Category: ରାଜ୍ୟ

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଚାଲୁ ରହିବ :ସ୍ୱାସ୍ଥ୍ୟ ବିଭାଗ

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (BSKY) କାର୍ଡକୁ ନେଇ ସ୍ୱାସ୍ଥ୍ୟ ବିଭାଗ ଦେଇଛି ଗୁରୁତ୍ୱପୂର୍ଣ୍ଣ ସୂଚନା। ରାଜ୍ୟର ରୋଗୀଙ୍କ ଚିକିତ୍ସା ପାଇଁ ଉପଲବ୍ଧ ହେଉଥିବା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ଜାରି ରଖାଯାଉ। ସ୍ବାସ୍ଥ୍ଯ ଓ ପରିବାର କଲ୍ଯାଣ ବିଭାଗ ପକ୍ଷରୁ…

ବୈଠକରେ ଦଳୀୟ ନେତାଙ୍କ ମନୋବଳ ବଢ଼ାଇଲେ ନବୀନ କିନ୍ତୁ ଅନୁପସ୍ଥିତ ଥିଲେ ପାଣ୍ଡିଆନ

ଆଜି ମୁଖ୍ୟମନ୍ତ୍ରୀ ପଦରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଇସ୍ତଫା ଦେବାପରେ ସନ୍ଧ୍ୟାରେ ନବୀନ ନିବାସରେ ତାଙ୍କୁ ଦଳର ନବନିର୍ବାଚିତ ବିଧାୟକମାନେ ସାକ୍ଷାତ କରିଛନ୍ତି । ନେତାମାନେ ଭେଟି ନିର୍ବାଚନରେ ପରାଜୟର କାରଣ ବିଷୟରେ ତର୍ଜମା କରିବାକୁ ନବୀନ ନିବାସରେ ପହଞ୍ଚିଥିଲେ।…

ବିଜୁ ଜନତା ଦଳର ଦୁର୍ଦ୍ଦଶା ପାଇଁ ଦାୟୀ କେବଳ ପାଣ୍ଡିଆନ

ଶୁଭସ୍ମିତା ନାୟକ: ଆଜି ଲୋକଙ୍କ ମୁହଁରେ ଗୋଟିଏ କଥା, ନବୀନ ପଟ୍ଟନାୟକଙ୍କ ପରାଜୟ ଓ ବିଜୁ ଜନତା ଦଳର ଦୁର୍ଦ୍ଦଶା ପାଇଁ ଦାୟୀ କେବଳ ପାଣ୍ଡିଆନ। ଜଣେ ଅଣଓଡ଼ିଆ ଆସି ଓଡ଼ିଶାବାସୀଙ୍କ ନେତୃତ୍ୱ ନେବେ ଓ ରାଜନୀତିର ମଙ୍ଗ ଧରିବେ, ଲୋକେ…

BSKY କାର୍ଡ ଉପରେ କୌଣସି ଦ୍ୱନ୍ଦ୍ୱ ସୃଷ୍ଟି ନ କରି ଚିକିତ୍ସା କରାଯାଉ: ବିଜେପି

୨୦୨୪ ନିର୍ବାଚନରେ ରାଜ୍ୟରେ ବିଜେପିକୁ ବହୁମତ ମିଳିବା ପରେ ଏବଂ ନବୀନ ପଟ୍ଟନାୟକ ଇସ୍ତଫା ଦେବାପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ବିଭିନ୍ନ ମେଡିକାଲରେ BSKY କାର୍ଡ ବନ୍ଦ ହୋଇଯାଇଥିବା କହି ଏହାକୁ ଗ୍ରହଣ କରୁ…

ମୁଖ୍ୟମନ୍ତ୍ରୀରୁ ଇସ୍ତଫା ଦେବା ପରେ ଟ୍ବିଟ କରି କୃତଜ୍ଞତା ଜଣାଇଲେ ନବୀନ ପଟ୍ଟନାୟକ

ପ୍ରାୟ ୨୪ବର୍ଷ ଶାସନ କ୍ଷମତାରେ ରହିବା ପରେ ଆଜି ରାଜ୍ୟପାଳଙ୍କୁ ଭେଟି ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି ନବୀନ ପଟ୍ଟନାୟକ । ଇସ୍ତଫା ଦେବା ପରେ ନବୀନ ସୋସିଆଲ ମିଡିଆ ଏକ୍ସରେ ଟ୍ବିଟ କରି ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି। https://x.com/Naveen_Odisha/status/1798302033503834376…

ପୁଣି ବିଜେପିକୁ ଫେରିଲେ ଧର୍ମଶାଳାର ବିଜୟୀ ସ୍ୱାଧୀନ ପ୍ରାର୍ଥୀ ହିମାଂଶୁ ଶେଖର ସାହୁ

ଚଳିତବର୍ଷ ନିର୍ବାଚନରେ ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ଜଣେ ସ୍ବାଧୀନ ପ୍ରାର୍ଥୀ ବାଜିମାତ କରିଛନ୍ତି। ଉଭୟ ବିଜେଡି ଏବଂ ଭାଜପାର ଛାମୁଆ ନେତାଙ୍କୁ ପଛରେ ପକେଇ ଧର୍ମଶାଳାରୁ ସ୍ୱାଧୀନ ଭାବେ ଜିତିଥିବା ହିମାଂଶୁ ଶେଖର ସାହୁ ଆଜି ବିଜେପିରେ ସାମିଲ ହୋଇଛନ୍ତି ।…

ମନମୋହନ ସାମଲଙ୍କ ବଡ଼ ବୟାନ; ଓଡ଼ିଶାରେ ବନ୍ଦ ହୋଇଯିବ ବିଏସକେୱାଇ ଯୋଜନା

ଓଡ଼ିଶାରେ ଚଳିତବର୍ଷ ନିର୍ବାଚନରେ ବିଜେପି ବିପୁଳ ବିଜୟ ପରେ ମନମୋହନ ସାମଲ ପ୍ରତିକ୍ରିୟା । ସେ କହିଛନ୍ତି, ଓଡ଼ିଶାରେ ପରିବର୍ତ୍ତନ ଆଣିବା ଲୋକଙ୍କ ମନରେ ଥିଲା। ଏ ନିର୍ବାଚନ ସାଧାରଣ ଲୋକଙ୍କ ଥିଲା, ସେମାନେ ଲଢୁଥିଲେ। ଭ୍ରଷ୍ଟ ଶାସନ ବିରୋଧରେ ଓ…

ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି

ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ପୋରଣ ମାମଲାରେ ଆଜି ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ସଂଖ୍ୟା ବର୍ତ୍ତମାନ ୧୫ରେ ପହଞ୍ଚିଛି। ଅନ୍ୟପଟେ ୧୨ଜଣ ଏବେ ବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଆଗକୁ ଆହୁରି ମୃତ୍ୟୁ ସଂଖ୍ୟା ବଢିବା ନେଇ ଏସଆରସିଙ୍କ…

ନବୀନ ନିବାସରୁ ନବନିର୍ବାଚିତ ବିଧାୟକଙ୍କୁ ଆସିଲା ଡାକରା

ବିଜେଡି ବିଧାୟକଙ୍କୁ ଡାକରା ପଠାଇଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସଂଧ୍ୟାା ୫ଟାରେ ଆସି ନବୀନ ନିବାସରେ ପହଞ୍ଚିବାକୁ ଦିଆଯାଇଛି ନିର୍ଦ୍ଦେଶ। ନବ ନିର୍ବାଚିତ ବିଧାୟକଙ୍କୁ ସଂଧ୍ୟାରେ ଆସି ନବୀନ ନିବାସରେ ପହଞ୍ଚିବାକୁ କୁହାଯାଇଛି । କିନ୍ତୁ କେଉଁ କରଣ ପାଇଁ…

ଯେଉଁଠି ନେତା ଠିକ୍ ନାହାନ୍ତି, ସେ ଦଳ ତିଷ୍ଠିବନି: ପ୍ରଦୀପ ପାଣିଗ୍ରାହୀ

ବ୍ରହ୍ମପୁର ଲୋକ ସଭା ଆସନରୁ ଜିତିବା ପରେ ପ୍ରତିକ୍ରିୟା ଦେଇଛନ୍ତି ପ୍ରଦୀପ ପାଣିଗ୍ରାହୀ। ସେ କହିଛନ୍ତି, ମିଶନ ଓଭର, ଚାପ୍ଟର କ୍ଲୋଜ । ସୁନାମୀ ଆସିଛି, ପରିବର୍ତ୍ତନ ହୋଇଛି। ଏଠାରେ ଜନତାଙ୍କ ସରକାର, ଲୋକଙ୍କ ସରକାର ହେବ। ବିଜେଡିରେ ନେତା, ନିୟତ…