Category: ରାଜ୍ୟ

ସମାଧାନ ହେଲା ବୁର୍ଲା ଭୀମସାରରେ ଦୁଇ ଡାକ୍ତରୀ ଛାତ୍ର ଗୋଷ୍ଠୀ ବିବାଦ

ବୁର୍ଲା ଭୀମସାରରେ ତୁଟିଲା ଦୁଇ ଡାକ୍ତରୀ ଗୋଷ୍ଠୀ ବିବାଦ । ହାଉସ୍‌ ସର୍ଜନ ଓ ପିଜି ଛାତ୍ରଙ୍କ ମଧ୍ୟରେ ହୋଇଥିବା ବିବାଦ ଆପୋସ ଆଲୋଚନା ପରେ ସମାଧାନ ହୋଇଥିବା ସୂଚନା ଦେଇଛନ୍ତି ଭୀମସାର ନିର୍ଦ୍ଦେଶକ ଭାବଗ୍ରାହୀ ରଥ । ସେ କହିଛନ୍ତି…

ଓଡ଼ିଶାରେ ସବୁ ସରକାରୀ କୋଠା ହେବ କମଳା ରଙ୍ଗ

ବଦଳିବ ରାଜ୍ୟର ସମସ୍ତ ସରକାରୀ କୋଠାର ରଙ୍ଗ । କୋଠାର ବାହାର ପଟ କମଳା ରଙ୍ଗ ହେବ ଓ ନାଲି ବର୍ଡର ରହିବ । ଏନେଇ ସମସ୍ତ ଯନ୍ତ୍ରୀ, ଓଡ଼ିଶା କୋଠା ଓ ନିର୍ମାଣ ନିଗମ ଲିମିଟେଡ (ଓବିସିସି)ଙ୍କୁ ପୂର୍ତ୍ତ ବିଭାଗ…

ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ, ଓଏସ୍‌ଡି ପାଇଁ ଗାଇଡଲାଇନ ଜାରି

ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଓ ଅଫିସର ଅନ୍‌ ସ୍ପେସାଲ ଡ୍ୟୁଟି (ଓଏସଡି ) ପାଇଁ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି । ଗାଇଡଲାଇନ୍ ଅନୁସାରେ ଅତିରିକ୍ତ ସଚିବ ବା ଯୁଗ୍ମ…

ଆରଆଇ-ଅମିନ ପରୀକ୍ଷା ବିଭ୍ରାଟ ଘଟଣା: ଆନ୍ଦୋଳନକୁ ଓହ୍ଲାଇଲେ ହଜାର ହଜାର ପରୀକ୍ଷାର୍ଥୀ

ଓଏସଏସସି ବିରୋଧରେ ପରୀକ୍ଷାର୍ଥୀଙ୍କ ଅସନ୍ତୋଷ ଦିନକୁ ଦିନ ବଢ଼ିବାରେ ଲାଗିଛି। ଆର୍‌ଆଇ, ଏଆର୍‌ଆଇ, ଆଇସିଡିଏସ୍‌ ସୁପର ଭାଇଜର, ଅମିନ ପରୀକ୍ଷା ପରୀକ୍ଷା ବାତିଲ ଦାବିରେ ଗର୍ଜିଛନ୍ତି ଛାତ୍ରଛାତ୍ରୀ । ତ୍ରୁଟିପୂର୍ଣ୍ଣ ପରୀକ୍ଷା ଅଭିଯୋଗ ଆଣି ଆଜି ଏକାଠି ହୋଇଛନ୍ତି ହଜାର ହଜାର…

ନବରଙ୍ଗପୁରରର କୌଣସି ବିଦ୍ୟାଳୟରେ ଅନ୍ୟ ଜିଲ୍ଲା ଶିକ୍ଷକ ଜଏନ୍‌ କରିବାକୁ ମନା !

ଦିନକୁ ଦିନ ଜୋର ଧରୁଛି ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବି । ନବରଙ୍ଗପୁରରେ ଜିଲ୍ଲାଭିତ୍ତିକ ନିଯୁକ୍ତି ଦାବିରେ ତେଜିଲା ବିବାଦ । ନବରଙ୍ଗପୁରରେ ଅନ୍ୟଜିଲ୍ଲାର ନିଯୁକ୍ତି ପାଇଥିବା ଶିକ୍ଷକଙ୍କୁ ଜଏନ୍‌ ସୁଯୋଗ ମିଳୁନଥିବା ଅଭିଯୋଗ ଏବେ ସାମ୍ନାକୁ ଆସିଛି। ଅବିଭକ୍ତ କୋରାପୁଟ…

ସୁଭଦ୍ରା ଯୋଜନାର ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଗଲା ୧ ଟଙ୍କା

‘ସୁଭଦ୍ରା’ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଗଲା ୧ ଟଙ୍କା । ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ପାଇଁ ପରୀକ୍ଷା ମୂଳକ ଭାବେ ବ୍ୟାଙ୍କ୍ ଖାତାକୁ ଗଲା ସୁଭଦ୍ରା ଟଙ୍କା । ମହିଳା ହିତାଧିକାରୀଙ୍କ ଖାତାକୁ ୧ ଟଙ୍କା ଲେଖାଏଁ ପଠାଯାଇଥିବା ସୂଚନା…

ନକ୍ସଲ ମୁକାବିଲା ପାଇଁ ଫୋର୍ସ ହେଲିକପ୍ଟରର ସହଯୋଗ ମାଗିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଦିଲ୍ଲୀରେ ଚାଲିଥିବା ମାଓ ମୁକାବିଲା ସମୀକ୍ଷା ବୈଠକ ଶେଷ ହୋଇଛି। ୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶରୁ ମାଓବାଦୀଙ୍କ ମୂଳପୋଛ ପାଇଁ ସରକାର ଲକ୍ଷ୍ୟ ରଖିଥିବାରୁ ଏହାକୁ ଅଗ୍ରଗତି କରିବା ପାଇଁ ଅଣନୀତି ପ୍ରସ୍ତୁତ କରିଛନ୍ତି। ଏହି ନକ୍ସଲ ମୁକାବିଲା ବୈଠକରେ କେନ୍ଦ୍ର…

ରାଜ୍ୟପାଳଙ୍କ ପୁଅର ଗିରଫ ଦାବି: ରାଜଭବନ ଘେରାଉ କରିବାକୁ ଯିବା ବେଳେ କଂଗ୍ରେସ କର୍ମୀ ଓ ପୋଲିସ ମୁହାଁମହିଁ

ରାଜ୍ୟପାଳ ରଘୁବର ଦାସଙ୍କ ପୁଅର ଗିରଫ ଦାବିରେ ଆଜି ପୁଣି ତେଜିଛନ୍ତି ଯୁବ ଏବଂ ଛାତ୍ର କଂଗ୍ରେସ କର୍ମୀ । ରାଜ୍ୟପାଳଙ୍କ ପୁଅର ଗିରଫ ଦାବିରେ ବିକ୍ଷୋଭ ପ୍ରଦର୍ଶନ କରି ରାଜଭବନ ଘେରାଉ ପାଇଁ ଯିବା ବେଳେ ମୁହାଁମହିଁ ହୋଇଛନ୍ତି କଂଗ୍ରେସ…

ସ୍ବେଚ୍ଛାକୃତ ଅବସର ନେଲେ ବରିଷ୍ଠ ଆଇପିଏସ୍ ଅଧିକାରୀ ଅରୁଣ କୁମାର ଷଡଙ୍ଗୀ

ଅବସର ନେଲେ ବରିଷ୍ଠ ଆଇପିଏସ୍ ଅଧିକାରୀ ଅରୁଣ କୁମାର ଷଡଙ୍ଗୀ । ଚାକିରିର ୧୦ ମାସ ପୂର୍ବରୁ ସ୍ବେଚ୍ଛାକୃତ ଅବସର ନେଲେ ଅରୁଣ କୁମାର ଷଡଙ୍ଗୀ। ତାଙ୍କ ପାଇଁ ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଟ୍ରେନିଂ ଏକାଡେମୀରେ ବିଦାୟ କାଳୀନ ସମାରୋହର…

ମାଓ ମୁକାବିଲା ନେଇ ସମୀକ୍ଷା ବୈଠକ ଆରମ୍ଭ

ଦିଲ୍ଲୀରେ ମାଓ ମୁକାବିଲା ନେଇ ସମୀକ୍ଷା ବୈଠକ ଆରମ୍ଭ । ଦିଲ୍ଲୀ ବିଜ୍ଞାନ ଭବନରେ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ୮ଟି ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ଆରମ୍ଭ ହୋଇଛି । ବୈଠକରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ…