ତାଜା ଖବର ରାଜ୍ୟ ରାଜଧାନୀରେ ପ୍ରତିଷ୍ଠା ହେବ ଡପଲର ରାଡାର ସିଷ୍ଟମ September 2, 2025 Papirani ରାଜଧାନୀରେ ପ୍ରତିଷ୍ଠା ହେବ ଡପଲର ରାଡାର ସିଷ୍ଟମ । ଏ ନେଇ ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ଓଡ଼ିଶାରେ ପାଣିପାଗ ପୂର୍ବାନୁମାନକୁ ଉନ୍ନତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଭୁବନେଶ୍ୱରରେ ଖୁବ୍…
ରାଜନୀତି ରାଜ୍ୟ ଆମ୍ୱୁଲାନ୍ସରେ ଅକ୍ସିଜେନ ସରିଯିବାରୁ ମହିଳାଙ୍କ ମୃତ୍ୟୁ ଘଟଣାରେ ରାଜ୍ୟ ସରକାରଙ୍କୁ ଦାୟୀ କରିଛି ବିଜେଡି September 2, 2025 Nirvay ଗୋଟିଏ ଘରୋଇ ଆମ୍ୱୁଲାନ୍ସରେ ଜଣେ ଗୁରୁତର ଅସୁସ୍ଥ ମହିଳାଙ୍କୁ କଟକ ବଡ଼ ମେଡିକାଲକୁ ଅଣାଯାଉଥିବା ବେଳେ ହଠାତ ଅକ୍ସିଜେନ ଶେଷ ହୋଇଯିବାରୁ ମୃତ୍ୟୁ ହୋଇଥିବା ଖବର ସମଗ୍ର ରାଜ୍ୟବାସୀଙ୍କୁ ବ୍ୟଥିତ କରିଥିବା ବେଳେ, ରାଜ୍ୟରେ ୧୦୮ ଆମ୍ୱୁଲାନ୍ସ ସେବା ଗତ ଏକବର୍ଷ…
ତାଜା ଖବର ରାଜ୍ୟ ମୟୂରଭଞ୍ଜ ଜାମଦାର ନିଲମ୍ବିତ ତହସିଲଦାର ଗିରଫ September 2, 2025 Papirani ମୟୂରଭଞ୍ଜ ଜାମଦାର ନିଲମ୍ବିତ ତହସିଲଦାର ଗିରଫ । ଝାରସୁଗୁଡ଼ା ଜିଲ୍ଲାର ବହୁଚର୍ଚ୍ଚିତ ବେଲପାହାଡ଼ ମ୍ୟୁନିସିପାଲଟି ଦୁର୍ନୀତି ଘଟଣାରେ ପୂର୍ବତନ ନିର୍ବାହୀ ଅଧିକାରୀ ତଥା ମୟୂରଭଞ୍ଜଜିଲ୍ଲା ଜାମଦାର ନିଲମ୍ବିତ ତହସିଲଦାର ମଧୁସ୍ମିତା ସିଂଙ୍କୁ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ) ଗିରଫ କରିଛି। ୪…
ତାଜା ଖବର ରାଜ୍ୟ ଲଘୁଚାପ ପ୍ରଭାବ; ୪ଜିଲ୍ଲାକୁ ଜାରି ହେଲା ରେଡ୍ ୱାର୍ଣ୍ଣିଂ September 2, 2025 Papirani ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଫଳରେ ସାରା ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ।କାଲି ପର୍ଯ୍ୟନ୍ତ ୪ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ…
ତାଜା ଖବର ରାଜ୍ୟ ସୁପ୍ରିମକୋର୍ଟଙ୍କ TET ରାୟକୁ ନେଇ ତର୍ଜମା କରିବେ ସରକାର: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ September 2, 2025 Papirani ସୁପ୍ରିମକୋର୍ଟଙ୍କ TET ରାୟକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେ କହିଛନ୍ତି ସୁପ୍ରିମକୋର୍ଟଙ୍କ TET ରାୟକୁ ନେଇ ରାଜ୍ୟ ସରକାର ତର୍ଜମା କରିବେ । ଶିକ୍ଷକଙ୍କ ସ୍ୱାର୍ଥ ବି ଦେଖିବାର ଆବଶ୍ୟକତା ରହିଛି…
ରାଜନୀତି ରାଜ୍ୟ ଜନତା ଦଳ ପରି ଦୁର୍ଦ୍ଦଶା ଘଟିବ କି ବିଜଦର ? September 2, 2025 Papirani ୧୯୯୫ ନିର୍ବାଚନରେ ବିଜୁଙ୍କ ବିଜୁ ଜନତା ଦଳ କ୍ଷମତାଚ୍ୟୁତ ହୋଇଥିଲା । ୧୯୯୦ରେ ଜନତା ଦଳ ୧୨୩ ଆସନ ଜିଣି ରେକର୍ଡ କରିଥିଲା । ଏହି ରେକର୍ଡକୁ ନବୀନ ପଟନାୟକ ୨୪ ବର୍ଷ ଭିତରେ ଭାଙ୍ଗି ପାରିନଥିଲେ । ୧୯୯୫ରେ ୪୬…
ବ୍ୟବସାୟ ରାଜ୍ୟ ଚାରିବର୍ଷରେ ଓଡ଼ିଶାର ରପ୍ତାନି ୪୦%ରୁ ଅଧିକ ହ୍ରାସ September 2, 2025 Papirani ପରିବର୍ତ୍ତିତ ଭୌଗୋଳିକ ରାଜନୈତିକ ପରିସ୍ଥିତି ମଧ୍ୟରେ, ଏହି ସପ୍ତାହରେ ଆମେରିକା ଭାରତରୁ ଆସୁଥିବା ସାମଗ୍ରୀ ଉପରେ ୫୦ ପ୍ରତିଶତ ଶୁଳ୍କ ଲାଗୁ କରିବା ପୂର୍ବରୁ ମଧ୍ଯ ଓଡ଼ିଶାର ରପ୍ତାନି ପ୍ରଦର୍ଶନ ନିମ୍ନଗାମୀ ହୋଇଛି। କିଛିବର୍ଷ ପୂର୍ବେ ଦେଶର ଦ୍ରୁତତମ ଅଭିବୃଦ୍ଧିଶୀଳ ରପ୍ତାନି…
ତାଜା ଖବର ରାଜ୍ୟ ପିସି ବ୍ରିଜ୍ ତଳୁ ଉଦ୍ଧାର ହେଲା ଭିସୁଟ୍ ଛାତ୍ରଙ୍କ ମୃତଦେହ September 2, 2025 Papirani ସମ୍ବଲପୁର ବୁର୍ଲା ଭିସୁଟ୍ ଛାତ୍ରଙ୍କ ମୃତଦେହ ଉଦ୍ଧାର । ପିସି ବ୍ରିଜ୍ ତଳୁ ଉଦ୍ଧାର ହେଲା ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ପଢୁଥିବା ଛାତ୍ରଙ୍କ ମୃତଦେହ। ତେବେ ମୃତ ଛାତ୍ର ଜଣକ ବୁର୍ଲା ଭିସୁଟର ମେକାନିକାଲ ଇଂଜିନିୟରିଂର ଶେଷ ବର୍ଷର…
ତାଜା ଖବର ରାଜ୍ୟ ସୃଷ୍ଟି ହେଲା ଲଘୁଚାପ; ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା September 2, 2025 Papirani ରାଜ୍ୟରେ କିଛି ଦିନ ହେବ ଲଘୁଚାପ ଜନିତ ବର୍ଷା ଜାରି ରହିଥିବା ବେଳେ ଆଜି ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ…
ରାଜ୍ୟ ଟିଚର ଇଲିଜିବିଲିଟି ଟେଷ୍ଟରେ ଉତ୍ତୀର୍ଣ୍ଣ ହେବା ବାଧ୍ୟତାମୂଳକ ବୋଲି ରାୟ ଦେଲେ ସୁପ୍ରିମକୋର୍ଟ September 1, 2025 Nirvay ଟିଚର ଇଲିଜିବିଲିଟି ଟେଷ୍ଟ (TET) ରେ ଉତ୍ତୀର୍ଣ୍ଣ ହେବା ବାଧ୍ୟତାମୂଳକ ବୋଲି ସୁପ୍ରିମକୋର୍ଟ ଆଜି ରାୟ ଦେଇଛନ୍ତି । ଯେଉଁ ଶିକ୍ଷକ ଶିକ୍ଷୟତ୍ରୀ ମାନେ ଚାକିରିରେ ଅଛନ୍ତି ସେମାନଙ୍କୁ ୨ ବର୍ଷରେ TET ପାସ୍ କରିବାକୁ ପଡ଼ିବ । ଯେଉଁ ଶିକ୍ଷକଙ୍କ…