Category: ରାଜ୍ୟ

୧୯ରେ ଓଡ଼ିଶା ଆସିବେ ନଡ୍ଡା

ଆସନ୍ତା ୧୯ ତାରିଖରେ ଆସନ୍ତା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ୧୯ ଓ ୨୦ରେ ରାଜ୍ୟ ବିଜେପି ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ବସିବ। ଉକ୍ତ ବୈଠକରେ ଯୋଗଦେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ନଡ୍ଡା।…

ଏଏସଓଙ୍କୁ ମାଡ ଘଟଣାରେ ରାଜଭବନ ଘେରିଲା କଂଗ୍ରେସ

ରାଜଭବନରେ କାର୍ଯ୍ୟରତ ଏଏସଓଙ୍କୁ ରାଜ୍ୟପାଳଙ୍କ ପୁଅ ମାଡ଼ ମାରିବା ଘଟଣା ତେଜିବାରେ ଲାଗିଲାଣି। ରାଜଭବନରେ କାର୍ଯ୍ୟରତ ଏଏସଓଙ୍କୁ ମାଡ଼ ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବି କରି କଂଗ୍ରେସର ବିରୋଧ ପ୍ରଦର୍ଶନ କରାଯାଇଛି । ରାଜ୍ୟପାଳଙ୍କ ପୁଅ ଲଳିତ କୁମାରଙ୍କ ଗିରଫ ଦାବି କରି…

ପୁରୀ ରାଜଭବନରେ ମାଡ଼ ଖାଇଥିବା ଏଏସଓଙ୍କ ବଦଳି

ପୁରୀ ରାଜଭବନରେ ମାଡ଼ ଖାଇଥିବା ଏଏସଓଙ୍କ ବଦଳି । ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ବିରୁଦ୍ଧରେ ସଙ୍ଗୀନ ଅଭିଯୋଗ ଆଣି ଚର୍ଚ୍ଚାରେ ଥିବା ଆସିଷ୍ଟାଂଟ ସେକ୍ସନ ଅଫିସର (ଏଏସଓ) ବୈକୁଣ୍ଠନାଥ ପ୍ରଧାନଙ୍କୁ ଆଜି ରାଜ୍ୟ ସରକାର ବଦଳି କରିଛନ୍ତି…

ରତ୍ନଭଣ୍ଡାର ପାଇଁ ଗୁରୁତ୍ବପୂର୍ଣ୍ଣ ବୈଠକ

ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ବୈଠକ । ରତ୍ନଭଣ୍ଡାର ଖୋଲାଯିବା ସଂପର୍କରେ ତଦାରଖ କମିଟିର ବୈଠକ । ପୁନର୍ବାର କେବେ ରତ୍ନଭଣ୍ଡାର ଖୋଲାଯିବ ସେ ନେଇ ଆଲୋଚନା । ବୈଠକରେ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ, ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ…

ଡବଲ୍ ଲଘୁଚାପ; ରାଜ୍ୟରେ ବଢ଼ିବ ବର୍ଷା

ଡବଲ୍ ଲଘୁଚାପ ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷା। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ତତସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପକ୍ଷେତ୍ର ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ୧୯ ବେଳକୁ ଆଉ…

ରାଜ୍ୟ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ହେଲେ ଓଏସ୍‌ପିସିବି ଅଧ୍ୟକ୍ଷ

ରାଜ୍ୟ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ନୂତନ ଦାୟିତ୍ବ ମିଳିଛି। ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଓଏସ୍‌ପିସିବି)ର ଅଧ୍ୟକ୍ଷ ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି। ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଆଜି…

ସିଂହଦ୍ବାରରେ ଲାଗିଲା ୩ ରଥ

ଶ୍ରୀମନ୍ଦିରର ସିଂହଦ୍ୱାର ସମ୍ମୁଖରେ ପହଞ୍ଚି ଯାଇଛି ମହାପ୍ରଭୁ ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ରଥ। ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ପ୍ରବଳ ଭିଡ଼ ଜମିଛି। ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜ ରଥ ସିଂହଦ୍ୱାରରେ ପହଞ୍ଚିଥିଲେ। ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ, ଶେଷରେ…

ଅନ୍ତରୀଣ ବଜେଟରେ ଦକ୍ଷତା ବିକାଶ ପାଇଁ ପ୍ରାୟ ୩୧ କୋଟି ଆବଣ୍ଟନ

ସ୍ଥାନୀୟ ୱାର୍ଲ୍‌ଡ ସ୍କିଲ ସେଣ୍ଟରଠାରେ ଆଜି ବିଶ୍ବ ଯୁବ ଦକ୍ଷତା ଦିବସ ପାଳିତ ହୋଇଯାଇ । ଓଡିଶାକୁ ଦକ୍ଷ ମାନବ ସମ୍ବଳ କେନ୍ଦ୍ରରେ ପରିଣତ କରିବା ପାଇଁ ଆମ ସରକାର ପ୍ରତିଶୃତିବଦ୍ଧ। ଦକ୍ଷତା ବିକାଶ ପାଇଁ ଏକ ରୋଡମ୍ୟାପ ପ୍ରସ୍ତୁତ କରାଯାଇଛି…

ରତ୍ନଭଣ୍ଡାର ପ୍ରସଙ୍ଗ: ଘନେଇଲା ଚାବି ବିବାଦ

ଭିତର ରତ୍ନଭଣ୍ଡାରର ୩ଟି ତାଲାରୁ ୨ଟିରେ କାହିଁକି ନଥିଲା ଜଉମୁଦ? ଆପେ ଖସିଯାଇଥିଲା ନା କେବେ କିଏ ଖୋଲିବାକୁ ଚେଷ୍ଟା କରିଥିଲା? କାହିଁକି ଡୁପ୍ଲିକେଟ ଚାବିରେ ଖୋଲିଲାନି କୌଣସି ଗୋଟିଏ ବି ତାଲା ? ଟ୍ରେଜେରିରୁ ଅଣାଯାଇଥିବା ଚାବି ବାସ୍ତବରେ ଡୁପ୍ଲିକେଟ…

ଆଇପିଏସ୍‌ ଡିଏସ୍‌ କୁଟ୍ଟେଙ୍କୁ ଓଏସ୍‌ଡି ଭାବେ ନିଯୁକ୍ତି

ବରିଷ୍ଠ ଆଇପିଏସ୍ ଅଫିସର ଡି. ଏସ. କୁଟ୍ଟେଙ୍କୁ ଓଏସ୍‌ଡି ଭାବେ ନିଯୁକ୍ତି । ରାଜ୍ୟ ଗୃହ ବିଭାଗ ଓଏସ୍‌ଡି ଭାବେ ନିଯୁକ୍ତି ଦେଲେ ସରକାର । ନିଲମ୍ବନ ଉଠିବା ପରେ କୁଟ୍ଟେଙ୍କୁ ନିଯୁକ୍ତି ଦେଲେ ସରକାର । ନିର୍ବାଚନ ସମୟରେ କୁଟ୍ଟେଙ୍କୁ…