Category: ରାଜ୍ୟ

ବିଏମ୍‌ସି ଓ ବିଡିଏରେ ଅଭିଯୋଗର ଶୁଣାଣି ଆରମ୍ଭ

ବିଏମସି ଓ ବିଡିଏ ପକ୍ଷରୁ ଆଜିଠାରୁ ପୁଣି ଅଭିଯୋଗର ଶୁଣାଣି ଆରମ୍ଭ ହୋଇଛି। ନିର୍ବାଚନ ଆଚରଣବିଧି ହଟିବା ପରେ ଅଭିଯୋଗର ଶୁଣାଣି ଆରମ୍ଭ ହୋଇଛି । ପ୍ରତି ସୋମବାର ଦିନ ୧୧ଟାରୁ ୧ଟା ୩୦ ମଧ୍ୟରେ ଶୁଣାଣି ହେବ ବୋଲି ନିଷ୍ପତ୍ତି…

ଖୋଲିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୁଲାଇ ୧ ତାରିଖରୁ ଅଥତ ଆଜି ସାଧାରଣ ଜନତାଙ୍କ ଅଭିଯୋଗ ଣୁଣାଣି କରିବେ। ପ୍ରତି ସୋମବାର ଏଠାରେ ମୁଖ୍ୟମନ୍ତ୍ରୀ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିବେ। ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଖୋଲିବା ମାତ୍ରେ ଆରମ୍ଭରୁ ପ୍ରବଳ…

ସପ୍ତଶଯ୍ୟା ପାହାଡ଼ରେ ହଜିଯାଇଥିବା ୫ ନିଖୋଜ ଛାତ୍ର ଉଦ୍ଧାର

ସପ୍ତଶଯ୍ୟା ପାହାଡ଼ରେ ନିଖୋଜ ହୋଇଯାଇଥିବା ୫ ଛାତ୍ରଙ୍କୁ ଉଦ୍ଧାର କରାଯାଇଛି । ବିଳମ୍ବିତ ରାତିରେ ଉଦ୍ଧାର କଲେ ବନ ବିଭାଗ କର୍ମଚାରୀ ଓ ପୋଲିସ । ବର୍ଷା ହେବାରୁ ରାସ୍ତା ଭୁଲି ୫ ଛାତ୍ର ପାହାଡ଼ ଉପରୁ ଫେରି ପାରି ନ…

ନିକୁଞ୍ଜ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ

ବରିଷ୍ଠ ପ୍ରଶାସକ ଶ୍ରୀ ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ସେ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ ଅଛନ୍ତି।

ନୂଆ ଓଡ଼ିଶା ଗଠନ ଓ ଓଡ଼ିଆ ଅସ୍ମିତାର ସଂକଳ୍ପ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱରସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ବିଜେପିର ସମ୍ବର୍ଦ୍ଧନା ସଭାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଏକ ନୂଆ ଓଡ଼ିଶା ଗଠନର ଦାୟିତ୍ୱ ଆମମାନଙ୍କୁ ମିଳିଛି। ଓଡ଼ିଆ ଅସ୍ମିତାକୁ ବଜାୟ ରଖିବା ପାଇଁ ମଧ୍ୟ ଆମକୁ ସଂକଳ୍ପ ନେବାକୁ ପଡ଼ିବ।…

ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା

ଓଡ଼ିଶାର ନୂଆ ମୁଖ୍ୟଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା। ଆଜି ସେ ଲୋକସେବା ଭବନ ଯାଇ ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ମନୋଜ ଆହୁଜା ହେଉଛନ୍ତି ୧୯୯୦ ବ୍ୟାଚର ଆଇଏଏସ୍…

ଦଳୀୟ ସଙ୍ଗଠନକୁ ଶକ୍ତିଶାଳୀ କରିବାକୁ ଆହ୍ୱାନ ଦେଲେ ମନମୋହନ

ଭୁବନେଶ୍ୱରରେ ବିଜେପିର ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ନବନିର୍ବାଚିତ ବିଧାୟକ ଓ ସାଂସଦଙ୍କୁ ସମ୍ବର୍ଦ୍ଧିତ କରୁଛି ଦଳ। ଏହି ପରିପ୍ରେକ୍ଷୀରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ଦଳୀୟ ସଙ୍ଗଠନକୁ ଶକ୍ତିଶାଳୀ କରିବାକୁ ଆହ୍ୱାନ ଦେଇଛନ୍ତି।…

୫ ବର୍ଷରେ ଓଡ଼ିଶାକୁ ୧ ଲକ୍ଷ କୋଟି ଟଙ୍କାର ନୂଆ ପ୍ରକଳ୍ପ ଆସିବ: ରେଳ ମନ୍ତ୍ରୀ

୧୦ ବର୍ଷ ତଳେ ଓଡ଼ିଶାକୁ ମାତ୍ର ୮ ଶହ କୋଟି ରେଲୱେ ଅନୁଦାନ ମିଳୁଥିଲା। ଓଡ଼ିଶାରେ ରେଳ ସ୍ୱପ୍ନକୁ ବର୍ଷ ବର୍ଷ ଧରି ଗୁରୁତ୍ୱ ଦିଆଯାଉ ନଥିଲା । କିନ୍ତୁ ଗତ ୧୦ ବର୍ଷ ଭିତରେ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଥିବା…

ଆଗାମୀ ୨ ଦିନ ରାଜ୍ୟରେ ପ୍ରବଳ ବର୍ଷା

ଆଗାମୀ ୨ ଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡଘଡି…

ପେପର ମିଲ୍‌ରେ ଭୟାବହ ଅଗ୍ନିକାଣ୍ଡ

ଟିଟିଲାଗଡ଼ ନିକଟସ୍ଥ ଚୋରମରା ଗାଁରେ ଥିବା ମହାବୀର ପେପର କାଗଜ ଫ୍ୟାକ୍ଟ୍ରିରେ ଲାଗିଛି ଭୟଙ୍କର ନିଆଁ। ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ ହୋଇଯାଇଥିବା ସୂଚନା ମିଳିଛି। କୌଣସି ଏକ ରାସାୟନିକ ପଦାର୍ଥର ବିସ୍ଫୋରଣ ହେବା ଫଳରେ ନିଆଁ ଲାଗିଯାଇଥିବା ପ୍ରାଥମିକ…