ତାଜା ଖବର ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ଦୁଇଦିନିଆ କେନ୍ଦୁଝର ଗସ୍ତ June 23, 2024 Nirvay ଆଜି ଦୁଇ ଦିନ କେନ୍ଦୁଝର ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ନେବା ପରେ ପ୍ରଥମ ଥର ଜନ୍ମମାଟିକୁ ଗସ୍ତ। ପ୍ରଥମେ ଘଟଗାଁରେ ମା’ ତାରିଣୀଙ୍କୁ ଦର୍ଶନ କରିବେ। ପରେ କେନ୍ଦୁଝରରେ ଶ୍ରୀବଳଦେବଜୀଉଙ୍କୁ ଦର୍ଶନ କରି…
ରାଜ୍ୟ ଆଜିଠୁ ଶ୍ରୀ ଅଲାରନାଥଙ୍କ ଅଣସର ଦର୍ଶନ ଆରମ୍ଭ June 23, 2024 Nirvay ଆଜିଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ। ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି ଅଣସର ଦର୍ଶନ। ଏହି ସମୟରେ ଅଲାରନାଥରେ ବିଷ୍ଣୁ ରୂପରେ ଦର୍ଶନ ଦେବେ ମହାପ୍ରଭୁ। ଅଣସର ସମୟରେ ପ୍ରଭୁ ଅଲାରନାଥଙ୍କୁ ଦର୍ଶନ କଲେ ଶ୍ରୀମନ୍ଦିରେ ଶ୍ରୀଜିଉଙ୍କୁ ଦର୍ଶନ…
ତାଜା ଖବର ରାଜ୍ୟ ରତ୍ନଭଣ୍ଡାର ଖୋଲିବାକୁ ନେଇ ପ୍ରତିକ୍ରିୟା ଦେଲେ ଆଇନ ମନ୍ତ୍ରୀ June 22, 2024 Papirani ଶ୍ରୀଜିଉଙ୍କ ଗଜ ବେଶ ଦର୍ଶନ ପରେ ରତ୍ନଭଣ୍ଡାର ଖୋଲିବା ନେଇ ଆଜି ପ୍ରତିକ୍ରିୟା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ରତ୍ନଭଣ୍ଡାର ଖୋଲିବା ନେଇ ଖୁବ୍ଶୀଘ୍ର ସରକାର ନିଷ୍ପତ୍ତି ନେବେ । କେବେ ଖୋଲିବ ସେନେଇ ଆଲୋଚନା ହୋଇଛି…
ତାଜା ଖବର ରାଜନୀତି ରାଜ୍ୟ ବିଭିନ୍ନ ନିଗମ ଅଧ୍ୟକ୍ଷଙ୍କୁ ଦାୟିତ୍ବରୁ ଅବ୍ୟାହତି ଦେଲେ ରାଜ୍ୟ ସରକାର June 22, 2024 Papirani ବିଭିନ୍ନ ନିଗମ ଅଧ୍ୟକ୍ଷଙ୍କୁ ଦାୟିତ୍ବରୁ ଅବ୍ୟାହତି ଦେଲେ ରାଜ୍ୟ ସରକାର ।ରାଜ୍ୟର ବିଭିନ୍ନ ସରକାରୀ ନିଗମରେ ପୂର୍ବ ସରକାରଙ୍କ ସମୟରେ ଅଧ୍ୟକ୍ଷ ମାନଙ୍କୁ ନିଯୁକ୍ତି ଦିଆ ଯାଇଥିଲା। ଏହି ଅଧ୍ୟକ୍ଷ ମାନଙ୍କ ଯୋଗୁ ନିଗମ ଗୁଡ଼ିକର ପରିଚାଳନାରେ କୌଣସି ଗୁଣାତ୍ମକ ଉନ୍ନତି…
ତାଜା ଖବର ରାଜ୍ୟ ବାଲେଶ୍ବରରେ ପୁଣି କର୍ଫ୍ୟୁ କୋହଳ June 22, 2024 Papirani ବାଲେଶ୍ୱର ଗୋଷ୍ଠୀ ସଂଘର୍ଷ ମାମଲାରେ ଗତକାଲି ଠାରୁ କର୍ଫ୍ୟୁରୁ ଶିଳ୍ପାଞ୍ଚଳ ଥାନାକୁ ବାଦ ଦିଆଯାଇଥିବା ବେଳେ ଆଜି ସହଦେବଖୁଣ୍ଟା ଥାନା ଅଞ୍ଚଳର କର୍ଫ୍ୟୁ ସମୟକୁ ଆଧିକ କୋହଳ କରାଯାଇଛି। ଶନିବାର ସନ୍ଧ୍ୟାରେ ସାମ୍ୱାଦିକ ସମ୍ମିଳନୀ କରି ଜିଲ୍ଲାପାଳ ଠାକରେ କହିଛନ୍ତି ସହରରେ…
ତାଜା ଖବର ରାଜ୍ୟ ସ୍ନାନବେଦୀରେ ଦୁର୍ଲଭ ଗଜବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି June 22, 2024 Papirani ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ରତ୍ନବେଦୀରୁ ସ୍ନାନବେଦୀକୁ ଆସି ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ସୁନା କୂଅର ୧୦୮ ସୁବାସିତ ଜଳରେ ସ୍ନାନ ସାରିବା ପରେ ବଡ଼ଠାକୁର ପ୍ରଭୁ ବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା’ ସୁଭଦ୍ରାଙ୍କୁ ଭକ୍ତମାନେ ହାତୀବେଶରେ ଦର୍ଶନ କରୁଛନ୍ତି।…
ତାଜା ଖବର ଦେଶ ବ୍ୟବସାୟ ରାଜନୀତି ରାଜ୍ୟ କେନ୍ଦ୍ର ପ୍ରାକ୍ ବଜେଟ ବୈଠକ ଓ ଜିଏସଟି କାଉନସିଲ ବୈଠକରେ ଯୋଗଦେଲେ ଓଡ଼ିଶା ଉପ-ମୁଖ୍ୟମନ୍ତ୍ରୀ June 22, 2024 Papirani ଆଜି କେନ୍ଦ୍ର ଅର୍ଥ ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରାକ-ବଜେଟ୍ ପରାମର୍ଶ ବୈଠକରେ ଓଡିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କେ.ଭି. ସିଂହଦେଓ ଯୋଗଦାନ କରିଥିଲେ। ଓଡ଼ିଶା ପକ୍ଷରୁ ରାଜ୍ୟର ଅର୍ଥନୀତି, ବିକାଶ ପ୍ରସଙ୍ଗକୁ ନେଇ ଏକ ଲିଖିତ ସ୍ମାରକପତ୍ର କେନ୍ଦ୍ର…
ତାଜା ଖବର ରାଜନୀତି ରାଜ୍ୟ ବନ୍ୟା ପାଇଁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ June 22, 2024 Papirani ବନ୍ୟାକୁ ନେଇ ବିଭାଗ କେତେ ପ୍ରସ୍ତୁତ ସେ ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି। ମୌସୁମୀ ବର୍ଷା ନଜରରେ ରଖି ବନ୍ୟା ନିୟନ୍ତ୍ରଣ ପାଇଁ ସଜାଗ ରହିବାକୁ ଜଳସମ୍ପଦ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଦୁର୍ବଳ ନଦୀ…
ତାଜା ଖବର ରାଜ୍ୟ ରାଜ୍ୟରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ସକ୍ରିୟ, ୩ଜିଲ୍ଲାରେ ପ୍ରବଳ ବର୍ଷା June 22, 2024 Papirani ରାଜ୍ୟରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଯୋଗୁ ଚାରିଆଡ଼େ ଜାରି ରହିଛି ବର୍ଷା । ଆଗାମୀ ୫ ଦିନ ଯାଏଁ ଲାଗି ରହିବ ବର୍ଷା ଘଡଘଡି। ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡ଼ଘଟି ସହ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା…
ତାଜା ଖବର ରାଜନୀତି ରାଜ୍ୟ କେନ୍ଦୁଝରରେ ରୋଡ ଶୋ’ କରିବେ ମୁଖ୍ୟମନ୍ତ୍ରୀ June 22, 2024 Papirani ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ପ୍ରଥମ ଥର ପାଇଁ କେନ୍ଦୁଝର ଜିଲ୍ଲା ଗସ୍ତ କରିବେ ମୋହନ ଚରଣ ମାଝି । ଏଥିପାଇଁ ପ୍ରସ୍ତୁତି ଜୋରଦାର ଆରମ୍ଭ ହୋଇଛି। କେନ୍ଦୁଝର ସହର ମଣ୍ଡୁଆ ସ୍ଥିତ ତାଙ୍କ ଘର ଆଗରେ ସୁରକ୍ଷା…