Category: ରାଜ୍ୟ

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ସନ୍ଧ୍ୟାରେ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ।ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିବା ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଦାୟିତ୍ୱ ନେବା ପରେ ପ୍ରଥମଥର…

ମହାନଦୀ ଜଳ ବିବାଦକୁ ନେଇ ବିଜେଡିର ପ୍ରେସମିଟ୍‌

ମହାନଦୀ ଜଳ ବିବାଦକୁ ନେଇ ଆଜି ବିଜେଡିର ବରିଷ୍ଠ ନେତା ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ମହାନଦୀ ଜଳ ବିବାଦକୁ ନେଇ ରାଜସ୍ୱ ମନ୍ତ୍ରୀଙ୍କ କଡ଼ା ସମାଲୋଚନା ପରେ ଆଜି ସ୍ପଷ୍ଟୀକରଣ ରଖିବା ସହ କାଉଣ୍ଟର କରିଛି ବିଜେଡି। ଦେବୀ ମିଶ୍ର,…

ଦିଲ୍ଲୀରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ-ମୁଖ୍ୟମନ୍ତ୍ରୀ

୩ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ । ଦାୟିତ୍ୱ ନେବା ପରେ ପ୍ରଥମ ଥର ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେଭି ସିଂଦେଓ ଦିଲ୍ଲୀ ଯାଇଛନ୍ତି ।ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବା…

ବିଜେଡି ଗୋଟିଏ ବି ଏମ୍‌ପି ସିଟ୍ ରଖିପାରିଲାନି, ଆମେ ଜିତିଲୁ: ଶରତ ପଟ୍ଟନାୟକ

ନିର୍ବାଚନରେ ପରାଜୟ ପରେ ବଢ଼ିଲା ରାଜ୍ୟ କଂଗ୍ରେସ କନ୍ଦଳ । ପିସିସି ସଭାପତି ଇସ୍ତଫା ଦେବା ପାଇଁ କହିଲେ ପଞ୍ଚାନନ କାନୁନଗୋ । ସେ କହିଛନ୍ତି ଶୋଚନୀୟ ପରାଜୟ ପାଇଁ ପିସିସି ସଭାପତି ଇସ୍ତଫା ଦେଇଦେବା ଉଚିତ । ସେ ନିଜେ…

ସମନ୍ୱୟ ଅଭାବରୁ ଜଳବନ୍ଦୀ: ମେୟର ସୁଲୋଚନା ଦାସ

ଚଳିତ ମୌସୁମୀ ବର୍ଷା ମାଡ଼ରେ ଗତକାଲି ରାଜଧାନୀ ଭୁବନେଶ୍ୱରରେ ଯେଉଁଭଳି ସ୍ଥିତି ଉପୁଜିଥିଲା । ବର୍ଷା ହେବାମାତ୍ରେ ରାଜଧାନୀ ଭୁବନେଶ୍ୱର ଜଳବନ୍ଦୀ ହେବା ନେଇ ପ୍ରତିକ୍ରିୟା ରଖିଛନ୍ତି ମେୟର ସୁଲୋଚନା ଦାସ । ସେ କହିଛନ୍ତି ବିଭିନ୍ନ ବିଭାଗ ଭିତରେ ସମନ୍ୱୟ…

ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀ

ଦିଲ୍ଲୀ ଗସ୍ତରେ ଥିବା ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକ ବର୍ଦ୍ଧନ ସିଂଦେଓ। ଦିଲ୍ଲୀ ଗସ୍ତ କରିଥିବା ବେଳେ ଗୁରୁବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ସୌଜନ୍ୟମୂଳକ ସାକ୍ଷାତ…

ରାଜ୍ୟରେ ହୋଇପାରେ କ୍ୟାମ୍ପସ୍ ଇଲେକସନ୍

ଚଳିତ ବର୍ଷ ରାଜ୍ୟରେ ହୋଇପାରେ ଛାତ୍ର ସଂସଦ ନିର୍ବାଚନ । ଛାତ୍ର ସଂସଦ ନିର୍ବାଚନ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୁରଜ୍ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ସେ କହିଛନ୍ତି ଛାତ୍ର ସଙ୍ଗଠନର ଦାବି ମହତ୍ତ୍ଵପୂର୍ଣ୍ଣ । ଏନେଇ ବିଚାର…

ନନ୍ଦନକାନନରେ ଆଖି ବୁଜିଲା ବାଘୁଣୀ ସାରା

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଶୋକର ଛାୟା। ଗୁରୁବାର ଭୋର ୪ଟା ୪୨ରେ ପ୍ରାଣୀ ଉଦ୍ୟାନରେ ଥିବା ବାଘୁଣୀ ‘ସାରା’ର ମୃତ୍ୟୁ ଘଟିଛି। ୨୦୦୯ ମସିହାରେ ପ୍ରାଣୀ ଉଦ୍ୟାନକୁ ଆସିଥିବା ବାଘୁଣୀ ‘ସାରା’ ଆଖି ବୁଜିଛି। ମୃତ୍ୟୁବେଳକୁ ‘ସାରା’କୁ ୧୮ ବର୍ଷ ୧…

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ

୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକବର୍ଦ୍ଧନ ସିଂଦେଓ। ରାଜ୍ୟରେ ବିଜେପି ସରକାର କରିବା ପରେ ଏବଂ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଦାୟିତ୍ୱ ନେବା…

ନବ ନିଯୁକ୍ତ ମନ୍ତ୍ରୀଙ୍କୁ ମିଳିଲା ଲୋକ ସମ୍ପର୍କ ଅଧିକାରୀ

ମନ୍ତ୍ରୀଙ୍କୁ ଆବଣ୍ଟିତ ହୋଇଛି ବିଭାଗୀୟ ଲୋକ ସମ୍ପର୍କ ଅଧିକାରୀ । ନବ ନିଯୁକ୍ତ ମନ୍ତ୍ରୀଙ୍କ ଲୋକ ସମ୍ପର୍କ ଅଧିକାରୀ ଭାବେ ୧୮ ଜଣଙ୍କୁ ଦାୟିତ୍ୱ ମିଳିଛି । ୧୮ ଜଣ ଲୋକ ସମ୍ପର୍କ ଅଧିକାରୀଙ୍କୁ ଦାୟିତ୍ୱ ମିଳିଥିବାବେଳେ ସେମାନଙ୍କ ମଧ୍ୟରୁ ୪…