ତାଜା ଖବର ରାଜନୀତି ରାଜ୍ୟ ରାଜଧାନୀରେ ଯାଜପୁରର ଜଣେ ଠିକାଦାରଙ୍କ ଗାଡ଼ିରୁ ଜବତ ହେଲା ୫କୋଟିରୁ ଅଧିକ ଟଙ୍କା May 14, 2024 Papirani ଭୁବନେଶ୍ବର: ନିର୍ବାଚନ ସମୟରେ ଆୟକର ବିଭାଗ ଓ ପୁଲିସ ଅଧିକ ସକ୍ରିୟ ରହିଛନ୍ତି। ନିର୍ବାଚନ ପାଇଁ ସବୁଠି ଯାଞ୍ଚ କଡ଼ାକଡ଼ି ହେଉଥିବା ବେଳେ ରାଜଧାନୀ ଭୁବନେଶ୍ୱରରରୁ ଜବତ ହୋଇଛି ୫ କୋଟିରୁ ଅଧିକ ଟଙ୍କା। ଆୟଗର ବିଭାଗ ଗାଡ଼ି ଯାଞ୍ଚ ବେଳେ…
ରାଜନୀତି ରାଜ୍ୟ ମୁଖ୍ୟମନ୍ତ୍ରୀ ଅହିଂସା କଥା କହୁଛନ୍ତି, ମାତ୍ର ହିଂସା ଏବେ ଚରମ ସୀମାରେ: ସୁଜାତା ପାଣିଗ୍ରାହୀ May 14, 2024 Nirvay ବ୍ରହ୍ମପୁର : ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣାରେ ତାଙ୍କ ପତ୍ନୀ ସୁଜାତା ପାଣିଗ୍ରାହୀ ଆଜି ମୁଖ୍ୟମନ୍ତ୍ରୀଙ୍କ ଉପରେ ବର୍ଷିଛନ୍ତି । ଗତକାଲି ରାତିରେ ବ୍ରହ୍ମପୁର ଗୋଷାଣୀ ନୂଆଗାଁରେ ଦୁଇ ପ୍ରାର୍ଥୀଙ୍କ ମଧ୍ୟରେ ହାତାହାତି ହେବା ସହ ତୁମୁଳକାଣ୍ଡ ଘଟିଥିଲା। ବିଜେପି ଲୋକସଭା…
ତାଜା ଖବର ରାଜନୀତି ରାଜ୍ୟ ୧୬ ତାରିଖରେ ଭୁବନେଶ୍ୱରରେ ବିଶାଳ ରୋଡ୍ ସୋ କରିବେ ମୁଖ୍ୟମନ୍ତ୍ରୀ May 14, 2024 Papirani ପ୍ରଧାମନ୍ତ୍ରୀଙ୍କ ପରେ ଏବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ବିଶାଳ ରୋଡ ସୋ’କରିବାକୁ ଯାଉଛନ୍ତି। ୧୬ତାରିଖରେ ରାଜଧାନୀରେ ରୋଡ ସୋ’ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରୋଡ ସୋ’ ପାଇଁ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି ପୋଲିସ । ଏନେଇ…
ରାଜ୍ୟ ଭୁବନେଶ୍ବରରେ ଆୟକର ଚଢ଼ାଉ ବେଳେ ବିପୁଳ ଟଙ୍କା ଜବତ May 14, 2024 Nirvay ଭୁବନେଶ୍ୱରରେ ଆୟକର ବିଭାଗର ଚଢ଼ାଉ ସମୟରେ ବିପୁଳ ଟଙ୍କା ଜବତ ହୋଇଛି। ଗାଡ଼ି ଭିତରୁ ମିଳିଛି ନଗଦ ୫କୋଟି ଟଙ୍କା । ସୂର୍ଯ୍ୟନଗର ଅଞ୍ଚଳରୁ ଏକ ଫର୍ଚୁନର କାରରୁ ଜବତ ହେଲା ଟଙ୍କା। ତେବେ କାରଟି ଜଣେ କଂଟ୍ରାକ୍ଟରଙ୍କ ବୋଲି ଜଣା…
ରାଜନୀତି ରାଜ୍ୟ ବିଜେଡିକୁ ଭୋଟ ଦେବା ବିଜେପିକୁ ଭୋଟ ଦେବା ସହ ସମାନ : ଜୟରାମ ରମେଶ May 14, 2024 Nirvay ଭୁବନେଶ୍ୱର : ଆଜି ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ସେ ଏହି ସମ୍ମିଳନୀରେ ବିଜେପି ଓ ବିଜେଡି ଉପରେ ବର୍ଷିଛନ୍ତି । ସେ କହିଛନ୍ତି କି, ସବୁବେଳେ ବିଜେଡି…
ରାଜନୀତି ରାଜ୍ୟ ପ୍ରଦୀପଙ୍କୁ ମାଡ଼ ମାରି ଜେଲ ଗଲେ ଶିବଶଙ୍କର May 14, 2024 Nirvay ପ୍ରଥମ ପର୍ଯ୍ୟାୟ ନିର୍ବାଚନ ସମୟରେ ଗୋଷାଣୀନୂଆଗାଁ ଅଞ୍ଚଳରେ ବ୍ରହ୍ମପୁର ବିଜେପି ସାଂସଦ ପ୍ରାର୍ଥୀ ପ୍ରଦୀପ କୁମାର ପାଣିଗ୍ରାହୀଙ୍କୁ ଆକ୍ରମଣ ମାମଲାରେ ବିଧାୟକ ପ୍ରାର୍ଥୀ ଶିବ ଶଙ୍କର ଦାଶଙ୍କୁ କୋର୍ଟ ଚାଲାଣ କଲା ଗୋଷାଣୀନୂଆଗାଁ ଥାନା ପୁଲିସ। ଜାମିନ ନାମଞ୍ଜୁର ହେବାରୁ ଜେଲକୁ…
ଦେଶ ରାଜନୀତି ରାଜ୍ୟ ପ୍ରଥମ ପର୍ଯ୍ୟାୟରେ ୪ଟି ଲୋକସଭା ଓ ୧୮ଟି ବିଧାନସଭା ଆସନ ଜିତିବ ବିଜେପି: ତୋମର May 14, 2024 Nirvay ଓଡ଼ିଶାରେ କାଲି ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, କୋରାପୁଟ, ନବରଂଗପୁର ଓ ବ୍ରହ୍ମପୁର ଲୋକସଭା ନିର୍ବାଚନ ମଣ୍ଡଳୀ ଓ ଏହାର ଅଧୀନସ୍ଥ ୨୮ଟି ବିଧାନସଭା କ୍ଷେତ୍ରରେ ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ…
ତାଜା ଖବର ରାଜନୀତି ରାଜ୍ୟ ପ୍ରାର୍ଥୀ ବଦଳାଇଲା ବିଜେପି; ସୋର ରୁ ପର୍ଶୁରାମ ଧଡ଼ା May 14, 2024 Papirani ବାଲେଶ୍ବର ଜିଲ୍ଲା ସୋର ନିର୍ବାଚନମଣ୍ଡଳୀରେ ବିଧାନସଭା ପ୍ରାର୍ଥୀ ବଦଳାଇଛି ବିଜେପି। ପର୍ଶୁରାମ ଧଡ୍ଡାଙ୍କୁ ପ୍ରାର୍ଥୀ ଘୋଷଣା କରିଛି।ଏଠାେର ଆଗରୁ ରାଜେନ୍ଦ୍ର ଦାସଙ୍କୁ ଦଳ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ଆଜି ଏଥିରେ ପରିବର୍ତ୍ତନ କରାଯାଇଛି। ନିକଟରେ ବିଜେଡି ଛାଡ଼ି ବିଜେପିରେ ଯୋଗ…
ତାଜା ଖବର ରାଜନୀତି ରାଜ୍ୟ ଦୁର୍ଘଟଣାରେ ଦୁଇ ପ୍ରିଜାଇଡିଂ ଅଫିସରଙ୍କ ମୃତ May 14, 2024 Papirani ନିର୍ବାଚନ କାର୍ଯ୍ୟ ସାରି ଘରକୁ ଫେରିବା ବେଳେ ଦୁଇ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଜଣେ ନୂଆପଡ଼ା ତରବୋଡ ଫନଡେଲ ନାଳ ନିକଟରେ କାର ଧକ୍କାରେ ଜଣେ ପୋଲିଂ ଅଧିକାରୀଙ୍କ ମୃତ୍ୟୁ ହୋଇଛି । ସେ ରାନିମୁଣ୍ଡାରେ ପ୍ରିଜାଇଡିଂ ଅଫିସର ଭାବେ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଅମିତ ଶାହାଙ୍କ ଗସ୍ତସୂଚୀରେ ପରିବର୍ତ୍ତନ, କାଲି ହେବ କଟକରେ ରୋଡ୍ ସୋ May 14, 2024 Papirani ଗୃହମନ୍ତ୍ରୀଙ୍କ ଗସ୍ତ ସୂଚୀରେ ପରିବର୍ତନ କରାଯାଇଛି । ଆସନ୍ତାକାଲି କଟକରେ ରୋଡ୍ ସୋ’ କରିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଅପରାହ୍ନ ୫ଟା ୩୦ରେ କଟକରେ ରୋଡ୍ ସୋ’ ନେଇ କଟକ ନଗର ସଭାପତିଙ୍କ ସୂଚନା । ଗୋପବନ୍ଧୁ ପାର୍କରୁ…