Category: ରାଜ୍ୟ

ଓଡ଼ିଶା କ୍ୟାଡର IFS ଭି. କାର୍ତ୍ତିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସୁପାରିସ

ମହିଳା ଟ୍ରେନିଙ୍କୁ ଯୌନ ଉତ୍ପୀଡ଼ନ ଅଭିଯୋଗରେ ଓଡ଼ିଶା କ୍ୟାଡର IFS ଭି. କାର୍ତ୍ତିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ। ଇଣ୍ଟରନାଲ ତଦନ୍ତ ଆଧାରରେ ଜଙ୍ଗଲ ଓ ପରିବେଶ ମନ୍ତ୍ରାଳୟ ଏହି ନିର୍ଦ୍ଦେଶ ଦେଇଛନ୍ତି। କାର୍ତ୍ତିକ ଏବେ କୋଏମ୍ବାଟୁର CASFOS ରେ ଅଧ୍ୟାପକ ଦାୟିତ୍ୱ…

ଓଡ଼ିଶା ଫେରିବେ IAS ମନୋଜ ଆହୁଜା

କେନ୍ଦ୍ର ଡେପୁଟେସନରେ ଥିଲେ IAS ମନୋଜ ଆହୁଜା। ଏବେ ସେ ଓଡ଼ିଶା ଫେରିବେ। କେନ୍ଦ୍ର କୃଷି ବିଭାଗରେ ଥିଲେ ମନୋଜ ଆହୁଜା। ରାଜ୍ୟ ସରକାରଙ୍କ ଅନୁରୋଧକୁ ମଞ୍ଜୁର କରିଛି କେନ୍ଦ୍ର। ବରିଷ୍ଠ IAS ମନୋଜ ଆହୁଜା ୧୯୯୦ ବ୍ୟାଚ୍‌ର।

ବାଲେଶ୍ୱର ସହରରେ ଆହୁରି କୋହଳ ହେଲା କର୍ଫ୍ୟୁ କଟକଣା

ଦୁଇ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗୋଷ୍ଠୀ ସଂଘର୍ଷରେ ବାଲେଶ୍ବର ସହର ଅଶାନ୍ତ ଥିବା ବେଳେ ଧୀରେ ଧୀରେ ଶାନ୍ତି ଫେରୁଥିବାର ନଜରକୁ ରଖି ଜିଲ୍ଲା ପ୍ରଶାସନ ଓ ବାଲେଶ୍ବର ପୋଲିସର ମିଳିତ ଉଦ୍ୟମରେ କର୍ଫ୍ୟୁ କୋହଳ କରାଯାଇଛି । ବାଲେଶ୍ୱରରେ ଆହୁରି…

ମହିଳା ସାମ୍ବାଦିକଙ୍କ ଉପରକୁ କୁକୁର ଛାଡ଼ି ଆକ୍ରମଣ କଲେ ବିଜେଡି ନେତା

ବବି ଦାସଙ୍କ ଘର ଭଙ୍ଗାରୁଜାକୁ ନେଇ ରାଗି ଗଲେ ବିଜେଡି ନେତା ତଥା ପୂର୍ବତନ ବାଲିକୁଦା ଏରସମା ବିଧାୟକ ରଘୁନନ୍ଦନ ଦାସ। ପ୍ରତିଶୋଧ ନେବା ପାଇଁ ମହିଳା ସାମ୍ବାଦିକା ଓ କ୍ୟାମେରାମ୍ୟାନ ଉପରକୁ କୁକୁର ଛାଡ଼ିଦେଲେ। ଭିଡିଓ ଜର୍ଣ୍ଣାଲିଷ୍ଟଙ୍କୁ ମଧ୍ୟ ମାଡ଼…

ଯୋଜନା ଓ ସଂଯୋଜନ ବିଭାଗ କାର୍ଯ୍ୟକ୍ରମ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରି ଏକ ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛନ୍ତି। ନୂଆ ସରକାରଙ୍କ ଉପରେ ଜନସାଧାରଣଙ୍କ ବହୁ ଆଶା ଅଛି ବୋଲି ସେ ମତ…

ଏଥର ନବଯୌବନ ଦର୍ଶନରୁ ବଞ୍ଚିତ ହେବେ ଶ୍ରଦ୍ଧାଳୁ

ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ମଙ୍ଗଳବାର ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଛି। ଛତିଶା ନିଯୋଗ ବୈଠକରେ ହୋଇଥିବା ନିଷ୍ପତ୍ତିକୁ କାଏମ ରଖିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ରଥଯାତ୍ରା ବ୍ୟବସ୍ଥାବଳି ଓ ନୀତି ନିର୍ଘଣ୍ଟକୁ ଅନୁମୋଦନ କରିଛି କମିଟି।…

ବବିଙ୍କ ପାଇଁ ଅଡ଼ୁଆ ବଢ଼ିଲା

ବିଜେଡି ନେତା ପ୍ରଣବ ପ୍ରକାଶ ଦାସଙ୍କ କ୍ୱାର୍ଟର୍ସରେ GA ଅଧିକାରୀ। ୩ ଅଧିକାରୀ ବବିଙ୍କ କ୍ୱାର୍ଟର୍ସ ଭିତରକୁ ଯାଇଥିଲେ। ପୋଲିସ ଫୋର୍ସଙ୍କ ଉପସ୍ଥିତିରେ ଭିତରେ ବୁଲିଲେ ଜିଏ ଅଧିକାରୀ। ବବିଙ୍କ କ୍ୱାର୍ଟର୍ସ ଭିତରେ ନିର୍ମାଣ ଭଙ୍ଗାକୁ ନେଇ ବିବାଦ ଦେଖାଦେଇଛି। କାହିଁକି…

ଲୋକସଭାରେ ଶପଥ ନେଲେ ଓଡ଼ିଆ ସାଂସଦ

ଲୋକସଭାରେ ଶପଥ ନେଲେ ଓଡ଼ିଆ ସାଂସଦ । କାମଚଳା ବାଚସ୍ପତି ଭାବେ ପ୍ରଥମେ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କୁ ଶପଥ ପାଠ କରାଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାପରେ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଜୁଏଲ୍ ଓରାମ ଲୋକସଭାରେ…

ମାସକରେ ମୁକୁଳା ଡ୍ରେନ୍ ଉପରେ ପଡ଼ିବ ସ୍ଲାବ: ବିଏମ୍‌ସି କମିଶନର

ଆକ୍ସନ ମୁଡ୍‌କୁ ଆସିଛି ଭୁବନେଶ୍ୱର ମହାନଗର ନିଗମ । ମାସକ ଭିତରେ ମୁକୁଳା ଡ୍ରେନ୍ ଉପରେ ପଡ଼ିବ ସ୍ଲାବ୍ । ସପ୍ତାହକରେ ବାରିକେଡ କାମ ସରିବ। ଏନେଇ ସୂଚନା ଦେଲେ ବିଏମ୍‌ସି କମିଶନର ରାଜେଶ ପ୍ରଭାକର ପାଟିଲ। ଭୁବନେଶ୍ବର ସହରରେ ମୋଟ୍…

ଟ୍ରାଫିକ ପୋଷ୍ଟରୁ ହଟିବ ରେଡ ଲାଇଟ୍

ଟ୍ରାଫିକ ପୋଷ୍ଟରୁ ହଟିବ ରେଡ ଲାଇଟ।ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ସେ କହିଛନ୍ତି ଲୋକଙ୍କୁ ଆଉ ଘଣ୍ଟା ଘଣ୍ଟା ଧରି ଟ୍ରାଫିକରେ ଅପେକ୍ଷା କରିବାକୁ ପଡ଼ିବନି। ଏଥିପାଇଁ ବିକଳ୍ପ ବ୍ୟବସ୍ଥା କରାଯିବ। ଓଭର ବ୍ରିଜ, ଆପ୍ରୋଚ…