Category: ରାଜ୍ୟ

୧୪ରେ ରତ୍ନଭଣ୍ଡାର ଖୋଲିବା ପ୍ରାୟତଃ ସ୍ପଷ୍ଟ: ଆଇନମନ୍ତ୍ରୀ

ଆସନ୍ତା ୧୪ ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରାୟତଃ ସ୍ପଷ୍ଟ ବୋଲି ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନନ୍ଦନ। ରତ୍ନଭଣ୍ଡାର ଯାଞ୍ଚ କମିଟିର ସୁପାରିଶକୁ ମୋହର ମାରିଛି ପରିଚାଳନା କମିଟି। ପରିଚାଳନା କମିଟିର ସୁପାରିଶ ଆଜି ପହଞ୍ଚିବ। ଏହାପରେ ଯେଉଁ ଏସଓପି…

ଜଗନ୍ନାଥଙ୍କ ଭଜନ ଗାଉ ଗାଉ ସଭାମଞ୍ଚରେ ଟଳି ପଡ଼ିଲେ ଗଜପତି ଅତିରିକ୍ତ ଜିଲ୍ଲାପାଳ

ଜଗନ୍ନାଥଙ୍କ ଭଜନ ଗାଉ ଗାଉ ସଭାମଞ୍ଚରେ ଟଳି ପଡିଥିଲେ ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ବିରେନ୍ଦ୍ର ଦାସ। ଗତକାଲି ରାତିରେ ପ୍ରଶାସନିକ ଅଧିକାରୀମାନେ ଏକ ନୈଶ ଭୋଜିର ଆୟୋଜନ କରିଥିଲେ ପାରଳାଖେମୁଣ୍ଡି ସ୍ଥିତ ବୃନ୍ଦାବନ ପ୍ୟାଲେସ୍ ନିକଟରେ। ଏହି ଅବସରରେ ଚାଲିଥିବା…

ଆଜି ପବିତ୍ର ହେରା ପଞ୍ଚମୀ

ଆଜି ହେରା ପଞ୍ଚମୀ। ନବ ଦିନାତ୍ମକ ଘୋଷଯାତ୍ରାରେ ସାଙ୍ଗରେ ଆଣିନଥିବାରୁ ଶ୍ରୀମନ୍ଦିରରୁ ଶ୍ରୀଦେବୀ ଆସିବେ ଗୁଣ୍ଡିଚା ମନ୍ଦିର। କାଳିଆ ଠାକୁରଙ୍କୁ ଫେରାଇ ଆଣିବାକୁ ଅଭିମାନିନୀ ମାଆ ଲକ୍ଷ୍ମୀ ଗୁଣ୍ଡିଚା ମନ୍ଦିର ବିଜେ କରିବେ। ଆଜି ସଂଧ୍ୟାରେ ମହାଲକ୍ଷ୍ମୀ ଏକ ସ୍ୱତନ୍ତ୍ର ପାଲିଙ୍କିରେ…

ଆଇଏଏସ୍‌ସ୍ତରରେ ଅଦଳବଦଳ: ହଟିଲେ ମାଥିଭାଥାନନ୍ ଓ ଭିନିଲ କ୍ରିଷ୍ଣା

ରାଜ୍ୟରେ ପ୍ରଥମ କରି ସରକାର କରିଥିବା ବିଜେପି ଆଜି ଆଇଏଏସସ୍ତରରେ ବଡ଼ଧରଣର ଅଦଳବଦଳ କରିଛି। ବିଜେଡି ସରକାରର ଦୁଇ ପ୍ରଭାବଶାଳୀ ଅଧିକାରୀଙ୍କୁ ଗୁରୁତ୍ବହୀନ ପଦବୀକୁ ବଦଳି କରିଛନ୍ତି। ନବୀନ ପଟ୍ଟନାୟକଙ୍କ ସମୟରେ ଗ୍ଲେହାପୁଅ ସାଜିଥିବା ଆଇଏଏସ୍ ଜି.ମାଥିଭାଥାନନ୍‌ ଓ ଆର.ଭିନିଲ କ୍ରିଷ୍ଣାଙ୍କୁ…

ଆଡ଼ପ ପହଣ୍ଡି ବିଭ୍ରାଟ: ନଇଁଯାଇଛି ପ୍ରତି ଓଡ଼ିଆଙ୍କ ମଥା

ଆଡ଼ପ ପହଣ୍ଡିରେ ଗୁରୁତର ତ୍ରୁଟି। ଏହି ମହାବିଭ୍ରାଟକୁ ନେଇ ସାରା ରାଜ୍ୟରେ ଉଦବେଗ ଦେଖାଦେଇଛି। ଆଡ଼ପ ପହଣ୍ଡି ବେଳେ ବଡ଼ ଠାକୁରଙ୍କୁ ପକେଇଦେଲେ। ଏଭଳି ଅକ୍ଷମଣୀୟ ସ୍ଥିତି ପାଇଁ ନଇଁଯାଇଛି ପ୍ରତି ଓଡ଼ିଆଙ୍କ ମଥା। ଏତେ ଖାମଖିଆଲ, ଏତେ ବେପରୁଆପଣ କାହିଁକି?…

ମୁଖ୍ୟମନ୍ତ୍ରୀଙ୍କ ପାଇଲଟିଂ ଗାଡ଼ିରେ ରହିବେ ମହିଳା ପୋଲିସ!

ମୁଖ୍ୟମନ୍ତ୍ରୀଙ୍କ ପାଇଲଟିଂ ଗାଡ଼ିରେ ରହିବେ ମହିଳା ପୋଲିସ। ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀଙ୍କ କାର୍କେଡ଼ ଅବରୋଧ ମାମଲା ପରେ ଚେତା ପଶିଛି। ସେପଟେ କେମିତି ସୁରକ୍ଷା ଭେଦିଲେ ମହିଳା, ସେ ନେଇ କମିଶନରେଟ ପୋଲିସର ଚାଲିଛି ତନାଘନା। ମୁଖ୍ୟମନ୍ତ୍ରୀଙ୍କ କାର୍କେଡ଼ ପୂର୍ବରୁ ପାଇଲଟିଂ ଗାଡ଼ିରେ…

ଚାଷୀ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ଉଠାଇବେ ସରକାର

ଚାଷୀଙ୍କ ପାଇଁ ଖୁସି ଖବର। ଏଣିକି ସେମାନଙ୍କ ପିଲାମାନଙ୍କ ପାଠପଢ଼ା ଖର୍ଚ୍ଚ ଉଠାଇବେ ସରକାର। ମୁଖ୍ୟମନ୍ତ୍ରୀ କିଷାନ ଶିକ୍ଷା ପ୍ରୋତ୍ସାହନ ଯୋଜନା ପାଇଁ ବିଜ୍ଞପ୍ତି ଜାରି କରାଯାଇଛି। ଯେଉଁଥିରେ ସ୍ୱଳ୍ପ ଆୟ ବର୍ଗର ପରିବାର, ଛୋଟ, ମାର୍ଜିତ, ଭାଗଚାଷୀ କୃଷକ ଏବଂ…

ଜାପାନରେ ଗାଡ଼ି ଚଳାଇବେ ଓଡ଼ିଶା ଡ୍ରାଇଭର

ଓଡ଼ିଶାର ଚାଳକଙ୍କୁ ବିଦେଶରେ ମିଳିଛି ନିଯୁକ୍ତିର ସୁଯୋଗ। ଜାପାନରେ ଉଚ୍ଚ ବେତନ ଓ ସୁବିଧା ସହ ଚାକିରି କରିବାକୁ ଯିବେ ଜଣେ ମହିଳାଙ୍କ ସମେତ ୩୦ ଜଣ ଚାଳକ। ଯାହା ସାରା ଦେଶରେ ପ୍ରଥମ। ଖାରବେଳ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ସଫଳତା…

ପୂର୍ବ ସରକାର ଲାଗୁ କରିଥିବା ପ୍ରକଳ୍ପକୁ ଦୋହରାଇଲେ ନୂଆ ସରକାର: ବିଜେଡି

ବୁଧବାର ରାଜ୍ୟ କ୍ୟାବିନେଟ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ବୃଦ୍ଧି ଘୋଷଣା କରିବା ପରେ ଏହାକୁ କଟାକ୍ଷ କରିଛି ବିଜେଡି। ଶଙ୍ଖ ଭବନରେ ସାମ୍ୱାଦିକ ସମ୍ମିଳନୀ କରି ବିଜେଡି କହିଛି ୩ ମାସ ତଳର ନିଷ୍ପତ୍ତି ଉପରେ ମୋହର ମାରିଛନ୍ତି ସରକାର। ପୂର୍ବ…

ହଟିଲା ସମ୍ବଲପୁରରୁ ଧାର୍ମିକ ଶୋଭାଯାତ୍ରା କଟକଣା

ବର୍ଷକ ପରେ ସମ୍ବଲପୁରରୁ ହଟିଲା ଧାର୍ମିକ ଶୋଭାଯାତ୍ରା ଉପରେ ଲାଗିଥିବା କଟକଣା । ଜିଲ୍ଲା ପ୍ରଶାସନ ପକ୍ଷରୁ ଧାର୍ମିକ ଶୋଭାଯାତ୍ରା ଉପରେ ଲାଗିଥିବା କଟକଣା ହଟିଛି। ବୁଧବାର ଜିଲା ପରିଷଦ ମିଟିଂ ହଲ୍‌ରେ ଆଗାମୀ ମହରମ ପର୍ବ ପାଳନ ପାଇଁ ଅନୁଷ୍ଠିତ…