ତାଜା ଖବର ରାଜନୀତି ରାଜ୍ୟ ଘସିପୁରାରୁ ସ୍ବାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ ସୌମ୍ୟରଂଜନ ପଟ୍ଟନାୟକ May 3, 2024 Papirani ଭୁବନେଶ୍ବର: ଘସିପୁରାରୁ ସ୍ବାଧୀନ ଭାବେ ନିର୍ବାଚନ ଲଢ଼ିବେ ସୌମ୍ୟରଂଜନ ପଟ୍ଟନାୟକ । କିଛିଦିନ ତଳେ ବିଜେପିରୁ ଘଷିପୁରା ପାଇଁ ଲଢ଼ିବେ ବୋଲି ଚର୍ଚ୍ଚା ହୋଇଥିଲା। କିନ୍ତୁ ଖଣ୍ଡପଡ଼ା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ ଚଳିତ ନିର୍ବାଚନରେ କେନ୍ଦୁଝର ଜିଲ୍ଲା ଘସିପୁରା ନିର୍ବାଚନ ମଣ୍ଡଳୀରୁ…
ରାଜନୀତି ରାଜ୍ୟ ବୈଜୟନ୍ତଙ୍କ ଆଖିରେ ଅସ୍ତ୍ରୋପଚାର May 3, 2024 Nirvay ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ଦଳର କେନ୍ଦ୍ରାପଡା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ତାଙ୍କ ଆଖିରେ ଅସ୍ତ୍ରୋପଚାର ହୋଇଛି। ଏହି କାରଣରୁ ସେ କିଛି ଦିନ ପର୍ଯ୍ୟନ୍ତ ନିର୍ବାଚନ ପ୍ରଚାରରୁ ଦୂରେଇ ରହିବେ ବୋଲି ସୂଚନା ମିଳିଛି। ତାଙ୍କ ଆଖିରୋଗ ଅତ୍ୟନ୍ତ ଜଟିଳ…
ରାଜ୍ୟ ସୁଜାତା କାର୍ତ୍ତିକେୟନ ପାଣ୍ଡିଆନଙ୍କୁ ମିଳିଲା ନୂଆ ଲଘୁ ଦାୟିତ୍ୱ May 3, 2024 Nirvay ଭୁବନେଶ୍ୱର ; ସରକାରୀ କ୍ଷମତାର ଦୁରୂପଯୋଗ କରି ସ୍ୱୟଂ ସହାୟିକା ଗୋଷ୍ଠୀର ମହିଳାମାନଙ୍କୁ ବିଜେଡି ସପକ୍ଷରେ ଭୋଟ୍ ଦେବା ପାଇଁ ଚାପ ପକାଇବା ଆଇଏଏସ୍ ସୁଜାତା ଆର କାର୍ତ୍ତିକେୟନଙ୍କୁ ମହଙ୍ଗା ପଡ଼ିଛି । ନିର୍ବାଚନ କମିଶନଙ୍କ କଡ଼ା ଆଭିମୁଖ୍ୟ ଓ ନିର୍ଦ୍ଦେଶ…
ରାଜନୀତି ରାଜ୍ୟ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ଧର୍ମେନ୍ଦ୍ର May 3, 2024 Nirvay ରାଜ୍ୟ ସରକାରଙ୍କୁ ସମାଲୋଚନା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ନବୀନ ସରକାରଙ୍କ ଉପରେ ସାମ୍ବାଦିକ ସମ୍ମିଳନୀ କରି ବର୍ଷିଛନ୍ତି ଧର୍ମେନ୍ଦ୍ର ପ୍ରଧାନ। ଓଡ଼ିଆ ଅସ୍ମିତା ଉପରେ ଆଜି ପ୍ରଶ୍ନ ଚିହ୍ନ ଲାଗିଛି କହିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ନେତୃତ୍ବ ନେବାକୁ ମୁଖ୍ୟମନ୍ତ୍ରୀ…
ରାଜନୀତି ରାଜ୍ୟ ନାମାଙ୍କନ ଭରିଲେ ପ୍ରିୟଦର୍ଶୀ ମିଶ୍ର May 3, 2024 Nirvay ନାମାଙ୍କନ ଭରିଲେ ବିଜେପି ବିଧାୟକ ପ୍ରାର୍ଥୀ ପ୍ରିୟଦର୍ଶୀ ମିଶ୍ର। ସେ ଆଜି ଭୁବନେଶ୍ୱର ଉତ୍ତର ଆସନ ଲାଗି ପ୍ରାଥୀପତ୍ର ଦାଖଲ କରିଛନ୍ତି । ସେ ପ୍ରଥମେ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରି ନନ୍ଦନକାନନ ଛକରୁ ଶତାଧିକ କର୍ମୀଙ୍କ ସହ ବିଶାଳ…
ଦେଶ ରାଜନୀତି ରାଜ୍ୟ ଭର୍ଚୁଆଲରେ ରାୟଗଡ଼ା ଜନସଭା ସମ୍ବୋଧିତ କଲେ ରାହୁଲ ଗାନ୍ଧୀ May 3, 2024 Nirvay ନାମାଙ୍କନ ଦାଖଲ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆଜି ଓଡ଼ିଶା ଗସ୍ତ ବାତିଲ କରିଥିବା ବେଳେ ଭର୍ଚୁଆଲରେ ରାୟଗଡ଼ା ଜନସଭା ସମ୍ବୋଧିତ କରିଛନ୍ତି। ଏହି ସଭାରେ କର୍ମୀଙ୍କ ଉତ୍ସାହ ବଢେଇବା ସହ ଗରିବଙ୍କ ପାଇଁ ୫ ଗ୍ୟାରେଣ୍ଟି ଆଣିବାକୁ ପ୍ରତିଶ୍ରୁତି…
ରାଜ୍ୟ ନାମାଙ୍କନ ପତ୍ର ଦାଖଲ କଲେ ଦିପାଳୀ ଦାସ May 3, 2024 Nirvay ଝାରସୁଗୁଡ଼ା: ଝାରସୁଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଆଜି ବିଜେଡି ପ୍ରାର୍ଥୀ ଦିପାଳୀ ଦାସ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସରବାହଲରୁ ବହୁ ସମର୍ଥକଙ୍କୁ ନେଇ ବିରାଟ ଶୋଭାଯାତ୍ରାରେ ସେ ଝାରସୁଗୁଡ଼ା ଉପଜିଲ୍ଲାପାଳଙ୍କ ଅଫିସରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି…
ତାଜା ଖବର ରାଜନୀତି ରାଜ୍ୟ ବିଜେଡ଼ି ବିରୋଧରେ ସଂଗୀନ ଆରୋପ ଆଣିଲେ ଖଣ୍ଡପଡ଼ା ନେତା ଅନୁଭବ ପଟ୍ଟନାୟକ May 3, 2024 Papirani ଭୁବନେଶ୍ୱର: ଗତକାଲି ବିଜେଡ଼ ରୁ ଇସ୍ତପା ଦେବାପରେ ଆଜି ଗଣମାଧ୍ୟମ ଆଗରେ ବିଜେଡ଼ି ବିରୋଧରେ ସଂଗୀନ ଆରୋପ ଆଣିଲେ ଖଣ୍ଡପଡ଼ା ନେତା ଅନୁଭବ ପଟ୍ଟନାୟକ | ସେ କହିଛନ୍ତି ଗଂଜେଇ ବେପାରୀଙ୍କ ପତ୍ନୀଙ୍କୁ ବିଜେଡି ଟିକେଟ ଦେଉଛି ଏବଂ ବିଜେଡି ଯାହାକୁ…
ରାଜନୀତି ରାଜ୍ୟ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ ଖାରବେଳ ସ୍ୱାଇଁ May 3, 2024 Papirani ବାଲେଶ୍ୱର ଲୋକସଭା ଆସନରୁ ସ୍ୱାଧୀନ ଭାବେ ନିର୍ବାଚନ ଲଢିବା ନେଇ ଘୋଷଣା କରିଛନ୍ତି ଖାରବେଳ । ସେ ବାଲେଶ୍ୱର ଲୋକସଭା ଆସନରୁ ବିଜେପି ଟିକେଟ ଆଶାୟୀ ଥିଲେ । କିନ୍ତୁ ଦଳ ପୁଣି ଥରେ ପ୍ରତାପ ଷଡଙ୍ଗୀଙ୍କୁ ବାଲେଶ୍ୱରରୁ ପ୍ରାର୍ଥୀ କରିଥିଲା…
ରାଜ୍ୟ ବାପାଙ୍କ ସହ ଆସି ନାମାଙ୍କନ ଭରିଲେ ସୋଫିଆ May 3, 2024 Nirvay ବାପାଙ୍କ ସହ ଆସି ନାମାଙ୍କନ ଭରିଲେ ସୋଫିଆ କଟକ :ବାରବାଟୀ ଆସନର କଂଗ୍ରେସ ପ୍ରାର୍ଥୀ ସୋଫିଆ ଫିରଦୋସ ଆଜି ନାମାଙ୍କନ ଭରିଛନ୍ତି । ମହମ୍ମଦ ମୋକିମ ଝିଅ ହେଲେ ସୋଫିଆ ଫିରଦୋସ। ସେ କଟକ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଆଜି ତାଙ୍କର…