବର ଶୁଣି ଦୁଃଖ ପ୍ରକାଶ କରିଛନ୍ତି ନରେନ୍ଦ୍ର ମୋଦୀ । ସେ ନିଜ ସୋସିଆଲ ମିଡ଼ିଆରେ ଟୁଇଟ୍ କରି ଲେଖିଛନ୍ତି ଶ୍ରୀମତୀ କମଳା ପୂଜାରୀଙ୍କ ପରଲୋକ ଖବର ଶୁଣି ମୁଁ ମର୍ମାହତ। ଶ୍ରୀମତୀ କମଳା…

ଶଙ୍ଖ ଭବନ ପ୍ରସଙ୍ଗରେ ମୁହଁ ଖୋଲିଲା ବିଜେଡି

ଶଙ୍ଖ ଭବନ ପ୍ରସଙ୍ଗରେ ବିଜେଡିର ପ୍ରେସମିଟରେ ରାଜସ୍ବମନ୍ତ୍ରୀଙ୍କ ମନ୍ତବ୍ୟର ଜବାବ ରଖିଲା ବିଜେଡି । ବିଜେଡି କହିଛି ବେଆଇନ ନୁହେଁ ଶଙ୍ଖ ଭବନ । ଶଙ୍ଖ ଭବନକୁ ନେଇ ବିଭ୍ରାନ୍ତି କରାନଯାଉ । ଆଇନ ଆଧାରରେ ନିର୍ମାଣ ହୋଇଛି ଶଙ୍ଖ ଭବନ…

ସ୍କୁଲ ଛାତ୍ରଛାତ୍ରୀଙ୍କୁ ମିଳିବ ତିଥି ଭୋଜନ

ପିଏମ୍ ପୋଷଣ ଯୋଜନା ଅଧୀନରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ମିଳିବ ତିଥି ଭୋଜନ। ୧୦୦ ଦିନ ମଧ୍ୟରୁ ଯେକୌଣସି ଗୋଟିଏ ଦିନ କମ୍ୟୁନିଟି ସଦସ୍ୟ କିମ୍ବା ସିଭିଲ୍‌ ସୋସାଇଟି ପକ୍ଷରୁ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ପୃଷ୍ଟିକର ଖାଦ୍ୟ ଦିଆଯିବ । ଦେଶରେ ଅନ୍ୟ ରାଜ୍ୟରେ…

ରାଜ୍ୟବାସୀ ମର୍ମାହତ ହେବା ପରି କିଛି ନକରନ୍ତୁ ବିଜେପି ସରକାର: ବିଜେଡି

ବିଜେପି ସରକାର ପୂର୍ବରୁ ରହିଥିବା ବିଜୁ ପଟ୍ଟନାୟକ କ୍ରୀଡା ସମ୍ମାନର ନାଁ ପରିବର୍ତନ କରି ଓଡିଶା ରାଜ୍ୟ କ୍ରୀଡା ସମ୍ମାନ ରଖିବା ପାଇ ଘୋଷଣା କରିବା ପରେ ଏହି ନିଷ୍ପରିକୁ କଡା ବିରୋଧ କରିଛନ୍ତି ବିଜେଡି ବିଧାୟକ ଡ. ଅରୁଣ କୁମାର…

ତଦନ୍ତର ଅନ୍ତର୍ଭୁକ୍ତ ହେବ ଶଙ୍ଖ ଭବନ

ବିଜେଡିର ପାର୍ଟି ଅଫିସ୍ ତଥା ଶଙ୍ଖ ଭବନର ହେବ ତଦନ୍ତ। ରାଜଧାନୀର ଛାତିରେ ବେଆଇନ ଭାବେ ବିଜେଡିର ଶଙ୍ଖ ଭବନ ନିର୍ମାଣ ହୋଇଥିବା ଅଭିଯୋଗ ପରେ ପ୍ରତିକ୍ରିୟା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୁଜାରୀ। ସେ କହିଛନ୍ତି ବିଜେଡିର ଶଙ୍ଖ ଭବନକୁ…