ତାଜା ଖବର ରାଜ୍ୟ ଶ୍ରୀମନ୍ଦିର ଛତିଶା ନିଯୋଗ ଗୁରୁତ୍ୱପୂର୍ଣ୍ଣ ବୈଠକ June 24, 2024 Papirani ଶ୍ରୀମନ୍ଦିର ଛତିଶା ନିଯୋଗ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି । ନୂତନ ଭାବେ ଦାୟିତ୍ୱଗ୍ରହଣ କରିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇଛି ।ବୈଠକରେ ଶ୍ରୀଗୁଣ୍ଡିଚା ଓ ବାହୁଡ଼ା ଯାତ୍ରା ପାଇଁ ନୀତି ନିର୍ଘଣ୍ଟକୁ ଅନୁମୋଦନ…
ରାଜ୍ୟ ସମ୍ବଲପୁରରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସମୀକ୍ଷା June 24, 2024 Nirvay ସମ୍ବଲପୁରରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ବିଭିନ୍ନ ଶିକ୍ଷାନୁଷ୍ଠାନର ଜମିଜମା ମାମଲାର ସମୀକ୍ଷା କରିଛନ୍ତି। ଡିସେମ୍ବର ସୁଦ୍ଧା ସମସ୍ତ ଶିକ୍ଷାନୁଷ୍ଠାନର ଜମିଜମା ମାମଲା ସମାଧାନ ହେବ ବୋଲି କହିଛନ୍ତି। ଜମି ନଥିବା ସରକାରୀ ଶିକ୍ଷାନୁଷ୍ଠାନକୁ ଜମି ପଟ୍ଟା ଦିଆଯିବ ବୋଲି ମନ୍ତ୍ରୀ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଆସନ୍ତାକାଲି କଳା ଦିବସ ପାଳିବ ବିଜେପି June 24, 2024 Papirani ଆସନ୍ତାକାଲି କଳା ଦିବସ ପାଳିବ ବିଜେପି। ଜୁନ ୨୫ ଅର୍ଥାତ୍ ଆସନ୍ତା କାଲି ବିଜେପି କଳା ଦିବସ ପାଳନ କରିବାକୁ ଯାଉଛି। ଜୁନ ୨୫ ତାରିଖରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଦେଶରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଥିଲେ। ଗଣତନ୍ତ୍ର ଏବଂ…
ରାଜ୍ୟ ରଥଯାତ୍ରା ପାଇଁ ପ୍ରତି ବ୍ଲକରୁ ପୁରୀକୁ ଗଡ଼ିବ ବସ୍ June 24, 2024 Nirvay ରଥଯାତ୍ରା ପାଇଁ ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ ବସ୍। କେବଳ ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା। ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମର ପ୍ରଥମ ବୈଠକରେ ରିଭ୍ୟୁ କରି ଏହି ସୂଚନା ଦେଇଛନ୍ତି ମନ୍ତ୍ରୀ…
ରାଜ୍ୟ ବଦଳିପାରେ ‘ଲକ୍ଷ୍ମୀ’ ବସ୍ର ନାଁ June 24, 2024 Nirvay ବଦଳିବ ‘ଲକ୍ଷ୍ମୀ’ ବସ୍ର ନାଁ। ଲକ୍ଷ୍ମୀ ବସ୍କୁ ନେଇ ଚାଲିଛି ତର୍ଜମା। ନାଁରେ କିଛି ନାହିଁ, ସେବା ମିଳିବା ଦରକାର । ବାଣିଜ୍ୟ ଓ ପରିବହନ ମନ୍ତ୍ରୀଙ୍କ ସୂଚନା । ଏନେଇ ରାଜ୍ୟ ସଡ଼କ ପରିବହନ ନିଗମ ବୈଠକରେ ସମୀକ୍ଷା କରିଛନ୍ତି…
ରାଜ୍ୟ ଝୁମ୍ପୁରା ହାଇସ୍କୁଲରେ ସହପାଠୀଙ୍କ ସହ ମୁଖ୍ୟମନ୍ତ୍ରୀ June 24, 2024 Nirvay ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରଥମ ଥର ପାଇଁ ନିଜ ଜନ୍ମମାଟି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି। ଆଜି ତାଙ୍କ କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନ। ପିଲାଦିନେ ପାଠ ପଢ଼ୁଥିବା ଝୁମ୍ପୁରା…
ରାଜ୍ୟ ଲୋକସଭାରେ ଶୂନ; ରାଜ୍ୟସଭାରେ ନାହିଁ ଶାଣିତ ସ୍ୱର June 24, 2024 Nirvay ଦଳ ଗଠନ ହେବା ଦିନଠୁ ବିଜେଡି ଶାସକ ଦଳରେ ରହି ଆସିଥିବା ବେଳେ ଏବେ ବିରୋଧୀ ଦଳର ଭୂମିକା ନିର୍ବାହ କରୁଛି। ଆଜିଠୁ ୧୮ତମ ଲୋକସଭା ଅଧିବେସନ ଆରମ୍ଭ ହୋଇଥିବା ବେଳେ ପ୍ରଥମ ଥର ପାଇଁ ସିଟ ଖାଲି ପଡିଥିବା ଦେଖିବାକୁ…
ତାଜା ଖବର ରାଜନୀତି ରାଜ୍ୟ ଓଡ଼ିଶାର ସ୍ୱାର୍ଥ ଅଣଦେଖା କଲେ ସ୍ୱର ଉତ୍ତୋଳନ କରିବୁ: ବିଜେଡି June 24, 2024 Papirani ସୋମବାର ବିଜେଡିର ରାଜ୍ୟ ସଭା ସଦସ୍ୟମାନଙ୍କୁ ନେଇ ନବୀନ ନିବାସରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସଂସଦୀୟ ଦଳର ବୈଠକ ବସିଥିଲା । ଏଥିରେ ଦଳର ରଣନୀତି ସମ୍ପର୍କରେ ଆଲୋଚନା ହୋଇଥିଲା। ବିରୋଧୀ ଦଳ ଭୂମିକାରେ ବସିବ…
ତାଜା ଖବର ରାଜ୍ୟ ଆଳୁ ପିଆଜ ଯୋଗାଇବ ନାଫେଡ୍: ଖାଦ୍ୟ ଯୋଗାଣ ମନ୍ତ୍ରୀ June 24, 2024 Papirani ଦିନକୁ ଦିନ ରାଜ୍ୟରେ ବଢିବାରେ ଲାଗିଛି ପରିବା ଦର । କ’ଣ ଖାଇବେ, କେଉଁ ପରିବା କିଣିବେ ଲୋକେ ଚିନ୍ତାରେ ପଡିଥିବା ବେଳେ ରାଜ୍ୟରେ ପରିବା ଦର ବୃଦ୍ଧିକୁ ନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ କୃଷ୍ଣଚନ୍ଦ୍ର ପାତ୍ର ।…
ତାଜା ଖବର ରାଜନୀତି ରାଜ୍ୟ ନିଜ ଗାଁ କେନ୍ଦୁଝର ରାଇକଳାରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ June 24, 2024 Papirani କେନ୍ଦୁଝର ଗ୍ରସ୍ତର ଦ୍ୱିତୀୟ ଦିନରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ନିଜ ଗାଁ କେନ୍ଦୁଝର ରାଇକଳାରେ ସ୍ଥାୟୀ ହେଲିପ୍ୟାଡ୍ରେ ଓହ୍ଲାଇଛନ୍ତି । ମୁଖ୍ୟମନ୍ତ୍ରୀ ଗାଁରେ ପହଞ୍ଚିବା ପରେ ତାଙ୍କୁ ଗ୍ରାମବାସୀ ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଛି । ସତେ ଯେପରି ଗ୍ରାମ ଉତ୍ସବ…