Category: ରାଜ୍ୟ

କଂଗ୍ରେସରେ ମିଶିଲେ ଅଭିନେତା ମନୋଜ ମିଶ୍ର

ଭୁବନେଶ୍ୱର: କଂଗ୍ରେସରେ ମିଶିଲେ ଅଭିନେତା ମନୋଜ ମିଶ୍ର । ପିସିସି ସଭାପତି ଓ କଂଗ୍ରେସ ପ୍ରଭାରୀଙ୍କ ଉପସ୍ଥିତିରେ କଂଗ୍ରେସ ଭବନରେ ହାତ ଧରିଲେ ମନୋଜ । ପଶ୍ଚିମ ଓଡ଼ିଶାରେ କଂଗ୍ରେସର ଟାଣୁଆ ନେତା ନରସିଂହ ମିଶ୍ରଙ୍କ ଉପସ୍ଥିତିରେ କଂଗ୍ରେସରେ ସାମିଲ ହୋଇଛନ୍ତି…

ଢେଙ୍କାନାଳ ଇଟାଭାଟିରେ ୪ ଶ୍ରମିକଙ୍କ ମୃତ୍ୟୁ

ଢେଙ୍କାନାଳ: ଇଟାଭାଟିରେ ଶ୍ଵାସରୁଦ୍ଧ ହୋଇ ୪ ଜଣଙ୍କ ମୃତ୍ୟୁ । ଢେଙ୍କାନାଳ ଜିଲ୍ଲା କଣ୍ଟାବଣିଆ ଥାନା ଅନ୍ତର୍ଗତ କମଳଙ୍ଗ ଗାଁ ନିକଟରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଘଟଣାସ୍ଥଳରେ କଣ୍ଟାବଣିଆ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।…

ପରଲୋକରେ ଖଲ୍ଲିକୋଟ ରାଣୀ ସୁଜ୍ଞାନ କୁମାରୀ ଦେଓ

ଭୁବନେଶ୍ୱର: ପରଲୋକରେ ଭି. ସୁଜ୍ଞାନ କୁମାରୀ ଦେଓ । ଚେନ୍ନାଇ ସ୍ଥିତ ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଛନ୍ତି ଭି. ସୁଜ୍ଞାନ କୁମାରୀ ଦେଓ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଓ କବିସୂର୍ଯ୍ୟନଗରରୁ ୧୦ ଥର ବିଧାୟକ ଭାବେ ହୋଇଥିଲେ ନିର୍ବାଚିତ…

ଅସୁସ୍ଥ ଭି. ସୁଜ୍ଞାନ କୁମାରୀ ଦେଓଙ୍କୁ ଭେଟିବାକୁ ମୁଖ୍ୟମନ୍ତ୍ରୀଙ୍କ ଚେନ୍ନାଇ ଗସ୍ତ

ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଚେନ୍ନାଇ ଯାଇଛନ୍ତି । ତାଙ୍କ ସହିତ ଗୃହ ନିର୍ମାଣ ଓ ନଗର ଉନ୍ନୟନ…

ବିଜେଡି ବାଣ୍ଟୁଛି ଶଙ୍ଖ ଚିହ୍ନ ଓ ୫ଟି ଲୋଗୋ ଥିବା ବ୍ୟାଗରେ କେନ୍ଦ୍ରୀୟ ଚାଉଳ

ସାଧାରଣ ନିର୍ବାଚନ ପୂର୍ବରୁ ବିଜେଡି ବାଣ୍ଟୁଛି ଶଙ୍ଖ ଚିହ୍ନ ଥିବା ଝୋଟ୍‌ ବ୍ୟାଗ୍‌। ରାସନ ସାମଗ୍ରୀ ଯୋଗାଉଥିବା ଡିଲର ଏହି ବ୍ୟାଗ ବାଣ୍ଟୁଛନ୍ତି। ଏପରି ଖବର ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକଅଞ୍ଚଳରୁ ଆସିଛି। ପଶ୍ଚିମ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବିଜେଡି ବ୍ୟାଗ…

ସରିଲା ଷୋଡଶ ବିଧାନସଭାର ଶେଷ ଅଧିବେଶନ

ଭୁବନେଶ୍ବର: ସରିଲା ବିଧାନସଭା । ଶେଷ ଦିନରେ ଭାବ ବିହ୍ବଳିତ ହେଲେ ବିଧାୟକ । କିଏ ମୁଣ୍ଡିଆ ମାରିଲେ ତ କିଏ ଗଲା ପାଞ୍ଚବର୍ଷର ସ୍ମୃତି ମନେ ପକାଇଲେ । ଗୋଟିଏ ଫଟୋ ଫ୍ରେମରେ ଏକାଠି ହେଲେ ଉଭୟ ଶାସକ ଓ…

ବିଜେଡିରେ ଯୋଗ ଦେଲେ ସନ୍ତୃପ୍ତ ମିଶ୍ର

ବିଜେଡିରେ ଯୋଗ ଦେଲେ ବିଶିଷ୍ଟ କର୍ପୋରେଟ ବ୍ୟକ୍ତିତ୍ୱ ସନ୍ତୃପ୍ତ ମିଶ୍ର ।ବିଜୁ ଜନତା ଦଳର ରାଷ୍ଟ୍ରୀୟ ପ୍ରବକ୍ତା ଭାବେ ଆଜି ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟଶୈଳୀ ଓ ବିକାଶମୂଳକ କାମରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେଇଛନ୍ତି ସନ୍ତୃପ୍ତ…

ଗୋପାଳପୁରରୁ ବିଜେଡି ପାର୍ଥି ହେବେ ବିକ୍ରମ ପଣ୍ଡା

ଗଞ୍ଜାମ: ଗୋପାଳପୁରରୁ ବିକ୍ରମ ପଣ୍ଡା ହୋଇପାରନ୍ତି ବିଜେଡି ପ୍ରାର୍ଥୀ।ପ୍ରାର୍ଥୀତ୍ବ ନେଇ ଗ୍ରୀନ ସିଗନାଲ୍‌ ଦେଲେ ବିଜେଡି ଜିଲ୍ଲା ସଭାପତି ରମେଶ ଚ୍ୟାଉ ପଟ୍ଟନାୟକ।ସୂଚନା ଅନୁଯାୟୀ ବିକ୍ରମଙ୍କୁ ଦାୟିତ୍ବ ଦେଇଛନ୍ତି ନବୀନ ପଟ୍ଟନାୟକ। ବିକ୍ରମ ଜଣେ ଯୁବ ଓ ଟାଣୁଆ ସଂଗଠକ ବୋଲି…

ବିଜେଡିରୁ ଇସ୍ତଫା ଦେଲେ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ

ବିଜେଡିରୁ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକଙ୍କ ଇସ୍ତଫା । ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା । ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଦେଲେ ଇସ୍ତଫା । ଦଳର ଅଣଦେଖା ଅଭିଯୋଗ କରି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅକ୍ଟୋବରରେ ମୁଖ୍ୟମନ୍ତ୍ରୀଙ୍କୁ…

ଶ୍ରୀ ଜଗନ୍ନାଥ ସଂସ୍କୃତି ଓ ପରମ୍ପରାକୁ ଧୂଳିସାତ କରୁଥିବା ନବୀନ ସରକାର ବିରୁଦ୍ଧରେ ବିକ୍ଷୋଭ କଲା ବିଜେପି ଯୁବମୋର୍ଚ୍ଚା

ଭୁବନେଶ୍ୱର: ଓଡ଼ିଶାର ଅଗଣିତ ଜଗନ୍ନାଥପ୍ରେମୀଙ୍କ ଆସ୍ଥା, ବିଶ୍ୱାସ ଉପରେ କୁଠାରାଘାତ କରିବା ସହିତ ପବିତ୍ର ଜଗନ୍ନାଥ ସଂସ୍କୃତି ଏବଂ ପରମ୍ପରାକୁ ଧୂଳିସାତ କରିଛି ବିଜୁ ଜନତା ଦଳ । ପରିକ୍ରମା ପ୍ରକଳ୍ପ ସମୟରେ ବିଜୁ ଜନତା ଦଳ ତରଫରୁ ଯେଉଁଭଳି ଭାବରେ…