Category: ରାଜ୍ୟ

ବବିଙ୍କ ପାଇଁ ଅଡ଼ୁଆ ବଢ଼ିଲା

ବିଜେଡି ନେତା ପ୍ରଣବ ପ୍ରକାଶ ଦାସଙ୍କ କ୍ୱାର୍ଟର୍ସରେ GA ଅଧିକାରୀ। ୩ ଅଧିକାରୀ ବବିଙ୍କ କ୍ୱାର୍ଟର୍ସ ଭିତରକୁ ଯାଇଥିଲେ। ପୋଲିସ ଫୋର୍ସଙ୍କ ଉପସ୍ଥିତିରେ ଭିତରେ ବୁଲିଲେ ଜିଏ ଅଧିକାରୀ। ବବିଙ୍କ କ୍ୱାର୍ଟର୍ସ ଭିତରେ ନିର୍ମାଣ ଭଙ୍ଗାକୁ ନେଇ ବିବାଦ ଦେଖାଦେଇଛି। କାହିଁକି…

ଲୋକସଭାରେ ଶପଥ ନେଲେ ଓଡ଼ିଆ ସାଂସଦ

ଲୋକସଭାରେ ଶପଥ ନେଲେ ଓଡ଼ିଆ ସାଂସଦ । କାମଚଳା ବାଚସ୍ପତି ଭାବେ ପ୍ରଥମେ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କୁ ଶପଥ ପାଠ କରାଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାପରେ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଜୁଏଲ୍ ଓରାମ ଲୋକସଭାରେ…

ମାସକରେ ମୁକୁଳା ଡ୍ରେନ୍ ଉପରେ ପଡ଼ିବ ସ୍ଲାବ: ବିଏମ୍‌ସି କମିଶନର

ଆକ୍ସନ ମୁଡ୍‌କୁ ଆସିଛି ଭୁବନେଶ୍ୱର ମହାନଗର ନିଗମ । ମାସକ ଭିତରେ ମୁକୁଳା ଡ୍ରେନ୍ ଉପରେ ପଡ଼ିବ ସ୍ଲାବ୍ । ସପ୍ତାହକରେ ବାରିକେଡ କାମ ସରିବ। ଏନେଇ ସୂଚନା ଦେଲେ ବିଏମ୍‌ସି କମିଶନର ରାଜେଶ ପ୍ରଭାକର ପାଟିଲ। ଭୁବନେଶ୍ବର ସହରରେ ମୋଟ୍…

ଟ୍ରାଫିକ ପୋଷ୍ଟରୁ ହଟିବ ରେଡ ଲାଇଟ୍

ଟ୍ରାଫିକ ପୋଷ୍ଟରୁ ହଟିବ ରେଡ ଲାଇଟ।ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ସେ କହିଛନ୍ତି ଲୋକଙ୍କୁ ଆଉ ଘଣ୍ଟା ଘଣ୍ଟା ଧରି ଟ୍ରାଫିକରେ ଅପେକ୍ଷା କରିବାକୁ ପଡ଼ିବନି। ଏଥିପାଇଁ ବିକଳ୍ପ ବ୍ୟବସ୍ଥା କରାଯିବ। ଓଭର ବ୍ରିଜ, ଆପ୍ରୋଚ…

ଶହେ ଦିନ ଭିତରେ ମହିଳାଙ୍କୁ ମିଳିବ ସୁଭଦ୍ରା ଯୋଜନା

ଶହେ ଦିନ ଭିତରେ ମହିଳାଙ୍କୁ ସୁଭଦ୍ରା ଯୋଜନା ନିଶ୍ଚୟ ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏବେ ସୁଭଦ୍ରା ଯୋଜନା ଡ୍ରାଫ୍ଟରେ ଅଛି । ତେଣୁ କେଉଁମାନଙ୍କୁ ଏହିି ଯୋଜନାର ସୁଫଳ ମିଳିବ ତାହା ଏବେ…

ବାସଭବନ ଭାଙ୍ଗିବା ନେଇ ପ୍ରତିକ୍ରିୟା ଦେଲେ ପ୍ରଣବ ଦାସ

ଆଜି ବିଜେଡି ନେତା ପ୍ରଣବ ପ୍ରକାଶ ଦାଶଙ୍କ ସରକାରୀ ବାସଭବନ ଭଙ୍ଗା ଚାଲିଛି। କ୍ୱାର୍ଟର୍ସ ପରିସରରେ ହୋଇଥିବା ଅଣ୍ଡର ଗ୍ରାଉଣ୍ଡ ଭଙ୍ଗାଯାଉଛି। ତେବେ କେଉଁ ଉଦ୍ଦେଶ୍ୟରେ ପ୍ରଣବ କୋଟି କୋଟି ଟଙ୍କାରେ ନିର୍ମାଣ କରିଥିବା ବାସଭବନରେ ଅଣ୍ଡର ଗ୍ରାଉଣ୍ଡକୁ ଭାଙ୍ଗିଦିଏ ଯାଉଛି…

ଭଙ୍ଗା ଚାଲିଛି ବବି ଦାସଙ୍କ ସରକାରୀ କ୍ବାର୍ଟର୍ସ

ଭଙ୍ଗା ଚାଲିଛି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଓରଫ୍ ବବି ଦାସଙ୍କ ସରକାରୀ କ୍ବାର୍ଟର୍ସ। ସରକାରୀ ଆବାସ ଭିତରେ ଥିଲା ବିଶାଳ ଆଲିଶାନ୍ ବଙ୍ଗଳା। କ୍ୱାର୍ଟର୍ସ ପରିସରରେ ହୋଇଥିବା ଅଣ୍ଡର ଗ୍ରାଉଣ୍ଡ ନିର୍ମାଣକୁ ଭଙ୍ଗାଯାଉଛି। ଅଣ୍ତର୍ ଗ୍ରାଉଣ୍ତରେ ପାଖାପାଖି ୨ରୁ…

ଗୁପଚୁପ୍ ଦହିବରା ଓ ଚୁସକି ପାଇଁ ବଢିଛି ଜଣ୍ଡିସ୍!

ସମ୍ବଲପୁର ସହରରେ ପୁଣିଥରେ ଦେଖାଦେଇଛି ଜଣ୍ଡିସ୍‌ ଆତଙ୍କ। ଦିନକୁ ଦିନ ବଢୁଛି ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା । ଏବେ ସୁଦ୍ଧା ୮୨ ଆକାନ୍ତ ହେଲେଣି ଚିହ୍ନଟ । ବିଶେଷ କରି ସହରର କୁମ୍ଭାରପଡା ଅଞ୍ଚଳରେ ସଂକ୍ରମିତଙ୍କ ସଂଖ୍ୟା ଅଧିକ ରହିଛି ।ସମ୍ବଲପୁର…

ରାଜୁଆ ନଦୀରେ ମରି ଭାସୁଛନ୍ତି ଶହଶହ ମାଛ

ନଦୀରେ ମରି ଭାସୁଛନ୍ତି କୁଢ଼ କୁଢ଼ ମାଛ।ପୁରୀ ଜିଲ୍ଲା କଣାସ ଅଞ୍ଚଳରେ ପ୍ରବାହିତ ହେଉଥିବା ରାଜୁଆ ନଦୀରେ ଦେଖିବାକୁ ମିଳିଛି ମାଛ ମଡ଼କ । ଦୂଷିତ ପାଣି ଯୋଗୁଁ ମାଛ ମରୁଥିବା ଅନୁମାନ କରାଯାଉଛି । କୁହାଯାଉଛି କି ଭୁବନେଶ୍ବର ଓ…

ରଥଯାତ୍ରା ୨୦୨୪: ଜୁଲାଇ ୭ ସନ୍ଧ୍ୟା ୫ଟାରେ ଟଣାହେବ ରଥ

ଶେଷ ହୋଇଛି ନୀତି ସବ୍ କମିଟି ଓ ଛତିଶା ନିଯୋଗର ଯୁଗ୍ମ ଗୁରୁତ୍ୱପୂର୍ଣ୍ଣ ବୈଠକ। ବୈଠକରେ ରଥଯାତ୍ରାରୁ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ନୀତିନିର୍ଘଣ୍ଟ ଚୂଡାନ୍ତ ହୋଇଛି। ଜୁଲାଇ ୭ ତାରିଖରେ ଅନୁଷ୍ଠିତ ରଥଯାତ୍ରାରେ ଅପରାହ୍ନ ୫ଟାରେ ରଥଟଣା ହେବ ବୋଲି ନୀତିନିର୍ଘଣ୍ଟ କରାଯାଇଛି।…