Category: ରାଜ୍ୟ

ନୂଆପଡ଼ା ଉପନିର୍ବାଚନ; ଆଜି ପ୍ରକାଶିତ ହେବ ଭୋଟର ଚିଠା ତାଲିକା

ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ । ରାଜେନ୍ଦ୍ର ଢୋଲକିଆଙ୍କ ମୃତ୍ୟୁ ପରେ ନୂଆପଡ଼ା ଉପନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଛି। ଆଜି ପ୍ରକାଶିତ ହେବ ଭୋଟର ଚିଠା ତାଲିକା । ଆଜିଠୁ ୨୮ ତାରିଖ ପର୍ଯ୍ୟନ୍ତ ରହିବ ଦାବି ଓ ଆପତ୍ତି…

ଅକ୍ଟୋବର ୨ରୁ ସାରା ରାଜ୍ୟରେ ବର୍ଷବ୍ୟାପୀ ପଦଯାତ୍ରା କରିବ କଂଗ୍ରେସ

କଂଗ୍ରେସ ଭବନରେ ରାଜନୈତିକ ବ୍ୟାପାର କମିଟି (PAC) ବୈଠକ ଅନୁଷ୍ଠିତ ହୋଇଛି। ଆୟୋଜିତ ଏହି ସଭାରେ ଦଳର ନେତା ଓ କର୍ମୀଙ୍କ ଭିତରେ ଉପସ୍ଥିତ ରହି ଉତ୍ସାହ ଭରିଛନ୍ତି ଏଆଇସିସି ସାଧାରଣ ସଂପାଦକ (ସଂଗଠନ) କେସି ବେଣୁଗୋପାଳ । ସେ କହିଛନ୍ତି…

ଏକ ରାଷ୍ଟ୍ର ଏକ ନିର୍ବାଚନ ସମ୍ପର୍କିତ ଆଲୋଚନଚକ୍ର ଅନୁଷ୍ଠିତ

ଆଜି ସୋଆ ବିଶ୍ୱ ବିଦ୍ୟାଳୟରେ ଏକ ରାଷ୍ଟ୍ର ଏକ ନିର୍ବାଚନ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଛି। ଏହି ଆଲୋଚନାଚକ୍ରରେ ରାଜ୍ୟ ଉପସଭାପତି ବିରଂଚି ନାରାୟଣ ତ୍ରିପାଠୀ ସ୍ୱାଗତ ଭାଷଣ ଦେଇଥିବାବେଳେ ଦିନେଶ ଅଧିକାରୀ ଧନ୍ୟବାଦ ଦେଇଥଲେ। ଛାତ୍ର ନେତା ସୌଭାଗ୍ୟ ମହାନ୍ତି, ଅଙ୍କିତା…

ମୋଦିଜୀଙ୍କ ଜନ୍ମଦିନରୁ ହେବାକୁ ଥିବା ସେବା ପକ୍ଷରେ ୧ ଲକ୍ଷ ବୃକ୍ଷ ଚାରା ଲଗାଇବ ଅନୁସୂଚିତ ଜାତି ମୋର୍ଚ୍ଚା: ଦିଲୀପ ମଲ୍ଲିକ

ମୋଦିଜୀଙ୍କ ଜନ୍ମଦିନରୁ ହେବାକୁ ଥିବା ସେବା ପକ୍ଷରେ ୧ ଲକ୍ଷ ବୃକ୍ଷ ଚାରା ଲଗାଇବ ଅନୁସୂଚିତ ଜାତି ମୋର୍ଚ୍ଚା। ଏ ନେଇ ଆଜି ବିଜେପି ପକ୍ଷରୁ ଅନୁସୂଚିତ ଜାତି ମୋର୍ଚ୍ଚା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟ ସାଧାରଣ…

ବିଜେଡି ଛାଡି ହାତ ଧରିଲେ ହରିଶଙ୍କର ରାଉତ

ବିଜେଡି ଛାଡ଼ିଥିବା କଂଗ୍ରେସରେ ମିଶିଲେ ଛାତ୍ର ନେତା ହରିଶଙ୍କର ରାଉତ । କେସି ବେଣୁଗୋପାଳ ଓ ଭକ୍ତଚରଣ ଦାସଙ୍କ ଉପସ୍ଥିତିରେ ସେ କଂଗ୍ରେସରେ ମିଶିଛନ୍ତି । କିଛି ଦିନ ପୂର୍ବେ ସେ ବିଜୁ ଯୁବ ସଭାପତି ଚୟନକୁ ନେଇ ଅସନ୍ତୋଷ ପ୍ରକାଶ…

ରାଜ୍ୟରେ ବାତ୍ୟା କିମ୍ବା ଅବପାତ ସୃଷ୍ଟି ହେଉ ନାହିଁ: ଆଇଏମ୍‌ଡି ଡିଜି

ରାଜ୍ୟରେ ବାତ୍ୟା କିମ୍ବା ଅବପାତ ସୃଷ୍ଟି ହେଉ ନାହିଁ । ରାଜ୍ୟରେ ବର୍ଷା ସ୍ଥିତିକୁ ନେଇ ଆଜି ସୂଚନା ଦେଇଛନ୍ତି ଆଇଏମ୍‌ଡି ଡିଜି । ସେ କହିଛନ୍ତି ଆସନ୍ତା ୨୦ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ।…

ଚାଷୀଙ୍କ ସାର ସମସ୍ୟା ପ୍ରସଙ୍ଗରେ ସରକାରଙ୍କୁ ଘେରିଲେ ବିରୋଧୀ

ସରୁନି ସାର ସମସ୍ୟା । ରାଜ୍ୟରେ ସାର ସମସ୍ୟାକୁ ନେଇ ଚାଷୀ ଅସନ୍ତୋଷ ପ୍ରକାଶ ପାଇବାରେ ଲାଗିଛି । ଯାହାକି ନେଇ ସାର ସମସ୍ୟାକୁ ନେଇ ବିକ୍ଷୋଭ କରିବ ବିରୋଧୀ। ଚାଷୀଙ୍କ ସାର ସମସ୍ୟା ପ୍ରସଙ୍ଗରେ ସରକାରଙ୍କୁ ଘେରିଚନ୍ତି ବିରୋଧୀ। ଚାଷୀମାନେ…

ସାମଗ୍ରୀରେ ସଂଶୋଧିତ ମୂଲ୍ୟ ବାଧ୍ୟତାମୂଳକ: କୃଷ୍ଣଚନ୍ଦ୍ର ପାତ୍ର

ଜିଏସ୍‌ଟି ହ୍ରାସ ପରେ ସଂଶୋଧିତ ମୂଲ୍ୟ ଉଲ୍ଲେଖ କରିବାକୁ ନିର୍ଦ୍ଦେଶ। ସାମଗ୍ରୀ ଉପରେ ସଂଶୋଧିତ ମୂଲ୍ୟ ଲେଖିବା ବାଧ୍ୟତାମୂଳକ। ସମସ୍ତ ଉତ୍ପାଦକ, ପ୍ୟାକର୍‌ ଓ ଆମଦାନୀକାରୀଙ୍କୁ କେନ୍ଦ୍ରର ନିର୍ଦ୍ଦେଶ । ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।…

କେନ୍ଦ୍ରୀୟ ଡେପୁଟେସନ୍‌ରେ ଯିବେ ଆଇଏଏସ୍ ଅଫିସର ଶାଳିନୀ ପଣ୍ଡିତ

ସ୍କୁଲ୍‌ ଓ ଗଣଶିକ୍ଷା ବିଭାଗ ସଚିବ ତଥା ୨୦୦୧ ବ୍ୟାଚ୍ ଆଇଏଏସ୍ ଅଫିସର ଶାଳିନୀ ପଣ୍ଡିତ ୫ ବର୍ଷ ପାଇଁ କେନ୍ଦ୍ରୀୟ ଡେପୁଟେସନ୍‌ରେ ଯିବେ । ଆଜି ଏନେଇ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି ।…

କେନ୍ଦୁଝର ଠାରେ ‘ଜିରୋ ଆକ୍ସିଡେଣ୍ଟ ଡେ’ ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ

“ସମୃଦ୍ଧ ଓଡିଶା, ବିକଶିତ ଓଡ଼ିଶା” ର ପ୍ରତିଶ୍ରୁତିକୁ ଆଗକୁ ବଢ଼ାଇ ନେଇ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଆଜି କେନ୍ଦୁଝର ଠାରେ ବାଣିଜ୍ୟ ଓ ପରିବହନ ବିଭାଗ ଦ୍ୱାରା ଆୟୋଜିତ “ଜିରୋ ଆକ୍ସିଡେଣ୍ଟ ଡେ” Zero Accident Day (ZAD) ବା…