Category: ରାଜ୍ୟ

Odisha Cold Wave: ରାଜ୍ୟରେ ବଢ଼ୁଛି ଶୀତ; ୧୦ ଡିଗ୍ରୀ ତଳେ ରାଜ୍ୟର ୧୦ ସହର

ରାଜ୍ୟରେ ବଢ଼ୁଛି ଶୀତ। ଉପକୂଳଠୁ ଆରମ୍ଭ କରି ଆଭ୍ୟନ୍ତରୀଣ ଯାଏ ସବୁଠି ଥଣ୍ଡା । ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ଅସମ୍ଭାଳ ଶୀତ ଅନୁଭୂତ ହେବ । ୧୦ ଡିଗ୍ରୀ ତଳେ ରାଜ୍ୟର ୧୦ ସହର । ସେହିପରି ୧୫ ଡିଗ୍ରୀ…

Student Commits Suicide: ରାଜଗାଙ୍ଗପୁରରେ ଛାତ୍ରୀଙ୍କ ଆତ୍ମାହୁତି ଘଟଣା: ସ୍ୱାସ୍ଥ୍ୟାବସ୍ଥା ଗୁରୁତର

ରାଜଗାଙ୍ଗପୁର ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀଙ୍କ ଚିକିତ୍ସା ଜାରି । ଜୀବନ ସହ ସଂଗ୍ରାମ କରୁଛି ରାଜଗାଙ୍ଗପୁର ପୀଡ଼ିତା। ଗତକାଲିରାଜଗାଙ୍ଗପୁର ଲାଞ୍ଜିବେରନା ଅଞ୍ଚଳରେ ଛାତ୍ରୀ ଆତ୍ମାହୁତି ଉଦ୍ୟମ କରିଥିଲେ। ଏହି ମାମଲାରେ ଜଣେ ଯୁବକଙ୍କୁ ଗିରଫ କରିଛି ପୋଲିସ । ରାଉରକେଲା…

Maa Tarini Temple Development: ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ମା’ତାରିଣୀଙ୍କ ପୀଠ ଗସ୍ତ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା କାଲି ନିଜ ଜିଲ୍ଲା କେନ୍ଦୁଝର ଗସ୍ତ କରିବେ । ଏହି ଗସ୍ତ କେବଳ ନିଜ ଜିଲ୍ଲା ଗସ୍ତ ନୁହେଁ; ଜିଲ୍ଲାର ମୂଳ ସାଂସ୍କୃତିକ ପରିଚୟ ମା’ ତାରିଣୀ ପୀଠର ସର୍ବାଙ୍ଗୀନ ବିକାଶ ପାଇଁ ନୂଆ…

Global Energy Leaders’ Summit 2025: ପୁରୀରେ ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ୍‍ ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ

ପୁରୀ ଠାରେ ଆୟୋଜିତ ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ୍‍ (Global Energy Leaders’ Summit 2025) କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଉଦ୍‍ଘାଟନ କରିଛନ୍ତି । ଉକ୍ତ ସମାରୋହରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ବିକାଶରେ ଏନର୍ଜି ସପ୍ଲାଇ…

Odisha Politics: ବିଜେଡିକୁ ଶକ୍ତ ଝଟ୍‌କା; ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨ ପୁଅ, ଭଉଣୀ

ଭଦ୍ରକରେ ବିଜେଡିକୁ ଶକ୍ତ ଝଟ୍‌କା । ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ ଓ ଭଉଣୀ ଆଜି ବିଜେପିରେ ମିଶିଛନ୍ତି । ଭୁବନେଶ୍ୱର ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ସାମଲଙ୍କ ଦୁଇ ପୁଅ…

Teacher Eligibility Test: ଜାନୁଆରୀ ୨୦ରେ ହେବ OSSTET ପରୀକ୍ଷା

ଆସନ୍ତା ଜାନୁଆରୀ ୨୦ ତାରିଖରେ ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସଏସଟିଇଟି) OSSTET- ୨୦୨୫ ଅନୁଷ୍ଠିତ ହେବ । ପେପର-୧ ସକାଳ ୯ରୁ ସାଢ଼େ ୧୧ ଯାଏ ଚାଲିବ । ସେଇଭଳି ପେପର-୨ ପରୀକ୍ଷା ଅପରାହ୍ନ ୨ରୁ ୪ଟା…

Subhadra Yojana: ସୁଭଦ୍ରାରେ ୬.୨୩ ଲକ୍ଷ ଆବେଦନ ବିଚାରାଧୀନ: ପ୍ରଭାତୀ ପରିଡା

ସୁଭଦ୍ରା ଯୋଜନାରେ ସାମିଲ ହେବା ପାଇଁ ୬ ଲକ୍ଷ ୨୩ ହଜାର ୫୫୫ ହିତାଧିକାରୀଙ୍କ ଆବେଦନ ବିଚାରାଧୀନ ରହିଛି । ୧ କୋଟି ୩୭ ଲକ୍ଷ ୫୯୪୧ ଜଣ ପ୍ରଥମ କିସ୍ତି ପାଇଥିବାବେଳେ ୧ କୋଟି ୧୯ ଲକ୍ଷ ୨୭୨୪ ଜଣ…

No New Liquor Shops In Odisha: ରାଜ୍ୟରେ ଆଉ ଖୋଲିବନି ନୂଆ ମଦ ଦୋକାନ

ରାଜ୍ୟରେ ଆଉ ଖୋଲିବନି ନୂଆ ମଦ ଦୋକାନ । ବିଧାନସଭାରେ ଉତ୍ତର ରଖି ଆଇନ ଓ ଅବକାରୀ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଏହି ସୂଚନା ଦେଇଛନ୍ତି । ଅବକାରୀ ମନ୍ତ୍ରୀ କହିଛନ୍ତି, ସରକାରଙ୍କ ଦ୍ୱାରା ସମୟ ସମୟରେ ଆବଣ୍ଟିତ ଅନେକ ମଦ…

ANM Exam Cancellation: ନିଯୁକ୍ତି ପରୀକ୍ଷା ବାରମ୍ବାର ବାତିଲ ପ୍ରସଙ୍ଗକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ

ରାଜ୍ୟରେ ବାରମ୍ବାର ନିଯୁକ୍ତି ପରୀକ୍ଷା ବାତିଲ ହେବା ଦ୍ୱାରା ଲକ୍ଷ ଲକ୍ଷ ପିଲାଙ୍କ ସ୍ୱପ୍ନକୁ ଧୂଳିସାତ କରୁଛି ବୋଲି ରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି । ଏଏନଏମ ପରୀକ୍ଷା ବାତିଲ କରି ରାଜ୍ୟ ବିଜେପି ସରକାର ପୁଣି ହଜାର…

Mukhyamantri Kanya Bibaha Yojana: ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ଆସିଲା ଗାଇଡ୍‌ଲାଇନ୍

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ଆସିଲା ଗାଇଡ୍ ଲାଇନ୍ । ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ବା ଏମକେବିୱାଇକୁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ । କନ୍ୟା ବିବାହ ଯୋଜନାରେ ବିବାହ ପାଇଁ କନ୍ୟାକୁ ମିଳିବ ୫୧ ହଜାର ଟଙ୍କାର…