Category: ରାଜ୍ୟ

ପୁରୀରୁ ସୋନପୁରକୁ ଗଡ଼ିବ ଟ୍ରେନ; ପ୍ରଧାନମନ୍ତ୍ରୀ ମୋଦି କରିବେ ଲୋକାର୍ପଣ

ପୁରୀ: ପ୍ରଥମ ଥର ପାଇଁ ସୋନପୁରକୁ ଗଡ଼ିବ ଯାତ୍ରୀବାହୀ ଟ୍ରେନ। ପୁରୀ ଶ୍ରୀକ୍ଷେତ୍ର ସହ ରେଳ ଯୋଗେ ଯୋଡି ହେବ ପାତାଳୀ ଶ୍ରୀକ୍ଷେତ୍ର। ଆସନ୍ତାକାଲି ସମ୍ବଲପୁରରୁ ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଫେବ୍ରୁଆରୀ ୮ରୁ ପୁରୀରୁ ସୋନପୁର ମଧ୍ୟରେ…

୧୬ଟି ଉପଜିଲ୍ଲା ସ୍ତରୀୟ ଡାକ୍ତରଖାନାରେ ଡାଏଲେସିସ୍‌ କେନ୍ଦ୍ର ଲୋକାର୍ପିତ

ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ୧୬ଟି ଉପଜିଲ୍ଲା ସ୍ତରୀୟ ଡାକ୍ତରଖାନାରେ ଡାଏଲେସିସ୍‌ କେନ୍ଦ୍ର ଲୋକାର୍ପଣ କରିଛନ୍ତି। ସାରା ରାଜ୍ୟରେ 5T ଉପକ୍ରମରେ ଉପଜିଲ୍ଲା ସ୍ତରରେ ୩୨ଟି ଡାଏଲେସିସ୍‌ କେନ୍ଦ୍ର ଖୋଲାଯିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ…

ରେଳ ବଜେଟରୁ ଓଡ଼ିଶାକୁ ମିଳିବ ୧୦,୫୩୬ କୋଟି: ଅଶ୍ବିନୀ ବୈଷ୍ଣବ

ନୂଆଦିଲ୍ଲୀ: ୟୁପିଏ ସରକାର ଅମଳରେ ରେଳ ବଜେଟରେ ଓଡ଼ିଶା ପରି ଗୁରୁ୍ତ୍ବପୂର୍ଣ୍ଣ ରାଜ୍ୟକୁ କ୍ରମାଗତଭାବେ ଅବହେଳା କରାଯାଉଥିଲା । କିନ୍ତୁ ମୋଦୀ ସରକାର ଅମଳରେ ଓଡ଼ିଶାରେ ଦ୍ରୁତ ଗତିରେ ରେଳ ବିକାଶ କାମ ଆଗେଇ ଚାଲିଛି ବୋଲି ରେଳମନ୍ତ୍ରୀ ଅଶ୍ବୀନି ବୈଷ୍ଣବ…

କଂଗ୍ରେସର ନୂଆ ଫର୍ମୁଲା: ଅନଲାଇନ ଟିକେଟ ଆବେଦନ

ଭୁବନେଶ୍ୱର: ପାଖେଇ ଆସୁଛି ସାଧାରଣ ନିର୍ବାଚନ। ନିର୍ବାଚନକୁ ନେଇ କଂଗ୍ରେସର ବଡ଼ ଘୋଷଣା। କଂଗ୍ରେସ ଟିକେଟ ନେଇ ପିସିସି ପ୍ରଭାରୀ ଅଜୟ କୁମାରଙ୍କ ବଡ଼ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଅନଲାଇନରେ ସବୁ ତଥ୍ୟ ଦେଇ ଟିକେଟ ଆବେଦନ କରିବେ ଆଶାୟୀ।…

କେନ୍ଦ୍ରୀୟ ବଜେଟକୁ ନେଇ ଖୁସି ପ୍ରକାଶ କରିଛନ୍ତି ମନମୋହନ ସାମଲ

ଭୁବନେଶ୍ୱର: ଆଜି ଉପସ୍ଥାପିତ ହୋଇଥିବା କେନ୍ଦ୍ର ବଜେଟ୍ କେବଳ ମଧ୍ୟବିତକାଳିନ ବଜେଟ୍ ନୁହେଁ, ବରଂ ଏହା ସର୍ବସମାବେଶୀ ଓ ସୃଜନଶୀଳ ବଜେଟ୍ । ବିଗତ ୧୦ବର୍ଷ ଭିତରେ ବିକଶିତ ଭାରତର ସ୍ୱପ୍ନକୁ ଆଖି ଆଗରେ ରଖି ଓ ୨୦୪୭ ମସିହା ସୁଦ୍ଧା…

ସ୍ୱେଚ୍ଛାକୃତ ଅବସର ନେଲେ ଆଇପିଏସ ବି.ରାଧିକା

ଭୁବନେଶ୍ୱର: ୧୯୮୯ ବ୍ୟାଚର ଆଇପିଏସ ବି.ରାଧିକାଙ୍କୁ ଅବସର ନେବା ପାଇଁ ଅନୁମତି ପ୍ରଦାନ କରିଛନ୍ତି ରାଜ୍ୟ ସରକାର । ଆଇପିଏସ ଅଫିସର ବି.ରାଧିକାଙ୍କୁ ସ୍ୱେଚ୍ଛାକୃତ ଅବସର ପାଇଁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି । ଏବେ ଓଡ଼ିଶା ପୁଲିସ ରିକ୍ରୁଟମେଣ୍ଟ ବୋର୍ଡର…

IIMCକୁ ମିଳିଲା ବିବେଚିତ ବିଶ୍ବବିଦ୍ୟାଳୟର ମାନ୍ୟତା

ଭୁବନେଶ୍ୱର: ୟୁଜିସିର ପରାମର୍ଶ ଆଧାରରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ମାସ୍ କମ୍ୟୁନିକେସନ୍ (ଆଇଆଇଏମ୍ସି) କୁ ‘ଡିମେଡ୍-ଟୁ-ବି ବିଶ୍ୱବିଦ୍ୟାଳୟ’ ମାନ୍ୟତା ଦିଆଯାଇଛି। ଭାରତରେ ଆଇଆଇଏମସି ସାମ୍ବାଦିକତା ଏବଂ ଗଣ ଯୋଗାଯୋଗ ଶିକ୍ଷା ଏବଂ ତାଲିମ କ୍ଷେତ୍ରରେ ଅଗ୍ରଣୀ…

ଫେବୃଆରୀ ୩ରୁ ଏକାମ୍ର ଉତ୍ସବ ଭାଷା; ସଂସ୍କୃତି ସମ୍ମିଳନୀ ସହ ଉତ୍ସବର ମଜା ନେବେ ରାଜଧାନୀବାସୀ

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ଫେବୃଆରୀ ୩ରୁ ଫେବୃଆରୀ ୯ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଯାଉଛି ଏକାମ୍ର ଉତ୍ସବ l ଓଡିଶା ପରି ଏକ ଭାଷାଭିତ୍ତିକ ରାଜ୍ୟକୁ ବିଶ୍ଵ ଦରବାରରେ ପହଞ୍ଚାଇବା ଲକ୍ଷ୍ୟରେ ରାଜ୍ଯ ସରକାର ପ୍ରଥମଥର ପାଇଁ…

ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଚାର୍ଜ ଫ୍ରେମ୍

ଭୁବନେଶ୍ଵର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ତାଙ୍କ ପତ୍ନୀଙ୍କ ନାଁରେ ଭୁବନେଶ୍ଵର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦ୍ଵିତୀୟ ଥର ଚାର୍ଜ ଫ୍ରେମ୍ କରିଛନ୍ତି। ପୂର୍ବରୁ ଭିଜିଲାନ୍ସ କୋର୍ଟରେ ଉଭୟଙ୍କ ନାଁ ୩୦୦୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ ହୋଇଥିଲା। ଚାର୍ଜସିଟ୍ ରେ…

ରାଜଧାନୀ ଆପାର୍ଟମେଣ୍ଟରେ ଲୁଟ୍

ଭୁବନେଶ୍ୱର : ରାଜଧାନୀରେ ଲୁଟେରାଙ୍କ ଟାର୍ଗେଟରେ ରହିଛି ଆପାର୍ଟମେଣ୍ଟ। କିଛି ଦିନର ବ୍ୟବଧାନ ପରେ ପୁଣି ଆପାର୍ଟମେଣ୍ଟରୁ ଲୁଟ୍‌‌ ହୋଇଛି। ପୁଣି ଆପାର୍ଟମେଣ୍ଟରୁ ସିରିଜ ଲୁଟ୍‌‌ ହୋଇଛି। ପାହାଳ ଥାନା ଭୀମପୁର କଲ୍ୟାଣୀ ହାଇଟ୍ସର ୩ଟି ପ୍ଲାଟରୁ ଲୁଟ୍‌‌ ହୋଇଛି। ଘରେ…