Category: ରାଜ୍ୟ

ଅପରାଜିତାଙ୍କ ଅଫିସରେ ବାଇଆଁଙ୍କ ସମର୍ଥକ

ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀରେ ବୁନୁ-ବାଇଆଁ କଳି ତୀବ୍ର ହେବାରେ ଲାଗଛି। ବର୍ତ୍ତମାନର ବିଧାୟକ ଅନନ୍ତ ନାରାୟଣ ଜେନା ଓରଫ ବୁନୁ ଓ ବରିଷ୍ଠ ନେତା ଅମରେଶ ଜେନା ଓରଫ ବାଇଁଆଙ୍କୁ ନେଇ ଦଳର ହାଇକମାଣ୍ଡ ଚିନ୍ତାରେ। ଦୁଇ ଜଣ ଯାକ…

ORHDC ଦୁର୍ନୀତି ମାମଲା; ମୋକିମଙ୍କୁ ଲାଗିଲା ହାଇକୋର୍ଟଙ୍କ ଝଟ୍‌କା

ORHDC ଦୁର୍ନୀତି ମାମଲାରେ ମହମ୍ମଦ ମୋକିମଙ୍କୁ ଲାଗିଲା ହାଇକୋର୍ଟଙ୍କ ଝଟ୍‌କା । (ORHDC) ଦୁର୍ନୀତି ମାମଲାରେ ମୋକିମଙ୍କୁ ୩ ବର୍ଷ ଦଣ୍ଡାଦେଶ ଶୁଣାଇଥିଲେ ଭୁବନେଶ୍ୱର ଭିଜିଲାନ୍ସ କୋର୍ଟ। ଏହି ମାମଲାରେ ମୋକିମ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ବେଳେ ତାଙ୍କ ଆବେଦନକୁ ଖାରଜ…

ଖୁବ୍‌ ଶୀଘ୍ର ଆସିବ ବିଜେପିର ବାକି ଥିବା ପ୍ରାର୍ଥୀ ତାଲିକା

ନିର୍ବାଚନ ପାଖେଇ ଆସୁଥିବା ବେଳେ ଟିକେଟ ଆଶାୟୀ ମଧ୍ୟ ଅପେକ୍ଷା କରି ବସିଛନ୍ତି। ଓଡ଼ିଶାରେ ନିର୍ବାଚନ ପାଇଁ ସବୁ ଦଳ ଅଣ୍ଟା ଭିଡ଼ି ପ୍ରସ୍ତୁତ ହେଇଛନ୍ତି। ତେବେ ଏହି ଭିତରେ ବଡ ଖବର ସାମ୍ନାକୁ ଆସିଛ। ଖୁବ୍‌ ଶୀଘ୍ର ଆସିବ ବିଜେପିର…

ସ୍ପେଶାଲ ସିକ୍ୟୁରିଟି ବାଟାଲିୟନରେ ଟାଟ୍ଟୁ ମନା

ଆଉ ଦେହରେ ଟାଟୁ କରିପାରିବେନି ପୋଲିସ ଅଧିକାରୀ । ଶରୀରରେ ଟାଟୁ କରିବା ଦ୍ୱାରା ଓଡ଼ିଶା ପୋଲିସର ସମ୍ମାନ ହାନି ହେଉଥିବାରୁ ଏଭଳି ନିର୍ଦ୍ଦେଶନାମା ଜାରି କରିଛି ସ୍ପେଶାଲ ସିକ୍ୟୁରିଟି ବାଟାଲିୟନ୍ ।ସ୍ପେଶାଲ ସିକ୍ୟୁରିଟି ବାଟାଲିୟନ୍ କୌଣସି ଅଧିକାରୀ ମୁହଁ, ବେକ…

ଲୋକଙ୍କୁ ଧମକାଉଛନ୍ତି ଅଫିସର: ପ୍ରଦୀପ ପାଣିଗ୍ରାହୀ

ଆଜି ବିଜେପି ପ୍ରେସମିଟରେ ରାଜ୍ୟ ସରକାରଙ୍କୁ ସିଧାସଳଖ ଟାର୍ଗେଟ କରି ଅନେକ ପ୍ରସଙ୍ଗ ଉଠାଇଛନ୍ତି ପ୍ରଦୀପ ପାଣିଗ୍ରାହୀ। ସେ ସ୍ୱାସ୍ଥ୍ୟ, ଶିକ୍ଷା, ଆଇନଶୃଙ୍ଖଳା ନେଇ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଭିତ୍ତିଭୂମି ଅଭାବ ଯୋଗୁଁ ଏମ୍‌କେସିଜି ମେଡିକାଲ ସ୍ୱାସ୍ଥ୍ୟ…

ବିଜେପି ପାର୍ଟି ଅଫିସରେ ହିମାଂଶୁ ସାହୁଙ୍କ ସମର୍ଥକଙ୍କ ହଙ୍ଗାମା

ବିଜେପି ପାର୍ଟି ଅଫିସରେ ହଙ୍ଗାମା। ଧର୍ମଶାଳାର ହିମାଂଶୁ ସାହୁଙ୍କ ସମର୍ଥକଙ୍କ ହଙ୍ଗାମା ଖବର ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ ହିମାଂଶୁଙ୍କ ବଦଳରେ ସ୍ମୃତିରେଖା ପହିଙ୍କୁ ଟିକେଟ ଦେଇଥିବାରୁ ଏହି ସ୍ଥିତି ସୃଷ୍ଟି ହୋଇଛି। ଏହାକୁ ମିଶେଇ ୩/୪ ଥର ହିମାଂଶୁଙ୍କ ସମର୍ଥକ…

ରାଉରକେଲାରୁ ବିଜେପି ପ୍ରାର୍ଥୀ ହୋଇପାରନ୍ତି ଦିଲ୍ଲୀପ ରାୟ

ଭୁ‌ବନେଶ୍ବର: ପୂର୍ବତନ କେନ୍ଦ୍ର କୋଇଲା ରାଷ୍ଟ୍ରମନ୍ତ୍ରୀ ଦିଲ୍ଲୀପ ରାୟ ଚଳିତ ସାଧାରଣ ନିର୍ବାଚନରେ ରାଉରକେଲା ବିଧାନସଭା ଆସନରୁ ବିଜେପି ପ୍ରାର୍ଥୀ ହେଇପାରନ୍ତି। ଦଳୀୟ ଘୋଷଣା ପୂର୍ବରୁ ନିର୍ବାଚନ ପ୍ରଚାର ବେଳେ ସାଂସଦ ଜୁଏଲ ଓରାମ ଏନେଇ ଇସାରା ଦେଇଛନ୍ତି। ସେ କହିଛନ୍ତି,…

ଜଳ ସଂରକ୍ଷଣ ଓ ବିନିଯୋଗ କରିବାରେ ରାଜ୍ୟ ସରକାର ବିଫଳ : ଭର୍ତ୍ତୃହରି

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ବିଜେପିର କଟକ ସାଂସଦ ପ୍ରାର୍ଥୀ ଭର୍ତ୍ତୃହରି ମହତାବ । ଉତ୍ତର ଓଡିଶାରେ ୪ଟି ନଦୀ ଶୁଖିଲା, ମହାନଦୀ ପାଣି ପିଇବା ଯୋଗ୍ୟ ନୁହେଁ । ହୀରାକୁଦ ଜଳସ୍ତର କମିଛି, ରାଜ୍ୟ ସରକାର ଶିଳ୍ପକୁ…

ପୁଣି ଲୁଟେରାଙ୍କ ଟାର୍ଗେଟ ରେ ରାଜଧାନୀ ଆପାର୍ଟମେଣ୍ଟ

ଭୁବନେଶ୍ୱର : ରାଜଧାନୀରେ ପୁଣି ମାତିଲେ ଆପାର୍ଟମେଣ୍ଟ ଲୁଟେରା। ଆପାର୍ଟମେଣ୍ଟକୁ ଟାର୍ଗେଟ କରିବା ସହ ଲୁଟେରାଙ୍କ ଉତ୍ପାତ ଥମିବାର ନାଁ ଧରୁନି। ସିସିଟିଭିରେ ଲୁଟ୍ ଦୃଶ୍ୟ କଏଦ୍ ହୋଇଛି। ଭୁବନେଶ୍ୱର ପାହାଳସ୍ଥିତ ମେଟ୍ରୋ ସାଟେଲାଇଟ ସିଟିର ଫେଜ ୩ ଆପାର୍ଟମେଣ୍ଟରୁ ସିରିଜ୍…

ମହିଳା ଆଥଲେଟ୍‌ଙ୍କ ସନ୍ଦେହଜନକ ମୃତ୍ୟୁ

ରାଜଧାନୀରୁ ଉଦ୍ଧାର ହେଲା ରାଜ୍ୟସ୍ତରୀୟ ମହିଳା ଖେଳାଳିଙ୍କ ମୃତଦେହ । ଭୁବନେଶ୍ୱର ପୁରୁଣା BMC ଅଫିସ୍ ପଛ ହଷ୍ଟେଲରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତା ଯୁବତୀଜଣକ ହେଲେ ପୁରୀ ଜିଲ୍ଲା ଡେଲାଙ୍ଗ ଜଗଦଳପୁରର ସରୋଜିନୀ ସୁନ୍ଦରା । ତେବେ ଏହା…