Category: ରାଜ୍ୟ

ସରକାରୀ ଅଧିକାରୀଙ୍କ ଛୁଟି ବାତିଲ୍ ନିଷ୍ପତ୍ତିରେ ହେଲା ସଂଶୋଧନ, ମିଳିପାରିବ ଛୁଟି

ସରକାରୀ କର୍ମଚାରୀମାନଙ୍କ ଜୁନ୍‌ ୩୦ ଯାଏ ଥିବା ଛୁଟି ବାତିଲ ନିର୍ଦ୍ଦେଶରେ ପ୍ରଶାସନ ସଂଶୋଧନ କରିଛି। ନୂଆ ନିର୍ଦ୍ଦେଶନାମା ମୁତାବକ, ଆବଶ୍ୟକ ପଡ଼ିଲେ ଅଫିସରମାନେ ଛୁଟି ନେଇପାରିବେ। କିନ୍ତୁ ଜରୁରୀ ହେଲେ ତତ୍କାଳ ଯୋଗଦେବେ। ଏପରିକି ଜରୁରୀକାଳୀନ ସ୍ଥିତିରେ ମୋବାଇଲ୍ ଫୋନରେ…

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ବରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ସଂଧ୍ୟାରେ ଜନତା ମଇଦାନରେ ହେବାକୁଥିବା ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ପାଇଁ ପହଞ୍ଚଛନ୍ତି ପ୍ରଧାନମନ୍ତ୍ରୀ। ଆନ୍ଧ୍ରରେ ନୂଆ ସରକାରର ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାପରେ ଓଡିଶାରେ ପହଞ୍ଚିଛନ୍ତି…

ପ୍ରଶାନ୍ତ ଜଗଦେବଙ୍କୁ ଜାମିନ

ଖୋର୍ଦ୍ଧାର ବିଜେପି ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ୩ ଦିନ ଲାଗି ଅନ୍ତରୀଣ ଜାମିନ ମିଳିଛି। ଜିଲ୍ଲା ପ୍ରଥମ ଅତିରିକ୍ତ ଜଜ୍ ତାଙ୍କୁ ଏହି ଜାମିନ ପ୍ରଦାନ କରିଛନ୍ତି। ୯ ତାରିଖରୁ ତାଙ୍କୁ ୩ ଦିନ ଲାଗି ଅନ୍ତରୀଣ ଜାମିନ ମିଳିଛି। ତିନିଦିନିଆ…

ମହାପ୍ରଭୁଙ୍କ ଦର୍ଶନ କଲେ ଦୁଇ କେନ୍ଦ୍ରମନ୍ତ୍ରୀ

ପୁରୀରେ ପହଂଚିଲେ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହ ଓ ଅଶ୍ବିନୀ ବୈଷ୍ଣବ। ୧୧ଟାରେ କେନ୍ଦ୍ରମନ୍ତ୍ରୀ ପୁରୀରେ ପହଞ୍ଚିଥିଲେ ଦୁଇ କେନ୍ଦ୍ରମନ୍ତ୍ରୀ। ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ । କଡା ସୁରକ୍ଷା ବଳୟ ମଧ୍ଯରେ ଶ୍ରୀମନ୍ଦିରକୁ ସ୍ବାଗତ କରାଯାଇଛି । ଶ୍ରୀମନ୍ଦିରରେ…

ନବୀନ ନିବାସରେ ନୂଆ ମୁଖ୍ୟମନ୍ତ୍ରୀ

ଶପଥ ଗ୍ରହଣ ପୂର୍ବରୁ ନବୀନ ନିବାସରେ ପହଞ୍ଚିଲେ ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବରପୁତ୍ରଙ୍କୁ ମାଲ୍ୟାର୍ପଣ ପରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହା ପରେ ମୋହନ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ଶପଥ…

ଶପଥ ଗ୍ରହଣ ପୂର୍ବରୁ ଲୋକଙ୍କୁ ଭେଟିଲେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଶପଥ ଗ୍ରହଣ ପୂର୍ବରୁ ମୈତ୍ରୀବିହାରସ୍ଥିତ ଆଦିବାସୀ ଲୋକଙ୍କୁ ଭେଟି ସମସ୍ୟା ବୁଝିଲେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନୂଆ ସରକାରଙ୍କଠାରୁ କଣ ଆଶା ରହିଛି ବୋଲି ଲୋକଙ୍କୁ ପଚାରିଛନ୍ତି। ଏବେ ଆକ୍ସନ ମୋଡ଼ରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଚେହେରା ମୋହନ ଚରଣ…

ଆଜି ସନ୍ଧ୍ୟାରେ ବସିବ ନୂଆ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ

ଆଜି ରାଜ୍ୟରେ ନୂଆ ସରକାର ଗଠନ ହେବାକୁ ଯାଉଛି। ନୂଆ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ। ନୂଆ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ କ୍ୟାବିନେଟ୍ ବୈଠକ। ମୁଖ୍ୟମନ୍ତ୍ରୀ ଭାବେ ସନ୍ଧ୍ୟା ୫ଟାରେ ଶପଥ ଗ୍ରହଣ ସମାରୋହରେ ଶପଥ ନେବା ପରେ ପ୍ରଥମ କ୍ୟାବିନେଟ…

ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ପଦ ଶପଥ ଗ୍ରହଣ କରିବେ ମୋହନ ଚରଣ ମାଝୀ

କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଆଜି ସେ ବିଧିବଦ୍ଧ ଭାବେ ଶପଥ ଗ୍ରହଣ କରିବେ। ଏଥିଲାଗି ଭୁବନେଶ୍ୱର ଜନତା ମଇଦାନରେ ହୋଇଛି ଆୟୋଜନ ହେଉଛି ଭବ୍ୟ ସମାହର । ଭୁବନେଶ୍ୱର ଜନତା ମଇଦାନରେ ବୁଧବାର…

ରାଜ୍ୟପାଳଙ୍କୁ ଭେଟିଲେ ମୋହନ ମାଝୀ, ସରକାର ଗଠନ କରିବାକୁ ଦାବି

ଆଜି ବସିଥିବା ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀ ଭାବେ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀଙ୍କ ଉପରେ ମୋହର ବାଜିଛି। ତେବେ ଏନେଇ ବିଧିବଦ୍ଧ ଭାବେ ଘୋଷଣା କରାଯିବା ପରେ ସନ୍ଧ୍ୟାରେ ମୋହନଙ୍କ ସମେତ ଭାଜପାର ବରିଷ୍ଠ ନେତାମାନେ ରାଜଭବନରେ ରାଜ୍ୟପାଳ…

ବଳିଷ୍ଠ ଆଦିବାସୀ ଚେହେରା ମୋହନ ମାଝୀ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶେଷ ହୋଇଛି କଳ୍ପନାଜଳ୍ପନା। ଭାରତୀୟ ଜନତା ପାର୍ଟି (ବିଜେପି) ମଙ୍ଗଳବାର ଅପରାହ୍ନରେ ସାଢ଼େ ୪ କୋଟି ଓଡ଼ିଆଙ୍କ ସେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିଛି। କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ କେନ୍ଦ୍ର…