ରାଜନୀତି ରାଜ୍ୟ ବିଜେପି ଛାଡିଲେ ବରିଷ୍ଠ ନେତା ରଘୁନାଥ ମହାନ୍ତି April 6, 2024 Nirvay ଭୁବନେଶ୍ୱର: ବରିଷ୍ଠ ନେତା ରଘୁନାଥ ମହାନ୍ତି ବର୍ତ୍ତମାନ ବିଜେପି ଛାଡ଼ିବା ଖବର ସାମ୍ନାକୁ ଆସିଛି । ଇସ୍ତଫା ପତ୍ର ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଛନ୍ତି ବୋଲି କହିଲେ । ରଘୁନାଥ ବସ୍ତା ବିଧାନସଭା କ୍ଷେତ୍ରରୁ ୫ଥର ପ୍ରତିନିଧିତ୍ୱ କରିଥିଲେ । ସରକାରୀ…
ରାଜନୀତି ରାଜ୍ୟ ଓଡ଼ିଆ ଅସ୍ମିତା ପ୍ରସଙ୍ଗ ଉଠାଇଲେ ସାଂସଦ ଭର୍ତ୍ତୃହରି ମହତାବ April 6, 2024 Nirvay ଆଜି ବିଜେପିର ପ୍ରତିଷ୍ଠା ଦିବସ ପାଳନ ଅବସରରେ ଭାଷାକୁ ନେଇ ତେର୍ଚ୍ଛା ବାଣ ମାରିଛନ୍ତି ଭର୍ତ୍ତୃହରି। ସେ କହିଛନ୍ତି, ଓଡ଼ିଆ ଭାଷାକୁ ନେଇ ଆମେ ଗର୍ବ ଅନୁଭବ କରିବା। ହେଲେ ରୋମାନ ଲିପିରେ ଲିଖିତ ଓଡିଆ ଭାଷଣ ପଢିଲେ ତାହା ଦ୍ୱାରା…
ରାଜ୍ୟ ଅଂଶୁଘାତ ମୁକାବିଲା ପାଇଁ ସରକାର ପ୍ରସ୍ତୁତ April 6, 2024 Nirvay ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ କଲବଲ ହେଉଛନ୍ତି ରାଜ୍ୟବାସୀ। ସକାଳୁ ସକାଳୁ ତତଲା ପବନ ଯୋଗୁ ଘରୁ ବାହାରିବା କଷ୍ଟକର ହୋଇ ପଡ଼ୁଛି। ଏପରି ସ୍ଥିତିରେ ରାଜ୍ୟରେ ବଢିଛି ଅଂଶୁଘାତ ଆଶଙ୍କା। ତେବେ ଏହାର ମୁକାବିଲା ନିମନ୍ତେ ସରକାର ପ୍ରସ୍ତୁତ ଥିବା…
ରାଜ୍ୟ ଏନ୍ଟିପିସି ପ୍ଲାଣ୍ଟରେ ଭୟାଭୟ ଅଗ୍ନିକାଣ୍ଡ April 6, 2024 Nirvay ଅନୁଗୁଳ ଜିଲା କଣିହାଁ ସ୍ଥିତ ଏନ୍ଟିପିସି କନ୍ଭର ଲାଇନ୍ରେ ଆଜି ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ଲାଗିଛନ୍ତି। ହେଲେ କେଉଁ କାରଣରୁ ନିଆଁ ଲାଗିଛି ତାହା ଜଣାପଡ଼ି ନାହିଁ।
ରାଜନୀତି ରାଜ୍ୟ ବିଜେପିରେ ଯୋଗ ଦେଲେ ପୋଲସରାର ଅଗ୍ନିକନ୍ୟା ଆରତୀ ଦେବୀ April 5, 2024 Nirvay ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଦିନବ୍ୟାପୀ ମିଶ୍ରଣ ପର୍ବ ଜାରୀ ରହିଥିଲା । ଆଜି ସନ୍ଧ୍ୟାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ପୋଲସରା ନିର୍ବାଚନ ମଣ୍ଡଳୀର ବରିଷ୍ଠ ବିଜେଡି ନେତ୍ରୀ ତଥା କନ୍ଧମାଳ ଲୋକସଭା ସଂସଦୀୟ କ୍ଷେତ୍ରରେ ପର୍ଯ୍ୟବେକ୍ଷକ ସୁଶ୍ରୀ ଆରତୀ ଦେବୀ…
ରାଜନୀତି ରାଜ୍ୟ ଆସିଲା ବିଜେଡିର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା April 5, 2024 Nirvay ବିଜେଡି ତରଫରୁ ୨୦୨୪ ନିର୍ବାଚନ ପାଇଁ ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି । ଏହି କ୍ରମରେ ଦଳ ଏଥର ୯ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ରେଙ୍ଗାଲି- ସୁଦର୍ଶନ ହରିପାଲ ରାଉରକେଲା- ସାରଦା…
ରାଜନୀତି ରାଜ୍ୟ ବିଜେପିର ମିଶ୍ରଣ ପର୍ବ: ମିଶିଲେ ରଜତ ଚୌଧୁରୀ, ବିଶ୍ୱଭୂଷଣ ଦାସ April 5, 2024 Nirvay ନିର୍ବାଚନ ପୂର୍ବରୁ ଲାଗି ରହିଛି ଇସ୍ତଫା ଏବଂ ମିଶ୍ରଣ ପର୍ବ। ଶୁକ୍ରବାର ଦିନ ବିଜେପିର ମିଶ୍ରଣ ପର୍ବରେ ଶାମିଲ ହୋଇଛନ୍ତି କଂଗ୍ରେସର ପୂର୍ବତନ ଯୁବ ନେତା ରଜତ ଚୌଧୁରୀ ଏବଂ ବିଶ୍ଵଭୂଷଣ ଦାସ ଓ ବିଜେଡିରୁ ଆସିଥିବା ଅମରେନ୍ଦ୍ର ଦାସ। ପୂର୍ବତନ…
ରାଜ୍ୟ ଗୋରୁ ବୋଝେଇ କଣ୍ଟେନର ଜବତ April 5, 2024 Nirvay ତେଲକୋଇ: କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ଅଧୀନ ୪୯ନଂ ଜାତୀୟ ରାଜପଥ ଜନସନପୁର ଟୋଲ ଗେଟ ପାଖରୁ ତେଲକୋଇ ପୁଲିସ ଦ୍ୱାରା ଦୁଇଟି ବେଆଇନ ଗୋରୁ ବୋଝେଇ ୧୬ଚକିଆ ଟ୍ରକ ଜବତ କରାଯାଇଛି। ଏଥିରେ ସଂପୃକ୍ତ ଦୁଇ ଜଣଙ୍କୁ ପୁଲିସ ଗିରଫ…
ରାଜନୀତି ରାଜ୍ୟ ବିଜେପିରେ ସାମିଲ ହେଲେ ଆଠମଲ୍ଲିକ ବିଧାୟକ ରମେଶ ସାଏ April 5, 2024 Nirvay ଆସନ୍ତା ମାସ ୧୯ ତାରିଖରୁ ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ଆରମ୍ଭ ହେବ । ସେହିପରି ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ଏହା ମଧ୍ୟରେ ରାଜନୈତିକ ଦଳମାନେ ପର୍ଯ୍ୟାୟକ୍ରମେ ବିଧାନସଭା ଓ ଲୋକସଭା…
ରାଜନୀତି ରାଜ୍ୟ ବିଜେପିରୁ ଇସ୍ତଫା ଦେଲେ ରବି ପାଣି April 5, 2024 Nirvay ନିର୍ବାଚନ ତାରିଖ ଯେତେ ପାଖଉଛି ବିଭିନ୍ନ ରାଜନୈତିକ ଦଳ ଆପଣାଉଛନ୍ତି ନୂଆ ନୂଆ ରଣନୀତି। ଏହାରି ମଧ୍ୟରେ ନେତାଙ୍କ ଦଳ ଡିଆଁ ପର୍ବ ଜାରି ରହିଛି। ଏସବୁ ଭିତରେ ବିଜେପି ଛାଡ଼ିଲେ ରବି ନାରାୟଣ ପାଣି। ପାଲଲହଡ଼ାର ପୂର୍ବତନ ବିଧାୟକ ରବି…