Category: ରାଜ୍ୟ

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ଏଚ୍ଓଡି ସମୀର ସାହୁଙ୍କ ନାଁରେ ଅଭିଯୋଗ ନେଇ ତଥ୍ୟ ରଖିଲେ ଆଇସିସି ସଦସ୍ୟ

ବାଲେଶ୍ୱର ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ପରେ ପ୍ରତିକ୍ରିୟା ଦେଇଛନ୍ତି ଆଇସିସି କୋର୍ଡିନେଟର୍ ଜୟଶ୍ରୀ ମିଶ୍ର ଏବଂ ସଦସ୍ୟ ମୀନତି ସେଠୀ । ଏଚ୍ଓଡି ସମୀର ସାହୁଙ୍କ ନାଁରେ ଅଭିଯୋଗ ନେଇ ରଖିଲେ ତଥ୍ୟ ।…

ଆଇଏଏସ୍‌ ବିଷ୍ଣୁପଦ ସେଠୀଙ୍କୁ ଆଶ୍ୱସ୍ତି; ବଢିଲା ଅନ୍ତରୀଣ ସୁରକ୍ଷା

ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ମିଳିଲା ଆଶ୍ୱସ୍ତି । ତାଙ୍କ ଅନ୍ତରୀଣ ଜାମିନ ଅବଧି ବୃଦ୍ଧି । ଜୁଲାଇ ୧୮ ତାରିଖ ଯାଏଁ ଅନ୍ତରୀଣ ସୁରକ୍ଷାକୁ ବଳବତ୍ତର ରଖିଛନ୍ତି ହାଇକୋର୍ଟ। ଏହି ଅବଧି ମଧ୍ୟରେ ସେମାନଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରିବ…

ଏଫଏମ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟଣା; ସନ୍ଧ୍ୟା ପରେ ଆସିବ ବଡ଼ ନିଷ୍ପତ୍ତି: ରାଜସ୍ବ ମନ୍ତ୍ରୀ

ବାଲେଶ୍ବର ସ୍ଥିତ ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାକୁ ନେଇ ଆଜି ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ । ନେଇ ଘଟଣାରେ ଆଜି ସନ୍ଧ୍ୟା ସୁଦ୍ଧା ନିଆଯିବ ବଡ଼ ନିଷ୍ପତ୍ତି ନିଆଯିବ ବୋଲି ଏହି ବୈଠକ…

୫ ବର୍ଷରୁ ଅଧିକ ବୟସ ପିଲାମାନେ ହେବେ ରାସନ କାର୍ଡରେ ସାମିଲ

୩ ମାସରେ ଇ-କେୱାଇସି ନ କଲେ କରାଯିବ ରାସନ କାର୍ଡ । ଏନେଇ ଆଜି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି ଏ ପର୍ଯ୍ୟନ୍ତ ରାସନ କାର୍ଡ ପାଇଁ ୨୦ ଲକ୍ଷ ୫୮ ହଜାର…

ଝିଅକୁ ନେଇ ରାଜନୀତି ନ କରିବାକୁ ଅପିଲ୍ କଲେ ସୌମ୍ୟାଶ୍ରୀଙ୍କ ବାପା

ବାଲେଶ୍ୱର ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଦ୍ୱିତୀୟ ବର୍ଷ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ କୁ ନେଇ ରାଜନୀତି ନ କରିବାକୁ ଅପିଲ୍ କରିଛନ୍ତି ସୌମ୍ୟାଶ୍ରୀଙ୍କ ବାପା । ଝିଅ ଚାଲିଯାଇଛି, ତେଣୁ ତାକୁ ନେଇ ଆଉ ରାଜନୀତି…

ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦାବିରେ ସାରା ରାଜ୍ୟରେ ବିଜେଡିର ବିକ୍ଷୋଭ ଆରମ୍ଭ

ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁରେ ରାଜ୍ୟ ସରକାରଙ୍କ ବିଫଳତାକୁ ବିରୋଧ କରି ସାରା ରାଜ୍ୟରେ ବିଜେଡି ବିକ୍ଷୋଭ ଆରମ୍ଭ କରିଛି । ଭୁବନେଶ୍ୱର, ବାଲେଶ୍ୱର ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ, ବାରିପଦା ଏବଂ ବିଭିନ୍ନ ସ୍ଥାନରେ ଛାତ୍ର ବିଜେଡି…

ରାଜନୈତିକ ଚକ୍ରବ୍ୟୁହରେ ଫସିଗଲେ ପୀଡିତା

ଗିରଫ ହେଲେ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାର ଦୁଇ ଅଭିଯୁକ୍ତ । ମୁଖ୍ୟ ଅଭିଯୁକ୍ତ ଫକୀର ମୋହନ କଲେଜ ବିଏଡ ବିଭାଗ ଏଚଓଡି ସମୀର କୁମାର ସାହୁ ଓ ସହ‌ଯୋଗୀ ଅଭିଯୁକ୍ତ ପୂର୍ବତନ ଅଧ୍ୟକ୍ଷ ଡକ୍ଟର ଦିଲ୍ଲୀପ କୁମାର ଘୋଷ ।…

ବିଫଳ ବ୍ୟବସ୍ଥା ସୌମ୍ୟାଶ୍ରୀଙ୍କ ଜୀବନ ନେଲା କହିଲେ ନବୀନ ପଟ୍ଟନାୟକ

ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସରକାରଙ୍କ ବିଫଳ ବ୍ୟବସ୍ଥା ଜଣଙ୍କ ଜୀବନ ନେଇଗଲା ବୋଲି ସେ କହିଛନ୍ତି । ସବୁଠୁ କଷ୍ଟଦାୟକ ହେଉଛି,…

ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଆତ୍ମହତ୍ୟା ନୁହେଁ, ବ୍ୟବସ୍ଥା ଦ୍ୱାରା ସଂଗଠିତ ହତ୍ୟା କହିଲେ ରାହୁଲ

ଫକୀର ମୋହନ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ ବିଏଡ୍‌ ଦ୍ଵିତୀୟ ବର୍ଷର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ରାହୁଲ ଗାନ୍ଧୀ । ସେ କହିଛନ୍ତି ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଆତ୍ମହତ୍ୟା ନୁହେଁ, ଏହା ବିଜେପିର ବ୍ୟବସ୍ଥା ଦ୍ଵାରା…

ଆସନ୍ତା ୧୭ ତାରିଖରେ କଂଗ୍ରେସ ର ଓଡ଼ିଶା ବନ୍ଦ ଡାକରା

ବାଲେଶ୍ଵର ଫକୀରମୋହନ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ ଓ ବାମପନ୍ଥୀ ଦଳ । ବାଲେଶ୍ଵର ଏଫ୍ ଏମ୍ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ମିଳିତ ବିରୋଧୀ ଦଳ ପକ୍ଷରୁ ସାମ୍ବାଦିକଙ୍କୁ…