Category: ରାଜ୍ୟ

ସେପ୍ଟେମ୍ବରରେ ୩ରେ ହେବ ରାଜ୍ୟସଭା ଉପନିର୍ବାଚନ; ଓଡ଼ିଶାରୁ ଗୋଟିଏ ଆସନ

ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି । ୩ ସେପ୍ଟେମ୍ବରରେ ହେବ ଉପନିର୍ବାଚନ । ଏଥିପାଇଁ ୧୪ ଅଗଷ୍ଟରେ ପ୍ରକାଶ ପାଇବ ବିଜ୍ଞପ୍ତି । ରାଜ୍ୟସଭାରେ ୧୨ଟି ଆସନ ପାଇଁ ହେବ ଉପନିର୍ବାଚନ । ସେଥିମଧ୍ୟରୁ ଓଡିଶାରେ ରହିଛି ଗୋଟିଏ…

­ରାଜ୍ୟରୁ ହଟିଲା ଫାଇଭ୍‌-ଟି ଚାର୍ଟର ଓ ମୋ ସରକାର 

ସରକାରୀ କର୍ମଚାରୀଙ୍କ ଗୁପ୍ତ ଚରିତ୍ର ପଞ୍ଜିକାରୁ ହଟିଲା ଫାଇଭ୍‌-ଟି ଚାର୍ଟର । ଫାଇଭ୍‌-ଟି ଚାର୍ଟର ହଟାଇଛନ୍ତି ରାଜ୍ୟ ସରକାର । ଏବେ ଏହାର କୌଣସି ଆବଶ୍ୟକତା ନଥିବା ଦର୍ଶାଇ ହଟାଗଲା । କ, ଖ ଏବଂ ଗ ବର୍ଗର ସରକାରୀ କର୍ମଚାରୀଙ୍କ…

ଜାମ୍ମୁକାଶ୍ମୀର ଡିଜିପି ହେଲେ ଓଡ଼ିଶାର ରଶ୍ମୀରଂଜନ ସ୍ବାଇଁ

ଜାମ୍ମୁକାଶ୍ମୀର ଡିଜିପି ହେଲେ ଓଡ଼ିଶାର ରଶ୍ମୀରଂଜନ ସ୍ବାଇଁଓଡ଼ିଆ ବରିଷ୍ଠ ଆଇପିଏସ୍ ଅଧିକାରୀ ରଶ୍ମୀରଞ୍ଜନ ସ୍ୱାଇଁଙ୍କୁ ମିଳିଲା ନୂଆ ଦାୟିତ୍ଵ । ତାଙ୍କୁ ଜାମ୍ମୁକାଶ୍ମୀରର ନୂଆ ଡିଜିପି ଭାବେ ନିଯୁକ୍ତି ମିଳିଥିବା ସୂଚନା ମିଳିଛି । ଏଜିଏମୟୁଟି କ୍ୟାଡରର ଓଡ଼ିଆ ଆଇପିଏସ୍‌ ରଶ୍ମୀରଂଜନ…

ଭିଜିଲାନ୍ସ ପଞ୍ଝାରେ ଆଠଗଡ଼ ବିଡିଓ

ପୁଣି ଭିଜିଲାନ୍ସ ପଞ୍ଝାରେ ସରକାରୀ ବାବୁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡିଛନ୍ତି କଟକ ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁ। ପ୍ରଦ୍ୱୀବଙ୍କ ଘରେ ରେଡ଼ କରୁଛି ଭିଜିଲାନ୍ସ । ଏକକାଳୀନ ୮ଟି ସ୍ଥାନରେ ରେଡ୍‌…

ଲାଞ୍ଚ ନେଇ ଧରାପଡ଼ିଲେ ପୋଷ୍ଟାଲ ଇନ୍ସପେକ୍ଟର

ସରୁନି କୁବେର ସରକାରୀ ଅଧିକାରୀଙ୍କ ତାଲିକା। ସମ୍ପତ୍ତି ଜାଣିଲେ ଆଶ୍ଚର୍ଯ୍ୟ ହେବେ। ପୁଣି ଲାଞ୍ଚ ନେଇ ଧରାପଡିଛନ୍ତି ଉଦଳା ପୋଷ୍ଟାଲ ଇନ୍ସପେକ୍ଟର। ସିବିଆଇ ଦ୍ୱାରା ଧରାପଡ଼ିଲେ ପୋଷ୍ଟାଲ ଇନ୍ସପେକ୍ଟର ରାଜେନ୍ଦ୍ର ପୃଷ୍ଟି। କୁଶଳଦା ପଥୁରୀକଟା ବିପିଏମ୍‌ଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ…

ଦେଶରେ ଏକତା ଓ ଅଖଣ୍ଡତା ବଜାୟ ରଖିବାକୁ ଏକଜୁଟ ହେବା: ମନମୋହନ ସାମଲ

ଆଜି ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାଜ୍ୟ ଉପସଭାପତି ବିରଂଚି ତ୍ରିପାଠୀ, ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ରାଜ୍ୟ ସାଧାରଣ ସମ୍ପାଦକ ଶାରଦା ପ୍ରସାଦ ଶତପଥୀ ଓ ସୀମାଂଚଳ ଖଟେଇ…

ମୁଖ୍ୟମନ୍ତ୍ରୀ-ନୀତି ଆୟୋଗ ସିଇଓ ଆଲୋଚନା: ଭିଜନ ଡକ୍ୟୁମେଣ୍ଟ ୨୦୩୬ ଓ ୨୦୪୭ ଲକ୍ଷ୍ୟ

ବିକଶିତ ଓଡ଼ିଶା ସ୍ୱପ୍ନ ସାକାର କରିବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନୀତି ଆୟୋଗ ଆଗେଇ ଆସିଛି। ମଙ୍ଗଳବାର ଲୋକସେବା ଭବନରେ ନୀତି ଆୟୋଗ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ବି.ଭି.ଆର୍ ସୁବ୍ରମନିୟମ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଓଡ଼ିଶା…

ବବିଙ୍କୁ ଟାର୍ଗେଟ କଲେ ମମତା ମହନ୍ତ

ବିଜେଡି ଓ ରାଜ୍ୟସଭା ଛାଡ଼ି ବିଜେପିରେ ମିଶିବା ପରେ ବବି ଦାସଙ୍କ ନାଁରେ ସାଂଘାତିକ ମନ୍ତବ୍ୟ ଦେଇଛନ୍ତି ମମତା ମହନ୍ତ। ମମତା କହିଛନ୍ତି, ୪ରେ ତୁମ ହିସାବ କରାଯିବ ବୋଲି ବବି କହିଥିଲେ। ପଞ୍ଚାୟତ ନିର୍ବାଚନ ପର୍ଯ୍ୟନ୍ତ ସବୁ ଠିକ ଥିଲା।…

ଲୋକଙ୍କୁ ଭୂଆଁ ବୁଲାଇବାକୁ ଉଦ୍ୟମ କରୁଛି ବିଜେଡି: ଜୟନାରାୟଣ ମିଶ୍ର

ଲୋକଙ୍କ ଭଲପାଇବା ପାଇଁ ବିଜେପି ରାଜ୍ୟରେ ଏକାକୀ ସରକାର ଗଠନ କରିଛି। ଓଡ଼ିଶାର ଜନସାଧାରଣଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ପୋଲାଭରମ ପ୍ରକଳ୍ପ ପାଇଁ ବିଜେପି ସରକାର ଉଚିତ ସମୟରେ ଉଚିତ ପଦକ୍ଷେପ ନେବ। ମାତ୍ର ଏହି ପ୍ରସଙ୍ଗକୁ ନେଇ ବିଜେଡି ଅଯଥାରେ…

ଓଡ଼ିଶା ମେଟାଲିକ୍ କମ୍ପାନୀରେ ବିଷାକ୍ତ ଗ୍ୟାସ୍ ଲିକ୍; ଜଣେ ମୃତ, ୫ ଗୁରୁତର

ଝାରସୁଗୁଡ଼ା ବୁଢିପଦର ସ୍ଥିତ ଓଡ଼ିଶା ମେଟାଲିକ୍ କମ୍ପାନୀରେ ବିଷାକ୍ତ ଗ୍ୟାସ୍ ଲିକ୍ ଯୋଗୁଁ ଜନଙ୍କର ମୃତ ହୋଇଥିବା ବେଳେ ୫ ଜଣ ଗୁରୁତର ହୋଇଛନ୍ତି । ଗୁରୁତର ଶ୍ରମିକ ମାନଙ୍କୁ ସ୍ଥାନୀୟ ଏକ ଘରୋଇ ମେଡିକାଲରେ ଭର୍ତ୍ତି ହୋଇ ଚିକିତ୍ସିତ କରାଯାଉଥିବା…