Category: ରାଜ୍ୟ

୧୦୦ ଦିନିଆ କାର୍ଯ୍ୟ ଖସଡ଼ା ନେଇ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀମାନଙ୍କୁ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ଚାଲିଛି । ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ରାଜ୍ୟ ଅତିଥି ଭବନରେ ଏହି ବୈଠକ ବସିଛି। ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସମେତ ଅଧିକାଂଶ ବିଭାଗର ମନ୍ତ୍ରୀମାନେ ଉପସ୍ଥିତ ଅଛନ୍ତି। ଆଗକୁ ବିଭାଗ…

ବଡ଼ଦାଣ୍ଡରେ ଷ୍ଟଲ ପ୍ରସଙ୍ଗ: ହାଇକୋର୍ଟଙ୍କ ସର୍ତ୍ତମୂଳକ ଅନୁମତି

ଚଳିତ ବର୍ଷ ରଥଯାତ୍ରା ସମୟରେ ବଡ଼ଦାଣ୍ଡରେ ଷ୍ଟଲ ଲାଗିବା ପ୍ରସଙ୍ଗରେ ସର୍ତ୍ତମୂଳକ ଅନୁମତି ଦେଇଛନ୍ତି ହାଇକୋର୍ଟ। ବଡ଼ ଦାଣ୍ଡରେ ବ୍ୟବସାୟ ଉଦ୍ଦେଶ୍ୟରେ କୌଣସି ଷ୍ଟଲ ଲାଗିବ ନାହିଁ । ଯାହ ବି ଷ୍ଟଲ ଲାଗିବ ତାହା କେବଳ ଜନସେବା ପାଇଁ ।…

ସୁସ୍ଥ ହେଲେ ଶ୍ରୀଜୀଉ: ଚାଲିଛି ରାଜପ୍ରାସାଦ ବିଜେ ନୀତି

ଆଜି ଅନବସର ଦ୍ୱାଦଶୀ । ଗୁପ୍ତ ଉପଚାର ପରେ ଜ୍ୱରରେ ପୀଡିତ ଶ୍ରୀଜିଉ ସୁସ୍ଥ ହୋଇଛନ୍ତି। ମହାପ୍ରଭୁଙ୍କ ସୁସ୍ଥ ଖବର ନେଇ ସେବାୟତମାନେ ରାଜପ୍ରାସାଦରେ ପହଞ୍ଚିଲେ। ଶ୍ରୀଜିଉଙ୍କ ସୁସ୍ଥ ଖବର ନେଇ ମହାରାଜାଙ୍କୁ ଜଣାଇବେ ସେବାୟତ । ଦଇତାପତି ସେବକମାନେ ଏକ…

ବିଜେଡିରେ ବିଭୀଷଣ କିଏ? ଚାଲିଛି ଆଲୋଚନା

ବିଜେଡିରେ ଅନେକ ବିଭୀଷଣ ଅଛନ୍ତି ଯେଉଁମାନେ ଦଳ ଭାଙ୍ଗିବାକୁ ଚେଷ୍ଟା କରୁଛନ୍ତି । ବୁଧବାର ପ୍ରତାପ ଦେବଙ୍କ ବାସଭବନରେ ବିଜେଡି ନେତାଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକରୁ ବାହାରିବା ବିଜେଡି କର୍ପୋରେଟର ଅମରେଶ ଜେନା ଏଭଳି ମନ୍ତବ୍ୟ ଦେଇଛନ୍ତି । ଏହା ଉପରେ ଆଲୋଚନା…

୬ରୁ ଛେଚିବ ବର୍ଷା

ରାଜ୍ୟରେ ବଡ଼ ବର୍ଷା ସମ୍ଭାବନା ନଥିଲେ ମଧ୍ୟ ପ୍ରତିଦିନ କିଛି କିଛି ସ୍ଥାନରେ ହାଲୁକାରୁ ସ୍ୱଳ୍ପ ବର୍ଷା ହୋଇପାରେ। ୫ରୁ କିଛି ମାତ୍ରାରେ ବର୍ଷା ପରିମାଣ ବଢ଼ିପାରେ। ହେଲେ ୬ ତାରିଖରେ କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି…

ପ୍ରତାପଙ୍କ ଘରେ ବିଜେଡି ନେତାଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ପ୍ରତାପ ଦେବଙ୍କ ବାସଭବନରେ ବିଜେଡି ନେତାଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଛି। ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ ଓ ପ୍ରମିଳା ମଲ୍ଲିକ ଉପସ୍ଥିତ ଥିଲେ। ବିଧାୟକ ସୁଶାନ୍ତ ରାଉତଙ୍କ ସହ କିଛି କର୍ପୋରେଟର ମଧ୍ୟ ଉପସ୍ଥିତ ଥିବା ଜଣାପଡିଛି। ବିଜେଡିରେ ଅନ୍ତଃକନ୍ଦଳ…

ଦରଦାମ ବୃଦ୍ଧିକୁ ନେଇ ବିଜେଡିର ପ୍ରେସମିଟ୍: ଦରଦାମ ନିୟନ୍ତ୍ରଣ ନହେଲେ ଆନ୍ଦୋଳନକୁ ଓହ୍ଲାଇବ ବିଜେଡି

ଶଙ୍ଖ ଭବନରେ ଆଜି ଦରଦାମ ବୃଦ୍ଧିକୁ ନେଇ ପ୍ରେସମିଟ କରିଛି ବିଜେଡି । ପ୍ରେସମିଟ୍ ମାଧ୍ୟମରେ ବିଜେଡି କହିଛି ଦିନକୁ ଦିନ ଦରଦାମ ବୃଦ୍ଧି ଯୋଗୁଁ ସାଧାରଣ ଲୋକଙ୍କୁ ବେଶ ବଢୁଛି ଏବଂ ଲୋକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।…

ରତ୍ନଭଣ୍ଡାର ଖୋଲିବ ନିଶ୍ଚିତ: ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ରତ୍ନଭଣ୍ଡାର ଖୋଲାଯିବା ନେଇ ଆଜି ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ଏନେଇ ନିଷ୍ପତି ସରିଛି । ମୋଡାଲିଟି ପ୍ରସ୍ତୁତ କରାଯିବା ସହ ଦିନେ ଦୁଇ ଦିନ ମଧ୍ୟରେ ତାରିଖ ଘୋଷଣା ହେବ । ଏନେଇ ସରକାରଙ୍କ…

ଭୁଲ୍ ଇଞ୍ଜେକସନ୍ ଯୋଗୁଁ ନାବାଳକର ମୃତ୍ୟୁ!

କଟକ ମଙ୍ଗଳାବାଗ ଥାନା ଅଞ୍ଚଳର ଏକ ଘରୋଇ ମେଡିକାଲରେ ଉତ୍ତେଜନା । ଭୁଲ୍ ଇଞ୍ଜେକସନ୍ ଯୋଗୁଁ ନାବାଳକର ମୃତ୍ୟୁ ଅଭିଯୋଗ ହୋଇଛି । ମୃତକ ହେଲେ ଯାଜପୁର ଜିଲ୍ଲାର ୧୪ ବର୍ଷୀୟ ରଶ୍ମୀରଞ୍ଜନ ମଲ୍ଲିକ। ଏକ ଅପରେସନ ପାଇଁ ରଶ୍ମୀରଞ୍ଜନ ମେଡିକାଲ…

ଆସାମରେ ତାଣ୍ଡବ କରୁଛି ବନ୍ୟା: ୩୮ ମୃତ

ଆସାମରେ ବନ୍ୟାର ତାଣ୍ଡବ । ଆସାମ ବର୍ତ୍ତମାନ ଏକ ଭୟଙ୍କର ବନ୍ୟା ପରିସ୍ଥିତିର ସାମନା କରୁଛି । ସମ୍ପ୍ରତି ବନ୍ୟା ପରିସ୍ଥିତି ଗମ୍ଭୀର ରହିବା ସହିତ ଏଥିରେ ପ୍ରାୟ ୩୮ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଅନେକ ଅଞ୍ଚଳ ଜଳମଗ୍ନ ହୋଇଛି,…