Category: ରାଜ୍ୟ

ଗୁଟ୍‌ଖାରୁ ମିଳିଛି ରାଜ୍ୟକୁ ୧୦୧୨ କୋଟି ରାଜସ୍ବ

୨୦୨୩-୨୪ରେ ଗୁଟଖାରୁ ରାଜ୍ୟକୁ ମିଳିଥିଲା ୧୦୧୨ କୋଟି ଟଙ୍କା । ଆଜି ବିଧାନଭାରେ ଗୁଟଖାରୁ ଟିକସକୁ ନେଇ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ୧୦୧୨.୫୬ କୋଟିର ଟିକସ ଆଦାୟ କରିଥିଲେ ରାଜ୍ୟ ସରକାର । ୨୦୨୪-୨୫ ଜୁଲାଇ ସୁଦ୍ଧା…

ଓଡ଼ିଶାରେ ହେବନି ହାଇକୋର୍ଟ ବେଞ୍ଚ

ରାଜ୍ୟରେ ପ୍ରତିଷ୍ଠା ହେବ ନାହିଁ ହାଇକୋର୍ଟ ବେଞ୍ଚ । ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନେଇ ଦୀର୍ଘ ଦିନ ହେବ ଦାବି କରିଆସୁଛନ୍ତି ପଶ୍ଚିମ ଓଡ଼ିଶାବାସୀ। ଏନେଇ ଅନେକ ଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ମଧ୍ୟ ହୋଇଥିଲା। କିନ୍ତୁ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା…

ଭୁବନେଶ୍ୱର କମିଶନରେଟ ପୋଲିସରେ ବଡ ଧରଣର ଅଦଳବଦଳ

ଭୁବନେଶ୍ୱର କମିଶନରେଟ ପୋଲିସରେ ବଡ ଧରଣର ଅଦଳବଦଳ ହୋଇଛି। କେବଳ ଭାରପ୍ରାପ୍ତ ଅଧିକାରୀ ନୁହନ୍ତି, ଥାନାମାନଙ୍କରେ ବର୍ଷ ବର୍ଷ ଧରି ଗାଦି ମାଡି ବସିଥିବା ଏସଆଇ, କନଷ୍ଟେବଳ ମଧ୍ୟରେ ସମ୍ପୂର୍ଣ ବଦଳି କରାଯାଇଛି। ପୋଲିସ ବଦଳି କ୍ଷେତ୍ରରେ ଏହା ବୋଧହୁଏ ସବୁଠୁ…

ପାରାଦୀପ ବାଉରିଆପାଳନ୍ଦାରେ ଟ୍ରେନ ଲାଇନଚ୍ୟୁତ

ପାରାଦୀପ ବାଉରିଆପାଳନ୍ଦାରେ ଟ୍ରେନ ଲାଇନଚ୍ୟୁତ ହୋଇଛି। ଇଞ୍ଜିନରୁ ଅଲଗା ହୋଇଯାଇଛି ୧୭ଟି ବଗି। ଗୋଟିଏ ବଗି ଓଲଟିଛି, ଗୋଟିଏ ଅଧା ଅଣେଇ ହୋଇରହିଛି । ଟ୍ରାକରୁ ବାହାରି ବଗି ଲାଇନଚ୍ୟୁତ ହୋଇଯାଇଛି।

ତାଳଚେର ଖଣି ଉପନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ଚଢଉ

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢଉ କରିଛି। ଏକକାଳୀନ ୫ଟି ସ୍ଥାନରେ ଚଢ଼ଉ ଜାରି ରଖିଛି। ତାଳଚେରରେ ଥିବା ବାସଭବନ, ତେଲକୋଇ ଥାନା ଛାମୁଣ୍ଡା ଗାଁରେ ଥିବା ପୈତୃକ ଘର,…

ନନ୍ଦନକାନନକୁ ଆସିଲେ ୨ ଜିରାଫ

କୋଲକାତା ଆଲିପୁର ଚିଡ଼ିଆଖାନାରୁ ନନ୍ଦନକାନନକୁ ଆସିଲେ ନୂଆ ଅତିଥି। ଦେଢ଼ ବର୍ଷର ପୁରୁଷ ଓ ୧୩ ମାସର ମାଈ ଜିରାଫ ଆସିଛନ୍ତି । ଆଲିପୁର ଚିଡ଼ିଆଖାନାରୁ ଗତ ୩୧ ତାରିଖ ରାତିରେ ଜିରାଫକୁ ନେଇ ବାହାରିଥିବା ସ୍ୱତନ୍ତ୍ର କଣ୍ଟେନର୍ ୨୫ ଘଣ୍ଟାର…

ବିଶ୍ୱର ବଡ଼ ରାଜନୈତିକ ଦଳର ସଦସ୍ୟ ଭାବେ ଆଚ୍ଚରଣ ଓ ଉଚ୍ଚାରଣ ଠିକ ରଖନ୍ତୁ

ନିର୍ବାଚନ ଏବଂ ନିର୍ବାଚନ ପରବର୍ତ୍ତୀ ସମୟରେ ଦଳୀୟ ଅନୁଶାସନ ଭଙ୍ଗ ଓ ବିଶୃଙ୍ଖଳା ସୃଷ୍ଟି ପ୍ରସଙ୍ଗରେ ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ଶୃଙ୍ଖଳା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଶ୍ୱର ସବୁଠୁ ବଡ ରାଜନୈତିକ ଦଳର ସଦସ୍ୟ ଭାବେ ନିଜ ଆଚରଣ…

ଚିକିଟି ମଦମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି

ଗଞ୍ଜାମ ଜିଲ୍ଲା ଚିକିଟି ମଦ ବିଭୀଷିକା ଘଟଣାରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି। ତେବେ ମଦ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ହୋଇଛି। ଏମକେସିଜିରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି। ମୃତ ବ୍ୟକ୍ତି ଜଣଙ୍କ କରବାଲୁଆ ଅଞ୍ଚଳର ବୋଲି ସୂଚନା…

କେନ୍ଦ୍ରାପଡ଼ାରେ ବାର୍ଡ ଫ୍ଲୁ ବ୍ୟାପିବା ଆଶଙ୍କା

ପୁରୀ ଜିଲ୍ଲାର ପିପିଲି, ସତ୍ୟବାଦୀ, ନିମାପଡା ଓ ଡେଲାଙ୍ଗରେ ବାର୍ଡ ଫ୍ଲୁ ବ୍ୟାପିଛି। ଏବେ କେନ୍ଦ୍ରାପଡ଼ାରେ ବ୍ୟାପିଥିବା ନେଇ ଆଶଙ୍କା କରାଯାଉଛି। ରାସ୍ତାକଡ଼ରୁ ୪ ବସ୍ତା ମୃତ କୁକୁଡ଼ା ଠାବ ହୋଇଛି। ଡେରାବିଶ ଥାନା ନରସିଂହପୁର ପଞ୍ଚାୟତ ବାଇକିଆ ରାସ୍ତାରେ ମୃତ…

ବାଲେଶ୍ବର ନାବାଳିକା ଦୁଷ୍କର୍ମ-ହତ୍ୟା ଘଟଣାରେ ସରକାରଙ୍କ ନିଷ୍କ୍ରିୟତା ଦୁର୍ଭାଗ୍ୟଜନକ: ବିଜେଡି

ବାଲେଶ୍ଵର ଜିଲ୍ଲାର ରେମୁଣା ନିର୍ବାଚନ ମଣ୍ଡଳୀ ଅଞ୍ଚଳରେ ଘଟିଥିବା ଆଦିବାସୀ ନାବାଳିକା ଦୁଷ୍କର୍ମ ଓ ହତ୍ୟା ଘଟଣାରେ ବିଜେଡି ମୁଖପାତ୍ର ଲେଖାଶ୍ରୀ ସାମନ୍ତସିଂହାର ନିଷ୍କ୍ରିୟତା ଅଭିଯୋଗ କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ବିଜୁ ଜନତା ଦଳର ମୁଖ୍ୟାଳୟ ଶଙ୍ଖ…