Category: ରାଜ୍ୟ

ନବୀନଙ୍କ ସ୍ୱାସ୍ଥ୍ୟବସ୍ଥାକୁ ନେଇ ମିଛ ପ୍ରଚାର କରୁଥିଲେ ପ୍ରଧାନମନ୍ତ୍ରୀ: ସୁଲତା ଦେଓ

ରାଜ୍ୟସଭାରେ ମୋଦୀ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ରାଜ୍ୟସଭା ସାଂସଦ ସୁଲତା ଦେଓ । ସଂସଦରେ ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କରି ପ୍ରଶ୍ନ ବଣରେ ବିଜେପିକୁ ଘାଇଲା କରିଛନ୍ତି ସୁଲତା, ସେ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିର୍ବାଚନ ସମୟରେ ନବୀନଙ୍କ ସ୍ୱାସ୍ଥ୍ୟବସ୍ଥା…

ପୂର୍ବ ସରକାର ବନ୍ଦ କରିଥିବା ସ୍କୁଲ ନେଇ ତର୍ଜମା ହେବ: ଗଣଶିକ୍ଷା ମନ୍ତ୍ରୀ

ପୂର୍ବ ସରକାରଥିବା ବେଳେ ବନ୍ଦ ହୋଇଥିବା ସ୍କୁଲଗୁଡ଼ିକ ଖୋଲାଯିବ। ଏ ନେଇ ମଙ୍ଗଳବାର ଗଣଶିକ୍ଷା ବିଭାଗ ପକ୍ଷରୁ ସଚିବଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁଠି ପିଲାଙ୍କୁ ପାଠ ପଢିବା ପାଇଁ ଦୂରକୁ ସ୍କୁଲ ଯିବାକୁ ପଡୁଛି, ଅନ୍ୟପକ୍ଷେ ସ୍ଥାନୀୟ ଲୋକଙ୍କର ଦାବି ଅଣଦେଖା…

ଆଦିତ୍ୟ ମହାପାତ୍ର ନବୀନଙ୍କ ବ୍ୟକ୍ତିଗତ ସଚିବ

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭାବେ ଆଦିତ୍ୟ ମହାପାତ୍ରଙ୍କୁ ନିଯୁକ୍ତି ଦିଆଯାଇଛି। ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଥିଲେ ଆଦିତ୍ୟ। ସୂଚନାଯୋଗ୍ୟ, ନବୀନ ପଟ୍ଟନାୟକ ଯେତେବେଳେ ମୁଖ୍ୟମନ୍ତ୍ରୀ ଥିଲେ, ସେତେବେଳେ ଆଇଏଏସ୍‌ କାର୍ତ୍ତିକ ପାଣ୍ଡିଆନଙ୍କୁ ବ୍ୟକ୍ତିଗତ…

ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟକୁ ବିଜେପିର ସମାଲୋଚନା

ସଂସଦରେ ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟକୁ କଡ଼ା ସମାଲୋଚନା କରିଛି ବିଜେପି। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସମାଲୋଚନା କରି କହିଛନ୍ତି କଂଗ୍ରେସ ଆତ୍ମସମୀକ୍ଷା କରୁ। କଂଗ୍ରେସ ଶିଷ୍ଟାଚାର ଭୁଲିଯାଇଛି ବୋଲି କହିଲେ ମନମୋହନ। ଆତ୍ମଗର୍ବ, ଅହଂକାର ପାଇଁ କଂଗ୍ରେସର ଅବସ୍ଥା…

ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ଥର ପାଇଁ ରଥଯାତ୍ରା ସମୀକ୍ଷା କରିଛନ୍ତି। ବୈଠକରେ ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କରାଯାଇଛି। ପୁରୀ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଏ ନେଇ ସୂଚନା ଦେଇଛନ୍ତି। ଚଳିତବର୍ଷ ଜୁଲାଇ ୭ ଓ…

ଭୋଜି ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ପାଖରେ ବିଶାଳ ଦାସ

ରାଜନୈତିକ ମାହୋଲରେ ଏବେ ଚର୍ଚ୍ଚାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ସ୍ୱର୍ଗତ ନବ ଦାସଙ୍କ ପୁଅ ତଥା ବିଜେଡି ନେତ୍ରୀ ଦୀପାଳି ଦାସଙ୍କ ଭାଇ ବିଶାଳ ଦାସଙ୍କ ଫଟୋ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କିଛି ଦଳୀୟ ନେତୃବୃନ୍ଦଙ୍କ ସହିତ ଏକ…

ସ୍ବାସ୍ଥ୍ୟ ବିଭାଗରଙ୍କ କଡ଼ା ନିର୍ଦ୍ଦେଶ: ୭ ଦିନରେ ଦିଆଯିବ ଦୁଷ୍କର୍ମ ପୀଡ଼ିତାଙ୍କ ଡାକ୍ତର ମାଇନା ରିପୋର୍ଟ

ଆକ୍ସନ ମୁଡରେ ସ୍ୱାସ୍ଥ୍ୟ ବିଭାଗ । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜାରି କଲା ବିଜ୍ଞପ୍ତି । ସରକାରୀ ହସ୍ପିଟାଲ ସମେତ ଘରୋଇ ହସ୍ପିଟାଲଗୁଡ଼ିକୁ ମଧ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କଡ଼ା ନିର୍ଦ୍ଦେଶାନାମା ଜାରି ହୋଇଛି । ଦୁଷ୍କର୍ମ ପୀଡ଼ିତାଙ୍କ ଡାକ୍ତର…

ଭୁବନେଶ୍ବରରେ ୩ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ

ଦୁଷ୍କର୍ମ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଲେ ମଧ୍ୟ ଦୁଷ୍କର୍ମ ଭଳି ସାଙ୍ଘାତିକ ଅପରାଧ ରୋକିବାର ନାଁ ଧରୁନି । ଗତକାଲି ରାଜଧାନୀରେ ୩ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଥିବାର ସୂଚନା ମିଳିଛି ।ଏୟାରଫିଲଡ୍ ଥାନା ପାଞ୍ଚ ଗାଁର…

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ବସିବ ରଥଯାତ୍ରାର ଶେଷ ସମନ୍ବୟ ବୈଠକ

ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା ବିଶ୍ୱପ୍ରସିଦ୍ଧ। ଦୀର୍ଘ ୫୩ ବର୍ଷପରେ ଚଳିତ ବର୍ଷ ଗୋଟିଏ ଦିନରେ ନେତ୍ରଉସତ୍ବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ପଡୁଛି। ତେଣୁ ଦୁର୍ଲ୍ଲଭ ରଥଯାତ୍ରାରେ ଭକ୍ତଙ୍କ ସମାଗମ ଅଧିକ ରହିବ ବୋଲି ଆଶଙ୍କା କରାଯାଉଛି। ସେହିପରି ମହାପ୍ରଭୁଙ୍କ ଘୋଷଯାତ୍ରାରେ…

ସବୁଜରୁ ଗେରୁଆ ରଙ୍ଗ ହେଲା ‘ଲକ୍ଷ୍ମୀ’ ବସ୍

ସରକାର ବଦଳିବା ପରେ ବଦଳୁଛି ଲକ୍ଷ୍ମୀ ବସର ନାଁ ସହ ରଙ୍ଗ । ରାଜ୍ୟରେ ଯାତ୍ରୀ ପରିବହନ ବ୍ୟବସ୍ଥାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ‘ଲକ୍ଷ୍ମୀ ବସ ଯୋଜନା’ ଆରମ୍ଭ କରିଥିଲେ । ଏହି ଯୋଜନା…