Category: ରାଜ୍ୟ

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ କିରାଣୀ

ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ କେନ୍ଦୁଝର ଜିଲ୍ଲା ଚମ୍ପୁଆ ବ୍ଲକ ମୁଖ୍ୟାଳୟରେ ଥିବା ନିକଲସନ ଫରେଷ୍ଟ ଟ୍ରେନିଂ ସ୍କୁଲର ଜଣେ କିରାଣୀ । କିରାଣୀ ଜଣକ ରୂପଚାନ୍ଦ ନାଏକ । ପେନସନ୍…

ବିଏମ୍‌ସି ଅଫିସ୍‌ ଆଗରେ କର୍ପୋରେଟରଙ୍କ ଧାରଣା

ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି) ଅଫିସ୍‌ ସମ୍ମୁଖରେ ୩୭ ନଂ ୱାର୍ଡ କର୍ପୋରେଟରଙ୍କ ଧାରଣା । ବିଏମ୍‌ସି ଅଫିସ୍‌ ଆଗରେ ଧାରଣାରେ ବସିଲେ କର୍ପୋରେଟର ବନ୍ଦିତା ପାଲ । ୩ ବର୍ଷ ହେବ କୋଣସି କାମ ହେଉ ନଥିବା ଅଭିଯୋଗରେ ଧାରଣା ବସିଥିବା…

ଉତ୍କଳ ବିଶ୍ବବିଦ୍ୟାଳୟର ଭିନ୍ଦ୍ରେନୱାଲା କିଏ ?

ଯାହା ହଉ ପ୍ରଥମ ଥର ପାଇଁ ମନକୁ ଖୁସି କଲାପରି ଦୃଶ୍ୟ ପଡ଼ିଲା ଆଖିରେ । ପୁଲିସ ଫୌଜ ପଶିଲେ ବାଣୀବିହାର ଭିତରକୁ । ୧୦ ନା ୧୬ ପ୍ଲାଟୁନ ଫୋର୍ସ । ହଷ୍ଟେଲ ଭିତରେ ପଶିଲେ । ଅନେକ ରୁମର…

ଦିଲ୍ଲୀରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଓ ନିଗମ ନେଇ କୌଣସି ଆଲୋଚନା ହୋଇନାହିଁ: ମନମୋହନ ସାମଲ

ଦିଲ୍ଲୀରୁ ଫେରିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଓଡ଼ିଶାରେ ପହଞ୍ଚିବା ପରେ ମନମୋହନ ସାମଲ କହିଛନ୍ତି ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଓ ନିଗମ ନେଇ କୌଣସି ଆଲୋଚନା ହୋଇନାହିଁ। ସାଂସଦ ଓ କେନ୍ଦ୍ରୀୟ ନେତୃତ୍ଵମାନଙ୍କ ସହ ଆଲୋଚନା ହୋଇଛି ।…

କବିସୂର୍ଯ୍ୟନଗର ବିଧାୟକଙ୍କ ବିରୁଦ୍ଧରେ ଗୁରୁତର ଅଭିଯୋଗ; ହସ୍ତକ୍ଷେପ କଲା ରାଷ୍ଟ୍ରପତି ଭବନ

ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ବିଜେପି ବିଧାୟକ ପ୍ରତାପ ନାୟକଙ୍କ ବିରୋଧରେ ନିର୍ବାଚନୀ ସତ୍ୟପାଠରେ ତଥ୍ୟ ଲୁଚାଇଥିବା ନେଇ ଗୁରୁତର ଅଭିଯୋଗ ହେବା ପରେ ରାଷ୍ଟ୍ରପତି ଭବନ ହସ୍ତକ୍ଷେପ କରିଛି । ଗୋଆ ସହର ପାଖ ଭେରେନା ପଞ୍ଚାୟତରେ ବେଆଇନ ଭାବେ ପାଞ୍ଚ…

ପଞ୍ଚଭୂତରେ ବିଲୀନ ହେଲେ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ

ବିଜୁ ଜନତା ଦଳର ବରିଷ୍ଠ ନେତା, ପୂର୍ବତନ ମନ୍ତ୍ରୀ ତଥା ନୂଆପଡ଼ାର ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ନୂଆପଡ଼ା ଠାରେ ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି । ଏହି ଅବସରରେ ସ୍ଥାନୀୟ ଜନସାଧାରଣଙ୍କ ସମେତ ବିଜେଡିର ବରିଷ୍ଠ ନେତୃବୃନ୍ଦ, ଅନ୍ୟ ରାଜନୈତିକ ଦଳର…

ଭାସ୍କର ରାଓ ଓ ହିମିରିକାଙ୍କ ଇସ୍ତଫା ଦ୍ୱାରା ଦଳ ଉପରେ କୌଣସି ପ୍ରଭାବ ପଡିବ ନାହିଁ: ବିଜେଡି

ରାୟଗଡା ଜିଲ୍ଲାରେ ଏନ୍. ଭାସ୍କର ରାଓ, ଲାଲ ବିହାରୀ ହିମିରିକା ଓ ବିଜୁ ଜନତା ଦଳର କିଛି କର୍ମକର୍ତ୍ତା ଆଜି ଦଳରୁ ଇସ୍ତଫା ଦେଇଥିବା ବେଳେ, ଏହା ଦଳର ସଂଗଠନ ଉପରେ କୌଣସି ପ୍ରଭାବ ପଡିବ ନାହିଁ ବୋଲି ବିଜୁ ଜନତା…

ଇସ୍ତଫା ଦେଲେ ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି

ନେପାଳରେ ଜାରି ରହିଛି ବିଦ୍ରୋହ। ଦେଶରେ ବ୍ୟାପକ ହିଂସାକାଣ୍ଡ ଭିତରେ ଇସ୍ତଫା ଦେଲେ ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି । ଏହା ବ୍ୟତୀତ ଏପର୍ଯ୍ୟନ୍ତ ଉପ-ପ୍ରଧାନମନ୍ତ୍ରୀଙ୍କ ସମେତ ଦଶ ଜଣ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି। ସରକାର ସୋସିଆଲ ମିଡିଆ ଉପରୁ…

ବିଜେଡି ଛାଡ଼ିଲେ ପୂର୍ବତନ ସାଂସଦ ଭାସ୍କର ରାଓ

ବିଜେଡି ଟାଣୁଆ ନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ଏନ ଭାସ୍କର ରାଓ । ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ସୂଚନା ମିଳିଛି । ଜିଲ୍ଲା ସଭାପତି ଚୟନକୁ ନେଇ ଅସନ୍ତୁଷ୍ଟ ଥିବାରୁ ବିଜେଡି ଛାଡ଼ିଥିବା…

ପାଇପ୍ ଲାଇନ୍ ବିଛାଇବା ଉପରେ ଲାଗିଲା କଟକଣା; ଅନୁମତିପତ୍ର ଦେବା ବାଧ୍ୟତାମୂଳକ

ନଦୀ କିମ୍ବା ଜଳାଶୟରେ ପାଇପ୍ ଲାଇନ୍ ବିଛାଇବା ଉପରେ ଲାଗିଲା କଟକଣା। ଏବେ ପାଇପ୍ ଲାଇନ୍ ବିଛାଇବା ପାଇଁ ୱାଟର୍‌ ବଡି କ୍ରସିଂ ଅନୁମତିପତ୍ର ଦେବା ବାଧ୍ୟତାମୂଳକ ଗାଇଡଲାଇନ୍ ସହ କଡ଼ା ନିର୍ଦ୍ଦେଶନାମା ଜାରି କଲା ଜଳ ସମ୍ପଦ ବିଭାଗ ।…