Category: ରାଜ୍ୟ

କେନ୍ଦ୍ର ସାହିତ୍ୟ ଏକାଡେମୀ ପ୍ରଦତ୍ତ ବାଳ ସାହିତ୍ୟ ଓ ଯୁବ ପୁରସ୍କାର ଘୋଷିତ

କେନ୍ଦ୍ର ସାହିତ୍ୟ ଏକାଡେମୀ ପ୍ରଦତ୍ତ ବାଲ ସାହିତ୍ୟ ଓ ଯୁବ ପୁରସ୍କାର ଘୋଷଣା ହୋଇଛି । ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ । ଏହି…

ରାଜ୍ୟରେ ଆଇନ ସୁରକ୍ଷା ପାଇଁ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ରାଜ୍ୟ ଅତିଥ୍ ଭବନରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ବୈଠକରେ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀ ଏଡିଜି ଆଇନ ଶୃଙ୍ଖଳା ସଞ୍ଜୟ କୁମାର ସାମିଲ ଥିଲେ।…

ଆସନ୍ତା ୧୮ ତାରିଖରେ ଖୋଲିବ ରାଜ୍ୟର ସମସ୍ତ ବିଦ୍ୟାଳୟ

ଜୁନ ୧୮ ତାରିଖରେ ଖୋଲିବାକୁ ଯାଉଛି ରାଜ୍ୟର ସମସ୍ତ ବିଦ୍ୟାଳୟ। ସ୍କୁଲ୍ ଖୋଲିବାର ପ୍ରଥମ ଦିନରୁ ପିଲାଙ୍କୁ ଦିଆଯିବ ମଧ୍ୟାହ୍ନ ଭୋଜନ। ପିଲାଙ୍କୁ ମଧ୍ୟାହ୍ନ ଭୋଜନ ପାଇଁ ପଦକ୍ଷେପ ନେବାକୁ ସମସ୍ତ ଡିଇଓଙ୍କୁ ପିଏମ୍ ପୋଷଣ ରାଜ୍ୟ ନୋଡାଲ ଅଧିକାରୀ ନିର୍ଦ୍ଦେଶ…

ଭୁବନେଶ୍ୱରରେ ପହଞ୍ଚିଲା କୁଏତରେ ପ୍ରାଣ ହରାଇଥିବା ଦୁଇ ଓଡ଼ିଆଙ୍କ ପାର୍ଥିବ ଶରୀର

କୁଏତରେ ଭୟାବହ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୨ ଓଡ଼ିଆଙ୍କ ପାର୍ଥିବ ଶରୀର ଶନିବାର ଭୁବନେଶ୍ୱରରେ ପହଞ୍ଚିଛି। ମହମ୍ମଦ ଜହୁର ଓ ସନ୍ତୋଷ ଗୌଡ଼ଙ୍କ ମରଶରୀର ଆଜି ସକାଳେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛି। ଆଜି ମୃତଦେହ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ପାର୍ଥିବ…

ମଝି ଚିଲିକାରେ ଫସିଲା ଯାତ୍ରୀବାହୀ ଡଙ୍ଗା

ଜହ୍ନିକୁଦା ଘାଟପେଣ୍ଠରୁ ସାତପଡ଼ା ଯାଉଥିବା ବେଳେ ମଝି ଚିଲିକାରେ ଫସିରହିଥିଲା ଯାତ୍ରୀବାହୀ ଡଙ୍ଗା। ମଏଁସା ନିକଟରେ ହଠାତ୍ ଯାନ୍ତ୍ରିକ ତ୍ରୁଟି ଲାଗି ଡଙ୍ଗାଟି ଅଟକି ଯାଇଥିଲା । ଯାହାଫଳରେ ଯାତ୍ରୀଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି। ସୁଚନମୂତାବକ, ଡଙ୍ଗାଟି ଆଜି…

ଅଜଣା ରୋଗରେ ଗଲାଣି ୫ ଶିଶୁଙ୍କ ଜୀବନ

ରାୟଗଡ଼ା ଜିଲା କାଶୀପୁର ବ୍ଲକ ମୁନିସିଂ ପଞ୍ଚାୟତରେ ବ୍ୟାପୁଛି ଅଜଣା ରୋଗ ଆତଙ୍କ। ଏକ ସପ୍ତାହ ମଧ୍ୟରେ ୫ ଶିଶୁଙ୍କ ମୃତ୍ୟୁ ସହ ଅନେକ ଆକ୍ରାନ୍ତ ହୋଇଛନ୍ତି ହୋଇଥିବା ସୂଚନା ମିଳିଛି । ମେଡିକାଲରେ ଜଣେ ଓ ଗାଁରେ ୪ ଜଣଙ୍କ…

ଖୁବଶୀଘ୍ର ବିଭାଗ ବଣ୍ଟନ ହେବ: ମୁଖ୍ୟମନ୍ତ୍ରୀ

କେଉଁ ମନ୍ତ୍ରୀଙ୍କୁ କେଉଁ ବିଭାଗ ମିଳିବ ସେ ନେଇ ସମସ୍ତେ ଆଶା ଆଶଙ୍କାରେ ଅଛନ୍ତି। ବିଭାଗ ବଣ୍ଟନକୁ ସମସ୍ତେ ଚାହିଁ ରାହିଥିବାବେଳେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନରେ ବିଳମ୍ବ ହେଉଛି। ଏ ନେଇ ମନ୍ତବ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ। ଖୁବ୍‌…

କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଭାବେ ଦାୟିିତ୍ୱ ଗ୍ରହଣ କଲେ ଜୁଏଲ ଓରାମ

ଆଜି କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଭାବେ ଜୁଏଲ ଓରାମ ନିଜ ଦାୟିିତ୍ୱ ଗ୍ରହଣ କରିଛନ୍ତି। କାର୍ଯ୍ୟାଳୟରେ ଶ୍ରୀଗଣେଶଙ୍କୁ ଧୂପ, ଦୀପ ଲଗାଇ ପୂଜାର୍ଚ୍ଚନା ପରେ ତୃତୀୟ ଥର ପାଇଁ କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରଣାଳୟ ଦାୟିତ୍ୱ ଗ୍ରହଣ କରିଛନ୍ତି ଜୁଏଲ…

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ଗୁରୁତ୍ୱପୂର୍ଣ୍ଣ ବୈଠକ। ବୈଠକରେ ମୁଖ୍ୟ ଶାସନ ସଚିବଙ୍କ ସହ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ। ଉନ୍ନୟନ କମିଶନର, ଅର୍ଥ ସଚିବଙ୍କ ସହ ଅନ୍ୟ ବିଭାଗୀୟ ସଚିବ ମଧ୍ୟ ଉପସ୍ଥିତ। ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ…

ସୁର ନାୟକଙ୍କୁ ଭେଟିଲେ ଛତିଶଗଡ଼ ରାଜ୍ୟପାଳ

ବରିଷ୍ଠ ରାଜନେତା ସୁର ନାୟକଙ୍କୁ ଭେଟିଲେ ଛତିଶଗଡ଼ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ। ଭୁବନେଶ୍ବର ବାସଭବନରେ ଭେଟିବା ସହ ସୁରଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ ଶ୍ରୀ ହରିଚନ୍ଦନ।