ତାଜା ଖବର ରାଜ୍ୟ ଜେଲ୍ ଅଧୀକ୍ଷକଙ୍କ ପୁଳା ପୁଳା ସମ୍ପତ୍ତି ଠାବ September 6, 2024 Nirvay କେନ୍ଦୁଝର ଜେଲ୍ ଅଧୀକ୍ଷକ ସତ୍ୟପ୍ରକାଶ ସ୍ବାଇଁଙ୍କ ପୁଳା ପୁଳା ସମ୍ପତ୍ତି ଠାବ ହୋଇଛି। ଭୁବନେଶ୍ବର ଲକ୍ଷ୍ମୀସାଗରରେ ଦେଢ଼ କୋଟି ମୂଲ୍ୟର ୪ ମହଲା କୋଠା ଠାବ ହୋଇଛି। ଭୁବନେଶ୍ବର, ବଲାଙ୍ଗିର ଓ ଢେଙ୍କାନାଳରେ ୪ଟି ବାସୋପଯୋଗୀ ପ୍ଲଟ୍ ରହିଛି। ଏଥିସହ ୧୦…
ତାଜା ଖବର ରାଜନୀତି ରାଜ୍ୟ ରେଭେନ୍ସା ନାଁ ପରିବର୍ତ୍ତନ ହେବାକୁ ଦିଆଯିବନି କହିଲେ ପୁରାତନ ଛାତ୍ରଛାତ୍ରୀ September 6, 2024 Nirvay ରେଭେନ୍ସା ବିଶ୍ୱବିଦ୍ୟାଳୟର ନାଁ ପରିବର୍ତ୍ତନକୁ ନେଇ ରାଜନୀତି ତେଜିବାରେ ଲାଗିଛି। ଏହି ପ୍ରସଙ୍ଗରେ ଭୁବନେଶ୍ୱରରେ ଆୟୋଜିତ ଗୋଲ ଟେବୁଲ ବୈଠକରେ ରେଭେନ୍ସାର ପୁରାତନ ଛାତ୍ରଛାତ୍ରୀ ସାମିଲ ହୋଇଥିଲେ। ସେମାନେ କହିଛନ୍ତି, ରେଭେନ୍ସାର ନାଁ ପରିବର୍ତ୍ତନ ହେବନି। ରେଭେନ୍ସା ନାଁ ପରିବର୍ତ୍ତନ କରିବାକୁ…
ତାଜା ଖବର ରାଜ୍ୟ ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ତିନି ଶ୍ରମିକ ମୃତ September 6, 2024 Papirani ଆପାଟମେଣ୍ଟରର ଥିବା ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୩ ଜଣ ଶ୍ରମିକଙ୍କର ମୃତ୍ୟୁ ।ବାରଙ୍ଗ ନରଣପୁର ସ୍ଥିତ ଡିଅନ ଆପାଟମେଣ୍ଟର ନିର୍ମାଣାଧୀନ ପାଇଖାନା ଟାଙ୍କିରୁ ସେଣ୍ଟରିଂ ପଟା ଖୋଲିବା ବେଳେ ଘଟିଛି ଏହି ଭଳି ବଡ଼ ଅଘଟଣା। ଖବର ପାଇ ବାରଙ୍ଗ…
ତାଜା ଖବର ରାଜନୀତି ରାଜ୍ୟ ୫-ଟି ହାଇସ୍କୁଲ ରୂପାନ୍ତରୀକରଣରେ ଖର୍ଚ୍ଚ ହୋଇଛି ୩ ହଜାର କୋଟି ଟଙ୍କା September 6, 2024 Papirani ପୂର୍ବ ସରକାର ଓଡ଼ିଶାର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ପରିବର୍ତ୍ତନ ପାଇଁ ୫-ଟି ଅଧୀନରେ ଥିବା ସରକାରୀ ଡିଜିଟାଲ ହାଇସ୍କୁଲ ଆରମ୍ଭ କରିଥିଲେ । ଏବେ ନୂଆ ସରକାର ଆସିବା ପରେ ଉଚ୍ଚ ବିଦ୍ୟାଳୟଗୁଡ଼ିକର ରୂପାନ୍ତରୀକରଣ ଖର୍ଚ୍ଚର ଖୋଳତାଡ଼ ଆରମ୍ଭ ହୋଇଛି। ଆଜି…
ଦେଶ ରାଜନୀତି ରାଜ୍ୟ ସନ୍ଦୀପ ଘୋଷଙ୍କ ଆଗତ ପିଟିସନକୁ ଖାରଜ କଲେ ସୁପ୍ରିମକୋର୍ଟ September 6, 2024 Papirani କୋଲକାତା ଆର.ଜି କର ମେଡିକାଲ କଲେଜର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା । ଆଗତ ପିଟିସନକୁ ଖାରଜ କଲେ ସୁପ୍ରିମକୋର୍ଟ। ସୁପ୍ରିମକୋର୍ଟରେ କରାଯାଇଥିବା ଆବେଦନରେ କୁହାଯାଇଛି ତଦନ୍ତକୁ ବିରୋଧ କରୁନାହିଁ। ଦୁର୍ନୀତି ମାମଲାର ତଦନ୍ତ ସିବିଆଇକୁ ହସ୍ତାନ୍ତର କରିବା…
ତାଜା ଖବର ରାଜନୀତି ରାଜ୍ୟ ରାଜ୍ୟରେ ଖାଲି ପଡିଛି ୩୦ ହଜାରରୁ ଅଧିକ ଶିକ୍ଷକ ପଦବୀ September 6, 2024 Papirani ରାଜ୍ୟରେ ବେକାରୀ ଓ ବେରୋଜଗାରୀ ସହିତ ଦାଦନ ପ୍ରମୁଖ ସମସ୍ୟା ରହିଛି । ଅନେକ ବିଦ୍ୟାଳୟରେ ଶିକ୍ଷକ ଶିକ୍ଷୟିତ୍ରୀ ନଥିବା ବେଳେ ନିଯୁକ୍ତି ଅପେକ୍ଷାରେ ରହିଛନ୍ତି ଯୁବକ ଯୁବତୀ ।ଆଜି ବିଧାସଭାର ଗୃହରେ ବିଧାୟକ ଚକ୍ରମଣୀ କହଁରଙ୍କ ପ୍ରଶ୍ନରେ ଉତ୍ତରରେ ଗଣଶିକ୍ଷା…
ତାଜା ଖବର ରାଜନୀତି ରାଜ୍ୟ ନବୀନ ପଟ୍ଟନାୟକ ଓ ପାଣ୍ଡିଆନ୍ଙ୍କ ନାଁରେ ଦୁର୍ନୀତି ଅଭିଯୋଗ September 6, 2024 Papirani ନବୀନ ପଟ୍ଟନାୟକ ଓ ଭି.କେ ପାଣ୍ଡିଆନ୍ଙ୍କ ନାଁରେ ଦୁର୍ନୀତି ଅଭିଯୋଗ । ମୋ ସ୍କୁଲ ଓ ଝୋଟ ବ୍ୟାଗ ବଣ୍ଟନରେ କୋଟି କୋଟି ଟଙ୍କା ଦୁର୍ନୀତି ଅଭିଯୋଗରେ ଭିଜିଲାନ୍ସ ଏସ୍ପିଙ୍କ ଦ୍ୱାରସ୍ଥ ହେଲେ ଆଇନଜୀବୀ । ତଦନ୍ତ କରି ଦୁର୍ନୀତିର ପର୍ଦ୍ଦାଫାସ୍…
ତାଜା ଖବର ରାଜନୀତି ରାଜ୍ୟ ବିଜେପିରେ ଯୋଗଦେଲେ ସୁଜିତ କୁମାର September 6, 2024 Papirani ପଦ୍ମ ଧରିଲେ ସୁଜିତ କୁମାର । ନୂଆଦିଲ୍ଲୀସ୍ଥିତ ବିଜେପି ମୁଖ୍ୟାଳୟରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ବିଧିବଦ୍ଧଭାବେ ବିଜେପିରେ ମିଶିଛନ୍ତି ସୁଜିତ କୁମାର । ଏହି ଅବସରରେ ବିଜେପିର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ଭର୍ତ୍ତୃହରି ମହତାବ, ବିଜେପି ରାଜ୍ୟ ପ୍ରଭାରୀ…
ତାଜା ଖବର ରାଜନୀତି ରାଜ୍ୟ ଭଦ୍ରକରେ ପ୍ରତିଷ୍ଠା ହେବ ଟେକ୍ସଟାଇଲ ପାର୍କ September 6, 2024 Papirani ଭଦ୍ରକରେ ପ୍ରତିଷ୍ଠା ହେବାକୁ ଯାଉଛି ଟେକ୍ସଟାଇଲ ପାର୍କ । ଆଜି ବିଧାନସଭା ଗୃହରେ ଏହି ସଂପର୍କରେ ସୂଚନା ଦେଇ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ କହିଛନ୍ତି ଭଦ୍ରକରେ ଟେକ୍ସଟାଇଲ ପାର୍କ ପ୍ରତିଷ୍ଠା ହେବ ସହ ପାରାଦୀପରେ ମେଗା ଫିଡ୍ କ୍ରାକର୍ ପ୍ଲାଣ୍ଟ ମଧ୍ୟ…
ତାଜା ଖବର ରାଜନୀତି ରାଜ୍ୟ ରାଜ୍ୟସଭାରୁ ସୁଜିତ କୁମାରଙ୍କ ଇସ୍ତଫା; ବିଜେଡିରୁ ବହିଷ୍କୃତ September 6, 2024 Nirvay ବିଜେଡି ସାଂସଦ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେବା ପରେ ବିଜେଡିକୁ ଶକ୍ତ ଝଟକା ଲାଗିଛି। ସେ ତାଙ୍କ ଇସ୍ତଫା ପତ୍ର ରାଜ୍ୟସଭା ଅଧ୍ୟକ୍ଷଙ୍କ ପାଖକୁ ପଠାଇଛନ୍ତି । କାର୍ଯ୍ୟକାଳ ସରିବାର ୨ ବର୍ଷ ପୂର୍ବରୁ ରାଜ୍ୟସଭାରୁ ଇସ୍ତଫା…