Category: ରାଜ୍ୟ

‘ମୋ ବସ୍’ରେ ଯାତ୍ରାକରି ସମୀକ୍ଷା କଲେ ଗୃହ ନଗର ଉନ୍ନୟନ ମନ୍ତ୍ରୀ

ମୋ ବସ୍‌ରେ ଯାତ୍ରା କରି ସମୀକ୍ଷା କରିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ସେ ମାଷ୍ଟର କ୍ୟାଣ୍ଟିନରୁ ଗାଡ଼କଣା ଯାଏ ‘ମୋ ବସ୍’ରେ ଯାତ୍ରା କରିଥିବାର ଦେଖିବାକୁ ମିଳିଛି । ତାଙ୍କ ସହ ସଚିବ ଅରୁଣ ବୋଥ୍ରା ମଧ୍ୟ…

ବବି ଓ ପାଣ୍ଡିଆନ ଦଳର କ୍ଷତି କଲେ, କର୍ମଫଳ ଭୋଗିଲେ: ପ୍ରଭାତରଂଜନ ବିଶ୍ବାଳ

ଚୌଦ୍ବାର କଟକରେ ସୌଭିକ ବିଶ୍ବାଳଙ୍କ ବିଜୟ ପାଇଁ କଟକର ମହାନଦୀବିହାରସ୍ଥିତ ସେଲିବ୍ରେସନ ମଣ୍ଡପରେ ଆୟୋଜିତ ବିଜେଡି କର୍ମୀଙ୍କୁ ଧନ୍ୟବାଦ ପ୍ରଦାନ ସମାରୋହରେ ଉଦ୍‌ବୋଧନ ଦେଇ ନିର୍ବାଚନରେ ବିଜେଡିର ପରାଜୟକୁ ନେଇ ସିଧାସଳଖ ଭି. କେ. ପାଣ୍ଡିଆନ ଓ ବିଜେଡିର ସଙ୍ଗଠନ ସଂପାଦକ…

୮ରୁ ଆରମ୍ଭ ହୋଇପାରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ପ୍ରକ୍ରିୟା!

ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାର ତଦାରଖ କମିଟିର ଅଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତ ଆସନ୍ତା ୪ ତାରିଖରେ ଓଡ଼ିଶା ଆସୁଛନ୍ତି। ୫ ତାରିଖରେ ରତ୍ନଭଣ୍ଡାର ଯାଞ୍ଚ କମିଟିର ବୈଠକ ବସିବ। ଯଦି କମିଟିର ସହମତି ହୁଏ ତା’ହେଲେ ୮ତାରିଖରୁ ରତ୍ନଭଣ୍ଡାର ଖୋଲିବା ନେଇ…

ପୋଲିସ ସହ ଗୁଳି ବିନିମୟ: ୫ ମାଓବାଦୀ ନିହତ

ଛତିଶଗଡ଼ ନାରାୟଣପୁରରେ ପୋଲିସ ସହ ଗୁଳି ବିନିମୟରେ ମଙ୍ଗଳବାର ୫ ମାଓବାଦୀ ନିହତ ହୋଇଛନ୍ତି । ଛତିଶଗଡ଼ ନାରାୟଣପୁର ଜିଲ୍ଲା ଅବୁଝମାଡର ଘାମାଣ୍ଡି ଏବଂ କୁରେଭାଇ ଗ୍ରାମ ମଧ୍ୟରେ ଛତିଶଗଡ଼ର ୪ ଜିଲ୍ଲାରୁ ୧୦୦ରୁ ଊର୍ଦ୍ଧ୍ୱ ଏସ୍‌ଟିଏଫ୍‌, ଡିଆର୍‌ଜି ଓ ସିଆର୍‌ପିଏଫ୍‌…

ରାହୁଲଙ୍କ ପୋଷ୍ଟର ଉପରକୁ ଗୋବର ମାଡ଼: ବିଜେପି-କଂଗ୍ରେସ କର୍ମୀ ମୁହାଁମୁହିଁ

ଦୁଇ ରାଜନୈତିକ ଦଳ ପାଇଁ ରଣକ୍ଷେତ୍ର ପାଲଟିଲା ରାଜଧାନୀର ମାଷ୍ଟରକ୍ୟାଣ୍ଟିନ୍ । ବିଜେପି କର୍ମୀଙ୍କ ରାହୁଲ ଗାନ୍ଧୀଙ୍କ ପୋଷ୍ଟର ଉପରକୁ ଗୋବର ମାଡ଼କୁ କେନ୍ଦ୍ର କରି ବିଜେପି-କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଛନ୍ତି । ସ୍ଥିତି ଏପରି ହୋଇଯାଇଥିଲା ଯେ ଉଭୟ ଦଳର…

ନବୀନଙ୍କ ସ୍ୱାସ୍ଥ୍ୟବସ୍ଥାକୁ ନେଇ ମିଛ ପ୍ରଚାର କରୁଥିଲେ ପ୍ରଧାନମନ୍ତ୍ରୀ: ସୁଲତା ଦେଓ

ରାଜ୍ୟସଭାରେ ମୋଦୀ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ରାଜ୍ୟସଭା ସାଂସଦ ସୁଲତା ଦେଓ । ସଂସଦରେ ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କରି ପ୍ରଶ୍ନ ବଣରେ ବିଜେପିକୁ ଘାଇଲା କରିଛନ୍ତି ସୁଲତା, ସେ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିର୍ବାଚନ ସମୟରେ ନବୀନଙ୍କ ସ୍ୱାସ୍ଥ୍ୟବସ୍ଥା…

ପୂର୍ବ ସରକାର ବନ୍ଦ କରିଥିବା ସ୍କୁଲ ନେଇ ତର୍ଜମା ହେବ: ଗଣଶିକ୍ଷା ମନ୍ତ୍ରୀ

ପୂର୍ବ ସରକାରଥିବା ବେଳେ ବନ୍ଦ ହୋଇଥିବା ସ୍କୁଲଗୁଡ଼ିକ ଖୋଲାଯିବ। ଏ ନେଇ ମଙ୍ଗଳବାର ଗଣଶିକ୍ଷା ବିଭାଗ ପକ୍ଷରୁ ସଚିବଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁଠି ପିଲାଙ୍କୁ ପାଠ ପଢିବା ପାଇଁ ଦୂରକୁ ସ୍କୁଲ ଯିବାକୁ ପଡୁଛି, ଅନ୍ୟପକ୍ଷେ ସ୍ଥାନୀୟ ଲୋକଙ୍କର ଦାବି ଅଣଦେଖା…

ଆଦିତ୍ୟ ମହାପାତ୍ର ନବୀନଙ୍କ ବ୍ୟକ୍ତିଗତ ସଚିବ

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭାବେ ଆଦିତ୍ୟ ମହାପାତ୍ରଙ୍କୁ ନିଯୁକ୍ତି ଦିଆଯାଇଛି। ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଥିଲେ ଆଦିତ୍ୟ। ସୂଚନାଯୋଗ୍ୟ, ନବୀନ ପଟ୍ଟନାୟକ ଯେତେବେଳେ ମୁଖ୍ୟମନ୍ତ୍ରୀ ଥିଲେ, ସେତେବେଳେ ଆଇଏଏସ୍‌ କାର୍ତ୍ତିକ ପାଣ୍ଡିଆନଙ୍କୁ ବ୍ୟକ୍ତିଗତ…

ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟକୁ ବିଜେପିର ସମାଲୋଚନା

ସଂସଦରେ ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟକୁ କଡ଼ା ସମାଲୋଚନା କରିଛି ବିଜେପି। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସମାଲୋଚନା କରି କହିଛନ୍ତି କଂଗ୍ରେସ ଆତ୍ମସମୀକ୍ଷା କରୁ। କଂଗ୍ରେସ ଶିଷ୍ଟାଚାର ଭୁଲିଯାଇଛି ବୋଲି କହିଲେ ମନମୋହନ। ଆତ୍ମଗର୍ବ, ଅହଂକାର ପାଇଁ କଂଗ୍ରେସର ଅବସ୍ଥା…

ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ଥର ପାଇଁ ରଥଯାତ୍ରା ସମୀକ୍ଷା କରିଛନ୍ତି। ବୈଠକରେ ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କରାଯାଇଛି। ପୁରୀ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଏ ନେଇ ସୂଚନା ଦେଇଛନ୍ତି। ଚଳିତବର୍ଷ ଜୁଲାଇ ୭ ଓ…