ତାଜା ଖବର ରାଜ୍ୟ ମଝି ଚିଲିକାରେ ଫସିଲା ଯାତ୍ରୀବାହୀ ଡଙ୍ଗା September 8, 2024 Nirvay ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମଝି ଚିଲିକାରେ ଫସିରହିଛି ଯାତ୍ରୀବାହୀ ଡଙ୍ଗା। ମଏଁଷା ନିକଟରେ ଡଙ୍ଗା ଅଟକି ରହିଛି। ଅଧଘଣ୍ଟାରୁ ଅଧିକ ସମୟ ହେବ ୪୦ରୁ ଅଧିକ ଯାତ୍ରୀ ଫସି ରହିଛନ୍ତି। ଯାତ୍ରୀଙ୍କ ସହ ବାଇକ ମଧ୍ୟ ଫସି ରହିଥିବା ସୂଚନା ମିଳିଛି।…
ତାଜା ଖବର ରାଜ୍ୟ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ September 8, 2024 Nirvay ନୂଆଁଖାଇରେ ଚାଷୀ ଭାଇଙ୍କୁ ଭେଟି ଦେଇଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସମ୍ବଲପୁର ଗସ୍ତ ଅବସରରେ ସିଏମ କିଷାନ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ କୃଷକମାନଙ୍କୁ ଉଦବୋଧନ ଦେଇଛନ୍ତି। ନୂଆଁଖାଇ ଅବସରରେ…
ତାଜା ଖବର ରାଜ୍ୟ ନବାନ୍ନ ଖାଇଲେ ମୁଖ୍ୟମନ୍ତ୍ରୀ September 8, 2024 Nirvay ନୂଆଁଖାଇରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଁ ଖାଇଲେ। ମୁଖ୍ୟମନ୍ତ୍ରୀ ରବିବାର ସମ୍ବଲପୁର ଗସ୍ତ କରିବା ସହିତ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଈଙ୍କ ଦର୍ଶନ କରି ଚାଷୀଙ୍କ ଉନ୍ନତି କାମନା କରିଛନ୍ତି। ମା’ଙ୍କୁ ଦର୍ଶନ କରିବା ପରେ ସେ ପଶ୍ଚିମଓଡ଼ିଶାବାସୀଙ୍କୁ ନୂଆଁଖାଇ…
ତାଜା ଖବର ଦେଶ ରାଜ୍ୟ ପ୍ରଧାନମନ୍ତ୍ରୀଙ୍କ ନୂଆଁଖାଇ ଶୁଭେଚ୍ଛା September 8, 2024 Nirvay ପବିତ୍ର ନୂଆଁଖାଇ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୋଦି ଟ୍ୱିଟ କରି କହିଛନ୍ତି, ନୂଆଁଖାଇ ପର୍ବରେ ଆମ କୃଷକମାନଙ୍କ କଠିନ ପରିଶ୍ରମକୁ ସମ୍ମାନ ଜଣାଯାଇଥାଏ । ସେମାନଙ୍କ ଏହି ଉଦ୍ୟମ ଯୋଗୁଁ ଆମ ଦେଶକୁ…
ତାଜା ଖବର ରାଜ୍ୟ ନବାନ୍ନ ଖାଇ ନୂଆଁଖାଇ ପାଳିଲେ ଧର୍ମେନ୍ଦ୍ର September 8, 2024 Nirvay ସମ୍ବଲପୁରରେ ନବାନ୍ନ ଖାଇ ନୂଆଁଖାଇ ପାଳିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ନନ୍ଦପଡ଼ାଠାରେ ଅବସରପ୍ରାପ୍ତ କୃଷି ଅଫିସର ମଦନ ମୋହନ ମିଶ୍ରଙ୍କ ପରିବାର ସଦସ୍ୟଙ୍କ ସହ ନବାନ୍ନ ଖାଇଛନ୍ତି ଶ୍ରୀ ପ୍ରଧାନ। ନୂଆଁଖାଇ ଅବସରରେ ପଶ୍ଚିମ ଓଡିଶାବାସୀଙ୍କ ଖୁସିରେ ସାମିଲ ହେବାକୁ…
ତାଜା ଖବର ରାଜ୍ୟ ନୂଆପଡ଼ା ଏମଭିଆଇଙ୍କୁ ଗିରଫ କଲା ଭିଜିଲାନ୍ସ September 8, 2024 Nirvay ନୂଆପଡ଼ା ଏମଭିଆଇ ବିଜୟ ବେହୁରିଆଙ୍କୁ ଗିରଫ କରିଛି ଭିଜିଲାନ୍ସ । ୧ ଲକ୍ଷ ୩୨ ହଜାର ଟଙ୍କା ଜବତ ମାମଲାରେ ଭିଜିଲାନ୍ସ ଗିରଫ କରିଛି। ଶନିବାର ବିଜୟଙ୍କ ଗାଡ଼ିରୁ ଟଙ୍କା ଜବତ ହୋଇଥିଲା। ନୂଆପଡ଼ାରୁ ଭୁବନେଶ୍ବର ଆସୁଥିବା ବେଳେ ଖୋର୍ଦ୍ଧା ମେଡିକାଲ…
ତାଜା ଖବର ରାଜ୍ୟ ମା’ ସମଲେଶ୍ବରୀଙ୍କୁ ନବାନ୍ନ ଲାଗି September 8, 2024 Nirvay ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଗାଁଠୁ ସହର ଉତ୍ସବମୁଖର ହୋଇଉଠିଛି। ଏହି ଅବସରରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ପାଖରେ ନବାନ୍ନ ଲାଗି ହୋଇଛି। ସକାଳ ୯ଟା ୧୨ରୁ ୯ଟା ୨୭ ମଧ୍ୟରେ ଶୁଭବେଳା ଦେଖି ନବାନ୍ନ ଲାଗି…
ତାଜା ଖବର ରାଜ୍ୟ ସମ୍ବଲପୁରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ September 8, 2024 Nirvay ଗଣପର୍ବ ନୂଆଁଖାଇ ପାଇଁ ପଶ୍ଚିମ ଓଡ଼ିଶାବାସୀ ବେଶ ଉତ୍ସାହିତ। ସବୁଠି ଉତ୍ସବର ମାହୋଲ। ହାଟ ବଜାର ଚଳଚଞ୍ଚଳ। ସଜେଇ ହୋଇଛନ୍ତି ମା’ ସମଲେଶ୍ୱରୀ। ମା’ଙ୍କୁ ଦେଖିବାକୁ ଭକ୍ତଙ୍କ ଭିଡ଼ ଲାଗିଛି। ତେବେ ଲୋକଙ୍କ ଖୁସିରେ ସାମିଲ ହେବାକୁ ସମ୍ବଲପୁରରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ…
ତାଜା ଖବର ରାଜନୀତି ରାଜ୍ୟ ବିଭିନ୍ନ ଗଣେଶ ପୂଜା ମଣ୍ଡପ ବୁଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ September 7, 2024 Papirani ଅଗ୍ରପୂଜ୍ୟଙ୍କ ଆବାହନ ସହ ଆରମ୍ଭ ହୋଇଛି ପାର୍ବଣ। ଗଜାନନଙ୍କ ପୂଜା ପାଇଁ ସାରା ରାଜ୍ୟ ଉତ୍ସବମୁଖର। ଆଜି ଏହି ପବିତ୍ର ଗଣେଶ ପୂଜା ଅବସରରେ ରାଜଧାନୀ ଭୁବନେଶ୍ବରରେ ରହିଥିବା ବିଭିନ୍ନ ଗଣେଶ ମଣ୍ଡପ ବୁଲିଛନ୍ତି ବିରୋଧୀ ଦଳ ନେତା ତଥା ପୂର୍ବତନ…
ତାଜା ଖବର ରାଜ୍ୟ ୧ ଲକ୍ଷ ୩୨ ହଜାର ଟଙ୍କା ନେଇ ଯାଉଥିବା ବେଳେ ଧରାପଡ଼ିଲେ ନୂଆପଡ଼ା ଏମ୍ଭିଆଇ September 7, 2024 Papirani ଟଙ୍କା ନେଇ ଯାଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଏମ୍ଭିଆଇ ବିଜୟ ବେହୁରିଆ । ନୂଆପଡ଼ାରୁ ଭୁବନେଶ୍ବର ଆସୁଥିବା ବେଳେ ଖୋର୍ଦ୍ଧା ହସ୍ପିଟାଲ ଛକରେ ଧରିଲା ଭିଜିଲାନ୍ସ । ଗାଡ଼ିର ଯାଞ୍ଚ ବେଳେ ଗାଡିରୁ ମିଳିଲା ନଗଦ ୧ ଲକ୍ଷ ୩୨…