ତାଜା ଖବର ରାଜ୍ୟ ଭାରତ ଓ ପାକିସ୍ତାନ ଉତ୍ତେଜନା; ସବୁ ଜିଲ୍ଲାପାଳ, ଆରଡିସି ଓ ଆଇପିଏସ ଅଫିସରଙ୍କ ଛୁଟି ବାତିଲ କଲେ ଓଡ଼ିଶା ସରକାର May 10, 2025 Papirani ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦିନକୁ ଦିନ ଉତ୍ତେଜନା ବଢ଼ିବାରେ ଲାଗିଛି । ଉଭୟ ପକ୍ଷରୁ ଆକ୍ରମଣ ଲାଗି ରହିଛି। ଏହି ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଆରଡିସି ଓ ଜିଲ୍ଲାପାଳଙ୍କ ଛୁଟି ବାତିଲ କରିଛନ୍ତି ଓଡ଼ିଶା ସରକାର। ଏନେଇ…
ରାଜ୍ୟ ଜରୁରୀକାଳୀନ ପରିସ୍ଥିତି ସମୟରେ ଜେଲ୍ ଯାଇଥିବା ସଂଗ୍ରାମୀଙ୍କୁ ମିଳିବ ପେନ୍ସନ: ମୁଖ୍ୟମନ୍ତ୍ରୀ May 9, 2025 Nirvay ଓଡିଆ ଅସ୍ମିତାର ନିଦର୍ଶନ ସ୍ୱରୂପ ବରପୁତ୍ର ଓ ସଂଗ୍ରାମୀ ମାନଙ୍କୁ ସମ୍ମାନ ଜଣାଇବାର ପ୍ରକ୍ରିୟା ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ପ୍ରକ୍ରିୟାରେ ସ୍ୱାଧୀନତା ସଂଗ୍ରାମୀ ମାନଙ୍କ ଭତ୍ତା ବୃଦ୍ଧି କରାଯାଇଛି ଏବଂ ଜରୁରୀକାଳୀନ ପରିସ୍ଥିତି ସମୟରେ…
ତାଜା ଖବର ରାଜ୍ୟ ଦଇତାପତି ସେବକ ରାମକୃଷ୍ଣ ଦାସମହାପାତ୍ରଙ୍କୁ ପୁଣି ଦିଆଗଲା ନୋଟିସ May 9, 2025 Papirani ଦଇତାପତି ସେବକ ରାମକୃଷ୍ଣ ଦାସମହାପାତ୍ରଙ୍କୁ ପୁଣି ଦିଆଗଲା ନୋଟିସ । ରାମକୃଷ୍ଣ ଦାସ ମହାପାତ୍ରଙ୍କୁ ଆଉ ଏକ କୈଫିୟତ୍ ତଲବ ନୋଟିସ ଜାରି କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ୨ ଦିନ ମଧ୍ୟରେ କୈଫିୟତ୍ ଦାଖଲ ପାଇଁ ନିର୍ଦେଶ ଦିଆଯାଇଛି।…
ତାଜା ଖବର ଦେଶ ରାଜ୍ୟ ଜମ୍ମୁରେ ପଢ଼ୁଥିବା ଓଡ଼ିଆ ଛାତ୍ରଙ୍କୁ ଫେରାଇ ଆଣିବାକୁ ବ୍ୟବସ୍ଥା; ହେଲ୍ପଲାଇନ ନମ୍ବର ଜାରି May 9, 2025 Papirani ଅପେରସନ ସିନ୍ଦୁର ପରେ ଦୁଇ ଦେଶ ମଧ୍ୟରେ ତୀବ୍ରତା ବଢ଼ିବାରେ ଲାଗିଛି। ଦେଶ ଭିତରେ ହାଇ ଆଲର୍ଟ ଜାରି କରାଯାଉଛି। ।ଲଗାତାର ୩-୪ ଦିନ ହେବ ଜମ୍ମୁ ଅଶାନ୍ତ ରହିଥିବା ବେଳେ ଏବେ ଜମ୍ମୁରେ ପଢ଼ୁଥିବା ଓଡ଼ିଆ ଛାତ୍ରଙ୍କୁ ଫେରାଇ ଆଣିବାକୁ…
ତାଜା ଖବର ରାଜ୍ୟ ଚାନ୍ଦିପୁରରେ ସୁରକ୍ଷା ପାଇଁ ହାଇଆଲର୍ଟ; ବୈଠକ ଡାକିଲେ ପୂର୍ବାଞ୍ଚଳ ରେଞ୍ଜ ଡିଆଇଜି May 9, 2025 Papirani ଅପରେସନ ସିନ୍ଦୂର ପରେ ପ୍ରତିଶୋଧର ନିଆଁରେ ଜଳୁଛି ପାକିସ୍ତାନ । ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ତୀବ୍ରତାକୁ ଦୃଷ୍ଟିରେ ରଖି ଭାରତର ସବୁଠି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହିତ ହାଇଆଲର୍ଟ ଜାରି କରାଯାଇଛି । ଏନେଇ ଓଡ଼ିଶାର ବାଲେଶ୍ବରସ୍ଥିତ…
ରାଜ୍ୟ ମା’ ତାରାତାରିଣୀ ପୀଠର ବିକାଶ ପାଇଁ ୬୮ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କଲେ ମୁଖ୍ୟମନ୍ତ୍ରୀ May 8, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଗଂଜାମ ଜିଲ୍ଲା ଗସ୍ତରେ ଯାଇ ଗାଙ୍ଗଦହଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ସହିତ ପ୍ରସିଦ୍ଧ ତାରାତାରିଣୀ ପୀଠରେ ମା’ ତାରାତାରିଣୀଙ୍କୁ ଦର୍ଶନ କରି ଏହି ଅଂଚଳର…
ତାଜା ଖବର ରାଜ୍ୟ ଜୁନ୍ ମାସରୁ ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ଉଡ଼ିବ ବିମାନ May 8, 2025 Papirani ଆସନ୍ତା ଜୁନ୍ ମାସରୁ ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଉଡ଼ାଣ କରିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। କେବଳ ମଙ୍ଗଳବାର, ବୁଧବାର ଓ ଶନିବାର ଉଡ଼ିବ ବିମାନ । ଅନ୍ତର୍ଜାତୀୟ ସଂଯୋଗୀକରଣ ବୃଦ୍ଧି କରିବା ଉଦ୍ଦେଶ୍ୟରେ ରାଜ୍ୟ…
ତାଜା ଖବର ରାଜ୍ୟ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ସ୍ଥଗିତ May 8, 2025 Papirani କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ । ୧୦ ଓ ୧୧ରେ ଦୁଇ ଦିନିଆ ଗସ୍ତରେ ଆସିଥାନ୍ତେ ଅମିତ ଶାହ। ଏହାକୁ ସ୍ଥଗିତ ରଖାଯାଇଥିବା ନେଇ ଆଜି ସୂଚନା ଦେଇଛନ୍ତି ସମ୍ବଲପୁର ଜିଲ୍ଲାପାଳ । ବିଭିନ୍ନ…
ତାଜା ଖବର ରାଜ୍ୟ ୮ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ May 8, 2025 Papirani ରାଜ୍ୟ କ୍ୟାବିନେଟରେ ଆଠଟି ପ୍ରସ୍ତାବକୁ ମଂଜୁରୀ ମିଳିଛି । ୫ ବିଭାଗର ୮ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟରେ ମଞ୍ଜୁରୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଆଠଟି ପ୍ରସ୍ତାବକୁ ମଂଜୁରୀ ମିଳିଛି । ରାଜ୍ୟର…
ତାଜା ଖବର ରାଜନୀତି ରାଜ୍ୟ ବିଜେଡିର ଅତିରିକ୍ତ ରାଜନୈତିକ ସଚିବ ହେଲେ ଅଜିତ ମିଶ୍ର May 7, 2025 Papirani ଅଜିତ ମିଶ୍ର ହେଲେ ବିଜେଡିର ଅତିରିକ୍ତ ରାଜନୈତିକ ସଚିବ ।ଅବସରପ୍ରାପ୍ତ ବ୍ୟୁରୋକ୍ରାଟ ଅଜିତ କୁମାର ମିଶ୍ରଙ୍କୁ ବିଜୁ ଜନତା ଦଳର ଅତିରିକ୍ତ ରାଜନୈତିକ ସଚିବ ଭାବରେ ନିଯୁକ୍ତ କଲେ ନବୀନ ପଟ୍ଟନାୟକ। ଏ ନେଇ ଆଜି ଆଦେଶନାମା ଜାରି ହୋଇଛି। ଅଜିତ…