Category: ରାଜ୍ୟ

ତଦନ୍ତର ଅନ୍ତର୍ଭୁକ୍ତ ହେବ ଶଙ୍ଖ ଭବନ

ବିଜେଡିର ପାର୍ଟି ଅଫିସ୍ ତଥା ଶଙ୍ଖ ଭବନର ହେବ ତଦନ୍ତ। ରାଜଧାନୀର ଛାତିରେ ବେଆଇନ ଭାବେ ବିଜେଡିର ଶଙ୍ଖ ଭବନ ନିର୍ମାଣ ହୋଇଥିବା ଅଭିଯୋଗ ପରେ ପ୍ରତିକ୍ରିୟା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୁଜାରୀ। ସେ କହିଛନ୍ତି ବିଜେଡିର ଶଙ୍ଖ ଭବନକୁ…

5T ନାଁରେ ବର୍ଷକୁ ୫୦ ହଜାର କୋଟି ଟଙ୍କା ଲୁଟ୍‌ ଅଭିଯୋଗ 

ପୁରୀରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ପେଟ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରେସମିଟ୍ । ସେ ସାମ୍ୱାଦିକ ସମ୍ମିଳନୀରେ କହିଛନ୍ତି ନିର୍ବାଚନ ପ୍ରତିଶ୍ରୁତି ପାଳନ କରୁଛୁ । କ୍ୟାବିନେଟ୍‌ରେ ୯ଟି ପ୍ରସ୍ତାବ ଗ୍ରହଣ କରିସାରିଛୁ । ଶ୍ରୀମନ୍ଦିରର ୪ଟି ଦ୍ବାର ମଧ୍ୟ…

ଦକ୍ଷିଣୀ କମ୍ପାନୀ ମୈତ୍ରୀକୁ ଖଣି ଟେକିବାର ଚକ୍ରାନ୍ତ କରୁଛନ୍ତି ନାଲକୋ ସିଏମଡି !

ଖଣି ଅଞ୍ଚଳର ବିକାଶ, ଖଣି କାର୍ଯ୍ୟ ପାଇଁ ପ୍ରଭାବିତ ହେଉଥିବା ଲୋକେ,ସେଠାକାର ଭିତ୍ତିଭୂମି ବିକାଶ ସହ ସ୍ଥାନୀୟ ବାସିନ୍ଦାଙ୍କ ଜୀବନ ଧାରଣ ମାନରେ ଉନ୍ନତି ଆଣିବା ପାଇଁ ଗଠନ ହୋଇଛି ଜିଲା ଖଣିଜ ପ୍ରତିଷ୍ଠାନ (ଡିଏମଏଫ)। ଦେଶର ୨୩ଟି ରାଜ୍ୟର ୬୪୫…

ପ୍ରକାଶ ପାଇଲା ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ କଟ୍ ଅଫ୍ ମାର୍କ; ସବୁଠୁ ଆଗରେ ଅଛି ରେଭେନ୍ସା

ପ୍ରକାଶ ପାଇଲା ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ କଟ୍ ଅଫ୍ ମାର୍କ । ୨୦୨୪-୨୫ ଶିକ୍ଷା ବର୍ଷ ପାଇଁ +୨ ପ୍ରଥମ କଟ୍ ଅଫ୍ ତାଲିକା ପ୍ରକାଶ ପାଇଛି । ମୋଟ ୪ ଲକ୍ଷ ୭୬ ହଜାର ୯୩ ଜଣ ଆବେଦନ…

ବଦଳିଲା ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ

ବଦଳିଲା ପ୍ରତିବର୍ଷ ଓଡ଼ିଶାର ସଫଳ କ୍ରୀଡ଼ାବିତ୍‌ଙ୍କୁ ମିଳୁଥିବା ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ । କ୍ରୀଡ଼ା ପୁରସ୍କାର ନାଁ ବଦଳି ହେଲା ଓଡ଼ିଶା ରାଜ୍ୟ କ୍ରୀଡ଼ା ସମ୍ମାନ । କ୍ରୀଡ଼ା ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ଘୋଷଣା । ୨୦୦୧ରେ…

ଅବପାତ ପ୍ରଭାବରୁ ଜାରି ହେଲା ୫ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ

ବଙ୍ଗୋପସାଗରରେ ଗତକାଲି ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଆଜି ସକାଳରେ ଅବପାତରେ ପରିଣତ ହୋଇଛି। ଅବପାତ ପ୍ରଭାବରେ ରାଜ୍ଯରେ ଜାରି ରହିଛି ପ୍ରବଳ ବର୍ଷା । ବର୍ତ୍ତମାନ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୪ କିମି ବେଗରେ ଗତି…

କାଲି ବିଳମ୍ବିତ ରାତିରେ ନିଳାଦ୍ରୀ ବିଜେ କଲେ ବିଶ୍ଵନିୟନ୍ତା 

କାଲି ବିଳମ୍ବିତ ରାତ୍ରୀରେ ଶ୍ରୀମନ୍ଦିରର ରତ୍ନବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂରତି । ଜନ୍ମବେଦୀରେ ଲୀଳାଖେଳା ସାରିବା ପରେ ପୁର୍ନବାର ନୀଳକନ୍ଦରକୁ ବିଜେ କରିଛନ୍ତି ତିନି ଠାକୁର । ନିର୍ଦ୍ଧାରିତ ସମୟ ଠାରୁ ବିଳମ୍ବରେ ପହଣ୍ଡି ହୋଇଥିଲା । ଆଜିଠାରୁ ଶ୍ରୀମନ୍ଦିରରୁ ନୀଳାଚଳ…

ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ; ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ପଦ୍ମଶ୍ରୀ କମଳା ପୂଜାରୀଙ୍କ ୭୦ ବର୍ଷ ବୟସରେ ପରଲୋକ ଘଟିଛି। ଆଜି ସକାଳେ କଟକ ଏସସିବିରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ତେବେ ବାର୍ଦ୍ଧକ୍ୟତା କାରଣରୁ ଅନେକ ଦିନ ଧରି ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଠିକ୍ ରହୁନଥିଲା…

ସଂକଳ୍ପପତ୍ରର ସମସ୍ତ ପ୍ରତିଶୃତି ପୂରଣ ହେବ: ମନମୋହନ

ଓଡ଼ିଶାରେ ବିଜେପି ଏକାକୀ ସରକାର ଗଠନ କରିବା ପରେ ପୁରୀରେ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଛି। ସାଧାରଣ ନିର୍ବାଚନରେ ବିଜେପି ୨୧ରୁ ୨୦ଟି ସାଂସଦ ଜିତିବା ସହ ରାଜ୍ୟରେ ପ୍ରଥମ ଥର ପାଇଁ ଏକାକୀ ସରକାର ଗଠନ କରିଛି । ନିର୍ବାଚନ…

ଓଡ଼ିଶାର ସ୍ୱାର୍ଥ ପାଇଁ ରାଜ୍ୟସଭାରେ ଲଢ଼େଇ କରିବ ବିଜେଡି

ନବୀନ ନିବାସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡି ସଂସଦୀୟ ଦଳ ବୈଠକ ହୋଇଥିଲା। ବୈଠକରେ ରାଜ୍ୟସଭା ସାଂସଦମାନେ ଉପସ୍ଥିତ ଥିଲେ। ସଂସଦ ଅଧିବେଶନ ଆରମ୍ଭରେ ହେବାକୁ ଥିବାବେଳେ ବୈଠକରେ ସେ ନେଇ ରଣନୀତି ପ୍ରସ୍ତୁତ ହୋଇଥିବା ଜଣାପଡିଛି। ଏଥିସହ…