Category: ରାଜ୍ୟ

ଓଡ଼ିଶାର ସ୍ୱାର୍ଥ ଅଣଦେଖା କଲେ ସ୍ୱର ଉତ୍ତୋଳନ କରିବୁ: ବିଜେଡି

ସୋମବାର ବିଜେଡିର ରାଜ୍ୟ ସଭା ସଦସ୍ୟମାନଙ୍କୁ ନେଇ ନବୀନ ନିବାସରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସଂସଦୀୟ ଦଳର ବୈଠକ ବସିଥିଲା । ଏଥିରେ ଦଳର ରଣନୀତି ସମ୍ପର୍କରେ ଆଲୋଚନା ହୋଇଥିଲା। ବିରୋଧୀ ଦଳ ଭୂମିକାରେ ବସିବ…

ଆଳୁ ପିଆଜ ଯୋଗାଇବ ନାଫେଡ୍‌: ଖାଦ୍ୟ ଯୋଗାଣ ମନ୍ତ୍ରୀ

ଦିନକୁ ଦିନ ରାଜ୍ୟରେ ବଢିବାରେ ଲାଗିଛି ପରିବା ଦର । କ’ଣ ଖାଇବେ, କେଉଁ ପରିବା କିଣିବେ ଲୋକେ ଚିନ୍ତାରେ ପଡିଥିବା ବେଳେ ରାଜ୍ୟରେ ପରିବା ଦର ବୃଦ୍ଧିକୁ ନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ କୃଷ୍ଣଚନ୍ଦ୍ର ପାତ୍ର ।…

ନିଜ ଗାଁ କେନ୍ଦୁଝର ରାଇକଳାରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

କେନ୍ଦୁଝର ଗ୍ରସ୍ତର ଦ୍ୱିତୀୟ ଦିନରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ନିଜ ଗାଁ କେନ୍ଦୁଝର ରାଇକଳାରେ ସ୍ଥାୟୀ ହେଲିପ୍ୟାଡ୍‌ରେ ଓହ୍ଲାଇଛନ୍ତି । ମୁଖ୍ୟମନ୍ତ୍ରୀ ଗାଁରେ ପହଞ୍ଚିବା ପରେ ତାଙ୍କୁ ଗ୍ରାମବାସୀ ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଛି । ସତେ ଯେପରି ଗ୍ରାମ ଉତ୍ସବ…

ଆଳୁ ପିଆଜ ଯୋଗାଇବ ନାଫେଡ଼

ପରିବା ଦର ବୃଦ୍ଧିକୁ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ସୂଚନା ଦେଇଛନ୍ତି। ହୋର୍ଡିଂ ଉପରେ ନଜର ରଖିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ‘ଆଳୁ, ପିଆଜ ଯୋଗାଇବାକୁ ନାଫେଡକୁ କୁହାଯିବ। ପ୍ରତି ବ୍ଲକରେ ଶୀତଳ ଭଣ୍ଡାର ହେବ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ…

ଆଜିଠୁ ସ୍ଵାଭାବିକ ହେଲା ସ୍କୁଲ ସମୟ

ରାଜ୍ୟରେ ଏବେ ପାଗ ଅନୁକୂଳ ରହିଛି। ସେଥିପାଇଁ ଆଜିଠୁ ରାଜ୍ୟରେ ସ୍ୱାଭାବିକ ହୋଇଛି ସ୍କୁଲ ସମୟ । ସ୍କୁଲ ଖୋଲାଯାଇ ସକାଳ ୧୦ଟାରୁ ପାଠପଢା ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ୪ଟା ଯାଏଁ କ୍ଲାସ୍‌‌ ହେବ। ସୂଚନା ଯୋଗ୍ୟ ପୂର୍ବରୁ ଗ୍ରୀଷ୍ମ…

ଓଡିଆରେ ଶପଥ ନେଲେ ଧର୍ମେନ୍ଦ୍ର ପ୍ରଧାନ

ଅଷ୍ଟାଦଶ ଲୋକସଭାର ସ୍ୱତନ୍ତ୍ର ଅଧିବେସନରେ ପ୍ରଥମେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ପରେ ଶପଥ ନେଉଛନ୍ତି ଅନ୍ୟ ନବନିର୍ବାଚିତ ସାଂସଦ । ଓଡିଶାରୁ ସମ୍ବଲପୁରରୁ ସାଂସଦ ନିର୍ବାଚିତ ହୋଇ ଯାଇଥିବା ଧର୍ମେନ୍ଦ୍ର ପ୍ରଧାନ ଓଡିଆରେ ଶପଥ ଗ୍ରହଣ କରିଛନ୍ତି । ଶପଥ ଗ୍ରହଣ କରାଇଲେ…

ରାଜଧାନୀରେ ସରକାରୀ ଜମିକୁ ୨୭ ଥର ବିକ୍ରି, ସାମିଲ ଅଛନ୍ତି ୪ ଆଇପିଏସ୍

ରାଜଧାନୀରେ ଜମି କେଳେଙ୍କାରୀ ଘଟଣା କିଛି ନୂଆ ନୁହେଁ । ହେଲେ ପାତ୍ରପଡା ମୌଜାରେ ୨୫୦ କୋଟି ଟଙ୍କାର ସରକାରୀ ଜମିକୁ ୨୭ ଥର କିଣାବିକା ହେବା ଘଟଣା ସମସ୍ତଙ୍କୁ ଚକିତ କରି ଦେଇଛି। ଖାଲି ସେତିକି ନୁହେଁ, ଏହି ଜମି…

ଢେଙ୍କାନାଳ ହିନ୍ଦୋଳ ରୁଙ୍ଗଟା ମାଇନ୍ସରେ ଅଘଟଣ, ୨ ମୃତ, ୫ ଗୁରୁତର

ଢେଙ୍କାନାଳ ହିନ୍ଦୋଳ ରୁଙ୍ଗଟା ମାଇନ୍ସରେ ଅଘଟଣ । ରୁଙ୍ଗଟା ମାଇନ୍ସ ମେକାନିକାଲ ଷ୍ଟ୍ରକଚର ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ହୋଇଛନ୍ତି। କଂପାନୀ କର୍ତୁପକ୍ଷ ଓ ପୋଲିସ୍ ଉପସ୍ଥିତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଘଟଣା…

ଆଜି ନିଜ ଜନ୍ମମାଟି ରାଇକଳା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ଗାଁ ରାଇକଳା ଗସ୍ତରେ ଯିବେ। ମୁଖ୍ୟମନ୍ତ୍ରୀ ହେବା ପରେ ଏହା ହେବ ତାଙ୍କର ପ୍ରଥମ ଗସ୍ତ । ଆଜି ଗାଁର ଲୋକଙ୍କ ସହ ମଧ୍ୟ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।ଏଥିଲାଗି ସାରା ଗାଁ…

ଆଜି ବିଜେଡି ସଂସଦୀୟ ଦଳ ବୈଠକ

ଆଜି ବସିବା ବିଜେଡିର ସଂସଦୀୟ ଦଳ ବୈଠକ । ବିଜେଡି ସୁପ୍ରିମୋଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ ରାଜ୍ୟସଭାରେ ବିଜେଡିର ରଣନୀତି ସଂପର୍କରେ ଚର୍ଚ୍ଚା କରିବା ପାଇଁ ସାଂସଦମାନଙ୍କ ସହିତ ବିଜେଡି ସୁପ୍ରିମୋ ‌ନବୀନ ପଟ୍ଟନାୟକ ଆଜି ବୈଠକ କରିବେ। ଏହି ବୈଠକରେ…