Category: ରାଜ୍ୟ

କାଳ ହେଲା ସମ୍ପତ୍ତି: ବାପାର ବୋମାମାଡ଼ରେ ସାନପୁଅ ମୃତ

କାଳ ହେଲା ସମ୍ପତ୍ତି ଲୋଭ। ବାପାର ବୋମାମାଡ଼ରେ ସାନ ପୁଅର ମୃତ୍ୟୁ ହୋଇଛି। ବାଣପୁର ଥାନା ସାହସପୁର ଶାନ୍ତିନଗରରେ ଏଭଳି ଘଟଣା ଘଟିଛି। ବଡ଼ ପୁଅକୁ ମାରିବାକୁ ଯାଇଥିବା ବେଳେ ଅଘଟଣ ଘଟିଛି। ସଂପତ୍ତିକୁ ନେଇ ବଡ଼ ପୁଅ ସହ ଦୀର୍ଘଦିନ…

ଡେଙ୍ଗୁ ଆତଙ୍କ: ପ୍ରତିକାର ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ରାଜ୍ୟରେ ଡରାଇଲାଣି ଡେଙ୍ଗୁ ଆତଙ୍କ। ବଢୁଛି ସଂକ୍ରମଣ। ତେଣୁ ଡେଙ୍ଗୁ, ମ୍ୟାଲେରିଆ ପ୍ରତି ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ। ଫିଲ୍ଡ ଷ୍ଟାଫ୍‌ଙ୍କ ଜରିଆରେ ଡେଙ୍ଗୁ ସହ ଅନ୍ୟ ରୋଗର ପ୍ରତିକାର ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ…

ସିପାହୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର ସପ୍ତମ ବାଟାଲିୟନରୁ ସିପାହୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ସପ୍ତମ ବାଟାଲିୟନର ସିପାହୀ ଦୁର୍ଯ୍ୟୋଧନ ମହାନ୍ତି। ଗଛରେ ରଶି ଲଗାଇ ଦୁର୍ଯ୍ୟୋଧନ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଦୁର୍ଯ୍ୟୋଧନ ୨୦୦୨ ବ୍ୟାଚର ସିପାହୀ ଥିଲେ । କାରଣ ସ୍ପଷ୍ଟ…

ଏଏସଓଙ୍କୁ ନିସ୍ତୁକ ମାଡ଼ ସହ ହତ୍ୟା ଧମକ ଦେଲେ ରାଜ୍ୟପାଳଙ୍କ ପୁଅ!

ରାଜଭବନର ଭୁବ କାର୍ଯ୍ୟରତ ବୈକୁଣ୍ଠ ନାଥ ପ୍ରଧାନ ପ୍ରଧାନଙ୍କୁ ରାଜ୍ୟପାଳ ରଘୁବର ଦାସଙ୍କ ପୁତ୍ର ଲଳିତ କୁମାର ନିଜର ୫ ଜଣ ସହଯୋଗୀଙ୍କ ସହ ମିଶି ବିଳମ୍ବିତ ରାତ୍ରିରେ ଓଡ଼ିଶା ସଚିବାଳୟ ସେବାର ଜଣେ କର୍ତ୍ତବ୍ୟରତ ଅଫିସର ବୈକୁଣ୍ଠନାଥ ପ୍ରଧାନଙ୍କୁ ମରଣାନ୍ତକ…

ତାପଙ୍ଗ ଖଣି ପାଣିରୁ ମିଳିଲା ଓମ୍‌ ପ୍ରକାଶଙ୍କ ମୃତଦେହ

୫ ଦିନ ପରେ ମିଳିଲା ଓମ୍‌ ପ୍ରକାଶଙ୍କ ମୃତଦେହ । ତାପଙ୍ଗ ଖଣି ପାଣିରରେ ଆଜି ସକାଳେ ଓମ୍‌ ପ୍ରକାଶଙ୍କ ମୃତଦେହ ଭାସିଥିବା ବେଳେ ଉଦ୍ଧାର କରାଯାଇଛି । ଓମ୍‌ ପ୍ରକାଶ ରଥଙ୍କ ମୃତଦେହକୁ ଉଦ୍ଧାର କଲେ ଅଗ୍ନିଶମ ବାହିନୀ ।…

ଆସନ୍ତା ୨୫ ତାରିଖରେ ଆସିବ ରାଜ୍ୟ ସରକାରଙ୍କ ପ୍ରଥମ ବଜେଟ

ଆସନ୍ତା ୨୫ ତାରିଖରେ ଆସିବ ରାଜ୍ୟ ସରକାରଙ୍କ ପ୍ରଥମ ବଜେଟ। ଜୁଲାଇ ୨୨ରେ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ପରେ ୨୫ ତାରିଖରେ ଉପସ୍ଥାପନ ହେବ ୨୦୨୪-୨୦୨୫ ମସିହା ପାଇଁ ରାଜ୍ୟ ବଜେଟ୍ ହେବାକୁ ଯାଉଛି। ଲୋକସେବା ଭବନରେ ଦିନ ସାଢେ…

ଅରବିନ୍ଦ ପାଢ଼ୀ ଶ୍ରୀମନ୍ଦିରର ନୂଆ ମୁଖ୍ୟ ପ୍ରଶାସକ; ବୀର ବିକ୍ରମ ଯାଦବଙ୍କ ଛୁଟି

୧୯୯୬ ବ୍ୟାଚର ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ଅରବିନ୍ଦ ପାଢ଼ୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ହୋଇଛନ୍ତି। ଶ୍ରୀ ପାଢ଼ୀଙ୍କ ନିଯୁକ୍ତି ପରେ ବୀର ବିକ୍ରମ ଯାଦବଙ୍କ ଛୁଟି ହୋଇଯାଇଛି। ଶ୍ରୀ ପାଢ଼ୀଙ୍କ ପ୍ରଶାସନିକ ଦକ୍ଷତା ରହିଛି। ମହାପ୍ରଭୁଙ୍କ ବାହୁଡ଼ା…

ପୂର୍ବତନ ଅଗ୍ନିବୀରଙ୍କ ପାଇଁ ୧୦% ସଂରକ୍ଷଣ ଘୋଷଣା

ଅଗ୍ନିପଥ ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏବେ ପୂର୍ବତନ ଅଗ୍ନିବୀରମାନଙ୍କୁ ଅର୍ଦ୍ଧସାମରିକ ବାହିନୀ BSF, CISF, SSB, RPF, CRPFରେ ନିଯୁକ୍ତି ପାଇଁ ୧୦% ସଂରକ୍ଷଣ ବ୍ୟବସ୍ଥାରେ ୧୦ ପ୍ରତିଶତ ସଂରକ୍ଷଣ ଦିଆଯିବ। ଏଥିପାଇଁ କୌଣସି ଶାରୀରିକ…

ଚଠି ବନାମ ଚିଠି: ନବୀନଙ୍କୁ ମୋହନଙ୍କ ଉତ୍ତର

ଆଡ଼ପ ମଣ୍ଡପ ପହଣ୍ଡି ବିଜେ ଅଘଟଣରେ ଦୁଃଖ ପ୍ରକାଶ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିରୋଧୀ ଦଳ ମୁଖ୍ୟ ନବୀନ ପଟ୍ଟନାୟକ ଚିଠି ଲେଖିଥିଲେ। ତେବେ ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଚିଠିର ଉତ୍ତର ରଖିଛନ୍ତି। ଆଉ କହିଛନ୍ତି, ଜଗତର ନାଥ ଜଗନ୍ନାଥ…

ନଗର ଉନ୍ନୟନ ବିଭାଗ ସଚିବ ଭାବେ ଉଷା ପାଢ଼ୀଙ୍କ ଦାୟିତ୍ୱ ଗ୍ରହଣ

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି ଶ୍ରୀମତୀ ଉଷା ପାଢ଼ୀ। ଦାୟିତ୍ୱ ଗ୍ରହଣ ପରେ ସେ ବିଭାଗୀୟ ବରିଷ୍ଠ ଅଧିକାରୀଙ୍କ ସହ ଏହାର ଭବିଷ୍ୟତ ଦୃଷ୍ଟିକୋଣ ନେଇ ଆଲୋଚନା କରିଥିଲେ…