ରାଜ୍ୟ ଘସିପୁରାରୁ ସ୍ୱାଧୀନପ୍ରାର୍ଥୀ ଭାବେ ପ୍ରାର୍ଥୀପତ୍ର ଦାଖଲ କଲେ ସୌମ୍ୟରଞ୍ଜନ May 6, 2024 Nirvay କେନ୍ଦୁଝର; ଘସିପୁରାର ନିର୍ବାଚନମଣ୍ଡଳୀରୁ ସ୍ୱାଧୀନପ୍ରାର୍ଥୀ ଭାବେ ସୌମ୍ୟରଞ୍ଜନ ପଟ୍ଟନାୟକ ଆଜି ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଆଜି ସକାଳେ ସେ ଘଟଗାଁ ମା’ ତାରିଣୀଙ୍କ ପୀଠରେ ପୂଜାର୍ଚ୍ଚନା କରି ମା’ ଙ୍କ ଆଶୀର୍ବାଦ ନେଇ ନାମାଙ୍କନ ପତ୍ର ଦାଖଲ ପାଇଁ ବାହାରିଥିଲେ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଓଡ଼ିଶାର ପୁଅ କି ଝିଅ ହିଁ ହେବେ ବିଜେପିର ମୁଖ୍ୟମନ୍ତ୍ରୀ: ମୋଦୀ May 6, 2024 Papirani ନବରଙ୍ଗପୁର ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବକ୍ତବ୍ୟ । ନବରଙ୍ଗପୁରର ଅଧିଷ୍ଠାତ୍ରୀଙ୍କ ଆଶୀର୍ବାଦ ନେଇ ପ୍ରଧାନମନ୍ତ୍ରୀ କହିଲେ ଆପଣଙ୍କ କଷ୍ଟ ବୃଥା ଯିବନି। ମଞ୍ଚରେ ବିଜେପି ସମର୍ଥିତ ସବୁ ଏମଏଲଏ ଓ ଏମପି ପ୍ରାର୍ଥୀଙ୍କ ହାତ ଧରି ସାହାସ ଦେଲେ ମୋଦି।…
ତାଜା ଖବର ରାଜନୀତି ରାଜ୍ୟ ପାଣ୍ଡିଆନଙ୍କ ବଡ ଘୋଷଣା: ଜୁନ୍ ୯ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ ପଟ୍ଟନାୟକ May 6, 2024 Papirani ଭବାନୀପାଟଣା ସଭାରୁ ବଡ ଘୋଷଣା କରିଛନ୍ତି ବିଜେଡି ନେତା ଭି.କେ ପାଣ୍ଡିଆନ । ଆସନ୍ତା ଜୁନ ୯ ତାରିଖରେ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନବୀନ ପଟ୍ଟନାୟକ। ଜୁନ ୯ ତାରିଖ ଦିନ ୧୧ଟାରୁ ସାଢେ…
ରାଜନୀତି ରାଜ୍ୟ ନବୀନଙ୍କୁ ମୋଦୀ ମାରିଲେ ଜଗନ୍ନାଥ ତୀର May 6, 2024 Nirvay ନିର୍ଭୟ ମିଡ଼ିଆ : ବ୍ରହ୍ମପୁର, ପରିବେଶ ଭିନ୍ନ । ଭାଷଣ ବି ଭିନ୍ନ । ଆକ୍ରମଣ ମୁଦ୍ରା ବି ଭିନ୍ନ । ସେ ଦୃଷ୍ଟିରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଥମ ନିର୍ବାଚନୀ ସଭା ଅନେକ ଦୃଷ୍ଟିରୁ ଥିଲା ଗୁରୁତ୍ୱପୂର୍ଣ୍ଣ । ଫେବ୍ରୁଆରୀ…
ତାଜା ଖବର ରାଜନୀତି ରାଜ୍ୟ ଆଜି କଳାହାଣ୍ଡି ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ May 6, 2024 Papirani ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସପ୍ତାହକ ମଧ୍ୟରେ ଦ୍ୱିତୀୟ ଥର ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇବେ । ନବୀନ ଜିଲ୍ଲାର ୭ଟି ନିର୍ବାଚନ ମଣ୍ଡଳୀ ଓ କଳାହାଣ୍ଡି…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଓଡ଼ିଶାରେ ୧୦ ଜୁନରେ ବିଜେପି ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବ: ନରେନ୍ଦ୍ର ମୋଦି May 6, 2024 Papirani ବ୍ରହ୍ମପୁର ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବକ୍ତବ୍ୟ । ଜୟ ଜଗନ୍ନାଥ, ଜୟ ଶ୍ରୀରାମ କହି ଭାଷଣ ଆରମ୍ଭ କରି କହିଲେ । କାଲି ମୁଁ ଅଯୋଧ୍ୟାରେ ଥିଲି, ଆଜି ମୁଁ ମହାପ୍ରଭୁଙ୍କୁ ଭୂମିରେ ଅଛି । ଆଜି ମୁଁ ଆପଣଙ୍କ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ବ୍ରହ୍ମପୁରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ May 6, 2024 Papirani ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ବ୍ରହ୍ମପୁରର ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବ୍ରହ୍ମପୁରର କନିଷି ସଭାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବ୍ରହ୍ମପୁର ସହର ଉପକଣ୍ଠ କନିଷିରେ ସାଧାରଣ ସଭାକୁ ଉଦବୋଧନ ଦେବେ ମୋଦି। ବ୍ରହ୍ମପୁରରେ ପ୍ରାୟ ଘଣ୍ଟାଏ ରହିବେ…
ରାଜନୀତି ରାଜ୍ୟ ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି May 6, 2024 Nirvay ଆଜି ରାତିରେ ଉତ୍ତର ପ୍ରଦେଶରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ବର ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଦିଙ୍କର ଦର୍ଶନାଭିଳାଷୀ ବିମାନ ବନ୍ଦରରୁ ରାଜଭବନ ପର୍ଯ୍ୟନ୍ତ ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରାଜଭବନରେ…
ତାଜା ଖବର ରାଜନୀତି ରାଜ୍ୟ ଏକ ଗଣମାଧ୍ୟମର ସାକ୍ଷାତକାରରେ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ସମାଲୋଚନା କଲେ ଜେ.ପି. ନଡ୍ଡା May 5, 2024 Papirani ଏକ ଗଣମାଧ୍ୟମର ସାକ୍ଷାତକାରରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ସମାଲୋଚନା କରି କହିଛନ୍ତି ନବୀନ ବାବୁ ଗ୍ଲାସ ହାଉସରେ ରହୁଛନ୍ତି । ନବୀନ ବାବୁ ସାଧାରଣ ଜନତାଙ୍କଠାରୁ ଦୂରରେ ରହୁଛନ୍ତି। ଜନତାଙ୍କ ଅବସ୍ଥା କ’ଣ ଅଛି, ନବୀନ…
ଦେଶ ରାଜନୀତି ରାଜ୍ୟ ସୁଧୁରୁ ନାହାନ୍ତି IPS ଆଶିଷ ସିଂ, ନିର୍ବାଚନ କମିଶନରଙ୍କୁ ଫେରାଦ ହେଲା ବିଜେପି May 5, 2024 Nirvay IPS ଆଶିଷ ସିଂଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଫେରାଦ ହେଲା କେନ୍ଦ୍ରୀୟ ବିଜେପି ପ୍ରତିନିଧି ଦଳ। ଶାସକ ଦଳ ପ୍ରତି ଅନୁକମ୍ପା ଦେଖାଉଥିବା ଅଭିଯୋଗ କଲା ବିଜେପି। ବଦଳି ହୋଇଥିଲେ ବି ବିଜେଡି ପାଇଁ ନିର୍ବାଚନ ପରିଚାଳନା କରୁଛନ୍ତି ଆଶିଷ…