Category: ରାଜ୍ୟ

ଅଗ୍ନିକାଣ୍ଡରେ ଜଳିଗଲେ ଭାଇ-ଭଉଣୀ

କେନ୍ଦ୍ରାପଡା ଜିଲ୍ଲା ରାଜନଗର ଥାନା ବଳରାମପୁର ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ ନିଆଁଲାଗି ୨ ଶିଶୁ ଜୀବନ୍ତ ଦଗ୍ଧ ହୋଇଛନ୍ତି। ୧୧ ବର୍ଷୀୟା ଝିଅ ସହ ୯ ବର୍ଷ ବାଳକର ମୃତ୍ୟୁ ସୂଚନା ମିଳିଛି। ଘରେ କେମିତି…

ଶଙ୍ଖ ଭବନ ଓ ନବୀନ ନିବାସରେ ନବୀନ ପଟ୍ଟନାୟକଙ୍କ ପତାକା ଉତ୍ତୋଳନ

୭୮ତମ ସ୍ୱାଧୀନତା ଦିବସ ଆଜି ବିଜୁ ଜନତା ଦଳ କାର୍ଯ୍ୟାଳୟରେ ମହାସମାରୋହରେ ପାଳିତ ହୋଇଯାଇଛି। ଦଳ ସଭାପତି ତଥା ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟାଳୟ ପରିସରରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପରେ ବିଜେଡି ରାଜ୍ୟ କାର୍ଯ୍ୟାଳୟ…

ରାଜ୍ୟବାସୀଙ୍କୁ ଉଦବୋଧନ ଦେଲେ ମୁଖ୍ୟମନ୍ତ୍ରୀ

ପବିତ୍ର ୭୮ତମ ସ୍ୱାଧୀନତା ଦିବସ ଅବସରରେ ଦେଶ ଓ ରାଜ୍ୟ ତଥା ସାରା ବିଶ୍ବରେ ରହୁଥିବା ପ୍ରତ୍ୟେକ ଭାରତବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ଜାତିର ପିତା ମହାତ୍ମା ଗାନ୍ଧୀ, ପଣ୍ଡିତ…

ଦେଶ ବିଭାଜନ ସମୟର ଯନ୍ତ୍ରଣା କେବେ ଭୁଲି ହେବନି: ମନମୋହନ ସାମଲ

ଭାରତ ପାକିସ୍ତାନ ବିଭାଜନ ସମୟରେ ଘୃଣା ଓ ହିଂସା ହେତୁ ଲକ୍ଷ ଲକ୍ଷ ଭାଇ ଓ ଭଉଣୀମାନେ ବିସ୍ଥାପିତ ହେବା ସହ ନିଜ ଜୀବନ ମଧ୍ୟ ବଳୀଦାନ ଦେଇଥିଲେ। ଦେଶ ବିଭାଜନର ଯନ୍ତ୍ରଣା କେବେ ବି ଭୁଲି ହେବନି । ବିଭାଜନରେ…

ନନ୍ଦନକାନନ ଆସିବେ ୨ ଜିରାଫ

ଖୁବଶୀଘ୍ର ନନ୍ଦନକାଙ୍କ ଆସିବେ ନୂଆ ଅତିଥି । ନନ୍ଦନକାନନକୁ ୨ ଜିରାଫ ଆସିବେ। ପୂର୍ବରୁ ନନ୍ଦନକାନନରେ ଗୋଟିଏ ଜିରାଫ ଥିଲା । ଜିରାଫ ଆଣିବା ନେଇ ବନ୍ୟପ୍ରାଣୀ ପିସିଏଫ୍ ସୁଶାନ୍ତ ନନ୍ଦ ସୂଚନା ଦେଇଛନ୍ତି। ତେବେ ଚଳିତ ମାସ ଶେଷ ସୁଦ୍ଧା…

ଭିଜିଲାନ୍ସ ଜାଲରେ ଭୂତତ୍ତ୍ୱବିତ

ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ଅଧିକାରୀ। ୪୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବଲାଙ୍ଗର ଭୂତଳ ଜଳ ଉନ୍ନୟନ ଖଣ୍ଡର ଜିଓଲୋଜିଷ୍ଟ (ଭୂତତ୍ତ୍ୱବିତ) ଅସୀମ ଅଂଶୁମାନ ନାୟକ। କନସଲଟାନ୍ସି ଫି’ କରାଇଦେବା ପାଇଁ ୫୦ ହଜାର…

ମହାପ୍ରଭୁଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ଏଆଇ କ୍ୟାମେରା

ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ଗହଳି ହେଉଥିବାରୁ ମହାପ୍ରଭୁଙ୍କ ଦର୍ଶନକୁ ଶୃଙ୍ଖଳିତ କରିବାକୁ ଲାଗିବ ଏଆଇ (AI) କ୍ୟାମେରା। ଏ ନେଇ ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ। ଚାରିଦ୍ବାର ସହିତ ଗୁମୁଟ, ବାଇଶି ପାହାଚ, କୀର୍ତ୍ତନ ଚକଡ଼ାରେ କ୍ୟାମେରା…

ଖୋର୍ଦ୍ଧାଠାରେ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହେଲେ ରାଜ୍ୟ ବିଜେପି

ଦେଶ ସ୍ୱାଧୀନତା ପାଇଁ ପ୍ରାଣବଳି ଦେଇଥିବା ମହାନ୍ ସଂଗ୍ରାମୀ ଏବଂ ତାଙ୍କ ଜୀବନଶୈଳୀ ଓ ବିଚାରଧାରାକୁ ଆଜିର ଯୁବ ପୀଢିଙ୍କ ମଧ୍ୟରେ ଅବଗତ କରାଇବା ନିହାତି ଆବଶ୍ୟକ । ସ୍ୱାଧୀନତା ସେନାନୀଙ୍କ ପ୍ରେରଣା ଓ ଦେଶ ବିକାଶର ଅବଦାନ ରଖି ଯାଇଥିବା…

ଭିକେ ପାଣ୍ଡିଆନ୍‌ଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା

ଭିକେ ପାଣ୍ଡିଆନଙ୍କ ନାଁ ରେ ଦିଆଗଲା ଏତଲା । ଆଇନଜୀବୀ ସୁଧିର ଚରଣ ମହାନ୍ତିଙ୍କ ପକ୍ଷରୁ କ୍ୟାପିଟାଲ ଥାନାରେ ଭିକେ ପାଣ୍ଡିଆନ୍‌ଙ୍କ ନାଁରେ ଏତଲା ଦିଆଯାଇଥିବା ସୂଚନା। ଅର୍ଥ ତୋଷରପାତ, ବିପୁଳ କଳା ଟଙ୍କାକୁ ଧଳା କରିବା, ଖଣି ମାଫିଆଙ୍କ ଠାରୁ…

ଓଡ଼ିଶା ଆସିବେ ୫ ମହାବଳ ବାଘ

ଓଡ଼ିଶାରେ ଚାଲିଛି ବାଘବଂଶ ବୃଦ୍ଧି ଯୋଜନା। ସେଥିପାଇଁ ସେପ୍ଟେମ୍ବର ଶେଷ ସୁଦ୍ଧା ଓଡ଼ିଶାକୁ ଆସିବେ ୫ ମହାବଳ ବାଘ। ଏନେଇ ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ ସୂଚନା ଦେଇଛନ୍ତି । ଓଡ଼ିଶାକୁ ଆସୁଥିବା ୫ ମହାବଳ ବାଘକୁ ବରଗଡ଼ ଦେବ୍ରିଗଡ଼ରେ ୩…