Category: ରାଜ୍ୟ

ଆଜି ରତ୍ନଭଣ୍ଡାର ସ୍ଵତନ୍ତ୍ର ତଦାରଖ କମିଟି ବୈଠକ

ଆଜି ଶ୍ରୀମନ୍ଦୀର ରତ୍ନଭଣ୍ଡାର ସ୍ୱତନ୍ତ୍ର ତଦାରଖ କମିଟି ବୈଠକ ଅନୁଷ୍ଠିତ ହେବ। ତଦାରଖ କମିଟି ଅଧ୍ୟକ୍ଷ ବିଚାରପତି ବିଶ୍ୱନାଥ ରଥ ବୈଠକରେ ସଭାପତିତ୍ବ କରିବେ। ରତ୍ନଭଣ୍ଡାର ସ୍ଥିତି ଓ ସ୍ଥାୟିତ୍ୱ ନେଇ ଆଲୋଚନା ହେବ। ଭିତର ଏବଂ ବାହାର ରତ୍ନଭଣ୍ଡାର ମରାମତି…

ଫୁଲୁଛି ମହାନଦୀ: ୭ ଜିଲ୍ଲାକୁ ସତର୍କ ସୂଚନା

ଫୁଲୁଛି ମହାନଦୀ। ହୀରାକୁଦ ଡ୍ୟାମରୁ ଗେଟ୍ ଖୋଲିବା ପରେ ମହାନଦୀରେ ଜଳସ୍ତର ବଢୁଛି। ରବିବାରଠାରୁ ୨୦ଟି ଗେଟ୍ ଦେଇ ହୀରାକୁଦ ଡ୍ୟାମରୁ ଜଳ ନିଷ୍କାସନ ହେଉଛି। ବର୍ତ୍ତମାନ ହୀରାକୁଦ ଡ୍ୟାମ୍‌ର ଜଳ ପତ୍ତନ ୬୧୮ ଫୁଟ୍ ରହିଛି। ଛତିଶଗଡ ପଟେ ପ୍ରବଳ…

ସରଗରମ ହେବ ବିଧାନସଭା; ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଆସିବ ସ୍ଵାଧିକାର ଭଙ୍ଗ ନୋଟିସ

ଦୁଇ ଦିନର ବିରତି ପରେ ଆଜିଠୁ ପୁଣି ସରଗରମ ହେବ ବିଧାନସଭା । ୨୦୨୪-୨୫ ଆର୍ଥିକ ବଜେଟ୍ ଉପରେ ଗୃହରେ ସାଧାରଣ ଆଲୋଚନା ଆରମ୍ଭ ହେବ। ମୋହନ ସରକାର ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ୍ ଆଣିଛନ୍ତି। ତେବେ…

କେନ୍ଦ୍ର ସରକାରରେ କାର୍ଯ୍ୟରତ ଓଡ଼ିଶା କ୍ୟାଡର ଓ ଓଡ଼ିଆ ପଦାଧିକାରୀମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ନୀତି ଆୟୋଗ ବୈଠକରେ ଗତକାଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେବା ପରେ ଆଜି ଓଡ଼ିଶା ଭବନରେ କେନ୍ଦ୍ରରେ କାର୍ଯ୍ୟରତ ଓଡ଼ିଶା କ୍ୟାଡର ଅଧିକାରୀମାନଙ୍କ ଏକ ବୈଠକର ଆୟୋଜନ କରାଯାଇଥିଲା। ଏଥିରେ ଦୁଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ…

ଆସନ୍ତା ୫ ଦିନ ପ୍ରବଳ ବର୍ଷିବ

ଆସନ୍ତା ୫ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଏସ୍‌ଆରସି ସୂଚନା ଦେଇଛନ୍ତି। ୭ରୁ ୧୧ ସେମି ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ସତର୍କ ସୂଚନା…

ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଚାଲୁଥିବାରୁ ଆସନ୍ତାକାଲି ଜୁଲାଇ ୨୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ…

ଓଡ଼ିଶାର ବିକାଶ ଦୁଇଗୁଣ କରିବାକୁ ଐତିହାସିକ ବଜେଟ ମାଇଲଷ୍ଟୋନ ହେବ: ବୈଜୟନ୍ତ ପଣ୍ଡା

ଆଜି ରାଜ୍ୟ କାର୍ଯ୍ୟାଳୟରେ ସାମ୍ବାଦିକ ସମ୍ମିଳନୀ କରି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡା ସାଂସଦ ଶ୍ରୀ ବୈଜୟନ୍ତ ପଣ୍ଡା କହିଛନ୍ତି ଯେ, ଚଳିତ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଗତ ହୋଇଥିବା କେନ୍ଦ୍ର ବଜେଟ ଅନେକ କ୍ଷେତ୍ରରେ ଐତିହାସିକ ହୋଇ ରହିଯାଇଛି।…

ଆଇଏଏସ ଶାଶ୍ୱତ ମିଶ୍ର ଅର୍ଥ ବିଭାଗର ପ୍ରମୁଖ ସଚିବ

ଆଇଏଏସ ଶାଶ୍ୱତ ମିଶ୍ରଙ୍କୁ ନୂଆ ଦାୟିତ୍ୱ ମିଳିଛି । ଶ୍ରୀ ମିଶ୍ର ଅର୍ଥ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ପାଇଛନ୍ତି । OSSSC ଅଧ୍ୟକ୍ଷ ଭାବେ ମଧ୍ୟ ତାଙ୍କୁ ଅତିରିକ୍ତ ଦାୟିତ୍ବ ଦିଆଯାଇଛି । ଏଥିସହ ଆଇଏଏସ ଏନ୍‌.ବି.ଏସ୍‌ ରାଜପୁତ…

ଜମ୍ମୁ କାଶ୍ମୀରରେ ମୁତୟନ ହେବେ ଓଡ଼ିଶାର ୨୦୦୦ ବିଏସଏଫ୍ ଯବାନ

ଓଡ଼ିଶାର କୋରାପୁଟ ଓ ମାଲକାନଗିରି ଅଞ୍ଚଳରେ ମୁତୟନ ପ୍ରାୟ ୨୦୦୦ ବିଏସଏଫ୍ ଯବାନଙ୍କୁ ଜମ୍ମୁ କାଶ୍ମୀର ଅଞ୍ଚଳରେ ମୁତୟନ କରାଯିବ। ଭାରତ ପାକ ସୀମାରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି ପାଇଁ ସେନା ବାହିନୀ ଏଭଳି ନିଷ୍ପତ୍ତି ନେଇଛି। ପାକିସ୍ତାନ ପଟୁ ଆତଙ୍କବାଦୀ…

ନିଖୋଜ ଗର୍ଭବତୀ ମହିଳାଙ୍କ ମୃତଦେହ ଉଦ୍ଧାର, ଝିଅର ପତ୍ତା ମିଳିନି

କୋରାପୁଟ ଜିଲ୍ଲା ନାରାୟଣପାଟଣା ବ୍ଳକର ତାଲଗୁମାଣ୍ଡି ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଶୁକ୍ରବାର ସନ୍ଧ୍ୟାରେ ଶୌଚ ହେବାକୁ ୫ ବର୍ଷର ଝିଅ ସହ ମା’ ଝଞ୍ଜାବତୀ ନଦୀ କୂଳକୁ ଯାଇଥିଲେ। ହେଲେ ସେମାନେ ଘରକୁ ନଫେରିବାରୁ ବହୁ ଖୋଜାଖୋଜି…