ରାଜ୍ୟ ନିକୁଞ୍ଜ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ June 30, 2024 Nirvay ବରିଷ୍ଠ ପ୍ରଶାସକ ଶ୍ରୀ ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ସେ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ ଅଛନ୍ତି।
ରାଜ୍ୟ ନୂଆ ଓଡ଼ିଶା ଗଠନ ଓ ଓଡ଼ିଆ ଅସ୍ମିତାର ସଂକଳ୍ପ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ June 30, 2024 Nirvay ଭୁବନେଶ୍ୱରସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ବିଜେପିର ସମ୍ବର୍ଦ୍ଧନା ସଭାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଏକ ନୂଆ ଓଡ଼ିଶା ଗଠନର ଦାୟିତ୍ୱ ଆମମାନଙ୍କୁ ମିଳିଛି। ଓଡ଼ିଆ ଅସ୍ମିତାକୁ ବଜାୟ ରଖିବା ପାଇଁ ମଧ୍ୟ ଆମକୁ ସଂକଳ୍ପ ନେବାକୁ ପଡ଼ିବ।…
ରାଜ୍ୟ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା June 30, 2024 Nirvay ଓଡ଼ିଶାର ନୂଆ ମୁଖ୍ୟଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା। ଆଜି ସେ ଲୋକସେବା ଭବନ ଯାଇ ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ମନୋଜ ଆହୁଜା ହେଉଛନ୍ତି ୧୯୯୦ ବ୍ୟାଚର ଆଇଏଏସ୍…
ରାଜ୍ୟ ଦଳୀୟ ସଙ୍ଗଠନକୁ ଶକ୍ତିଶାଳୀ କରିବାକୁ ଆହ୍ୱାନ ଦେଲେ ମନମୋହନ June 30, 2024 Nirvay ଭୁବନେଶ୍ୱରରେ ବିଜେପିର ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ନବନିର୍ବାଚିତ ବିଧାୟକ ଓ ସାଂସଦଙ୍କୁ ସମ୍ବର୍ଦ୍ଧିତ କରୁଛି ଦଳ। ଏହି ପରିପ୍ରେକ୍ଷୀରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ଦଳୀୟ ସଙ୍ଗଠନକୁ ଶକ୍ତିଶାଳୀ କରିବାକୁ ଆହ୍ୱାନ ଦେଇଛନ୍ତି।…
ରାଜ୍ୟ ୫ ବର୍ଷରେ ଓଡ଼ିଶାକୁ ୧ ଲକ୍ଷ କୋଟି ଟଙ୍କାର ନୂଆ ପ୍ରକଳ୍ପ ଆସିବ: ରେଳ ମନ୍ତ୍ରୀ June 30, 2024 Nirvay ୧୦ ବର୍ଷ ତଳେ ଓଡ଼ିଶାକୁ ମାତ୍ର ୮ ଶହ କୋଟି ରେଲୱେ ଅନୁଦାନ ମିଳୁଥିଲା। ଓଡ଼ିଶାରେ ରେଳ ସ୍ୱପ୍ନକୁ ବର୍ଷ ବର୍ଷ ଧରି ଗୁରୁତ୍ୱ ଦିଆଯାଉ ନଥିଲା । କିନ୍ତୁ ଗତ ୧୦ ବର୍ଷ ଭିତରେ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଥିବା…
ରାଜ୍ୟ ଆଗାମୀ ୨ ଦିନ ରାଜ୍ୟରେ ପ୍ରବଳ ବର୍ଷା June 30, 2024 Nirvay ଆଗାମୀ ୨ ଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡଘଡି…
ରାଜ୍ୟ ପେପର ମିଲ୍ରେ ଭୟାବହ ଅଗ୍ନିକାଣ୍ଡ June 30, 2024 Nirvay ଟିଟିଲାଗଡ଼ ନିକଟସ୍ଥ ଚୋରମରା ଗାଁରେ ଥିବା ମହାବୀର ପେପର କାଗଜ ଫ୍ୟାକ୍ଟ୍ରିରେ ଲାଗିଛି ଭୟଙ୍କର ନିଆଁ। ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ ହୋଇଯାଇଥିବା ସୂଚନା ମିଳିଛି। କୌଣସି ଏକ ରାସାୟନିକ ପଦାର୍ଥର ବିସ୍ଫୋରଣ ହେବା ଫଳରେ ନିଆଁ ଲାଗିଯାଇଥିବା ପ୍ରାଥମିକ…
ରାଜ୍ୟ ଦିଲ୍ଲୀ ଗସ୍ତ ସାରି ଭୁବନେଶ୍ବର ଫେରିଲେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ June 30, 2024 Nirvay ଦିଲ୍ଲୀ ଗସ୍ତ ସାରି ଭୁବନେଶ୍ବର ଫେରିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ କନକବର୍ଦ୍ଧନ ସିଂହଦେଓ। ଆଜି ସେମାନେ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ବିଜେପିର ବିଜୟ ଉତ୍ସବରେ ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ଓ…
ରାଜ୍ୟ ଚାମ୍ପିଅନ ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ June 30, 2024 Nirvay ବିଶ୍ୱ ଚାମ୍ପିୟନ ହୋଇ ଦ୍ୱିତୀୟ ଥର ପାଇଁ ଟି-୨୦ ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳକୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ସମସ୍ତ ଖେଳାଳି ଓ ସପୋର୍ଟ ଷ୍ଟାଫଙ୍କୁ ଅଭିନନ୍ଦନ ଜଣାଇବା ସହ ଏହି ବିଜୟ ୧୪୦…
ତାଜା ଖବର ରାଜନୀତି ରାଜ୍ୟ ସେପ୍ଟେମ୍ବର ୧୭ରେ ରାଜ୍ୟରେ ଶୁଭାରମ୍ଭ ହେବ ସୁଭଦ୍ରା ଯୋଜନା June 29, 2024 Papirani ଆଜି ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ । ସେପ୍ଟେମ୍ବର ୧୭ରେ ରାଜ୍ୟରେ ଶୁଭାରମ୍ଭ ହେବାକୁ ଯାଉଛି ସୁଭଦ୍ରା ଯୋଜନା। ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ଅବସରରେ ରିଲିଜହେବ ସୁଭଦ୍ରା ଟଙ୍କା । ଏନେଇ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…