Category: ରାଜ୍ୟ

ଜୁଲାଇ ୬ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଜୁଲାଇ ୬ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥ ଯାତ୍ରା। ପବିତ୍ର ଘୋଷଯାତ୍ରାରେ ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ଲାଭ କରିବା ନିମନ୍ତେ ରଥଯାତ୍ରାରେ ଯୋଗ ଦେଇପାରନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ…

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଏବଂ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ନୁଆ ସରକାର ହେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ…

ଆଜି ଲୋକସଭା ବାଚସ୍ପତି ପଦ ପାଇଁ ହେବ ନିର୍ବାଚନ

ଆଜି ଲୋକସଭା ବାଚସ୍ପତି ପଦ ପାଇଁ ହେବ ନିର୍ବାଚନ । ଦେଶର ଇତିହାସରେ ଆଜି ତୃତୀୟଥର ବାଚସ୍ପତି ପଦ ପାଇଁ ନିର୍ବାଚନ ହେବାକୁ ଯାଉଛି । ମୁହାଁମୁହିଁ ହେବେ ଓମ୍ ବିର୍ଲା ଏବଂ କେ.ସୁରେଶ। ପୂର୍ବତନ ବାଚସ୍ପତି ଓମ୍ ବିର୍ଲାଙ୍କୁ ଏନଡିଏ…

ଓଡ଼ିଶା କ୍ୟାଡର IFS ଭି. କାର୍ତ୍ତିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସୁପାରିସ

ମହିଳା ଟ୍ରେନିଙ୍କୁ ଯୌନ ଉତ୍ପୀଡ଼ନ ଅଭିଯୋଗରେ ଓଡ଼ିଶା କ୍ୟାଡର IFS ଭି. କାର୍ତ୍ତିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ। ଇଣ୍ଟରନାଲ ତଦନ୍ତ ଆଧାରରେ ଜଙ୍ଗଲ ଓ ପରିବେଶ ମନ୍ତ୍ରାଳୟ ଏହି ନିର୍ଦ୍ଦେଶ ଦେଇଛନ୍ତି। କାର୍ତ୍ତିକ ଏବେ କୋଏମ୍ବାଟୁର CASFOS ରେ ଅଧ୍ୟାପକ ଦାୟିତ୍ୱ…

ଓଡ଼ିଶା ଫେରିବେ IAS ମନୋଜ ଆହୁଜା

କେନ୍ଦ୍ର ଡେପୁଟେସନରେ ଥିଲେ IAS ମନୋଜ ଆହୁଜା। ଏବେ ସେ ଓଡ଼ିଶା ଫେରିବେ। କେନ୍ଦ୍ର କୃଷି ବିଭାଗରେ ଥିଲେ ମନୋଜ ଆହୁଜା। ରାଜ୍ୟ ସରକାରଙ୍କ ଅନୁରୋଧକୁ ମଞ୍ଜୁର କରିଛି କେନ୍ଦ୍ର। ବରିଷ୍ଠ IAS ମନୋଜ ଆହୁଜା ୧୯୯୦ ବ୍ୟାଚ୍‌ର।

ବାଲେଶ୍ୱର ସହରରେ ଆହୁରି କୋହଳ ହେଲା କର୍ଫ୍ୟୁ କଟକଣା

ଦୁଇ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗୋଷ୍ଠୀ ସଂଘର୍ଷରେ ବାଲେଶ୍ବର ସହର ଅଶାନ୍ତ ଥିବା ବେଳେ ଧୀରେ ଧୀରେ ଶାନ୍ତି ଫେରୁଥିବାର ନଜରକୁ ରଖି ଜିଲ୍ଲା ପ୍ରଶାସନ ଓ ବାଲେଶ୍ବର ପୋଲିସର ମିଳିତ ଉଦ୍ୟମରେ କର୍ଫ୍ୟୁ କୋହଳ କରାଯାଇଛି । ବାଲେଶ୍ୱରରେ ଆହୁରି…

ମହିଳା ସାମ୍ବାଦିକଙ୍କ ଉପରକୁ କୁକୁର ଛାଡ଼ି ଆକ୍ରମଣ କଲେ ବିଜେଡି ନେତା

ବବି ଦାସଙ୍କ ଘର ଭଙ୍ଗାରୁଜାକୁ ନେଇ ରାଗି ଗଲେ ବିଜେଡି ନେତା ତଥା ପୂର୍ବତନ ବାଲିକୁଦା ଏରସମା ବିଧାୟକ ରଘୁନନ୍ଦନ ଦାସ। ପ୍ରତିଶୋଧ ନେବା ପାଇଁ ମହିଳା ସାମ୍ବାଦିକା ଓ କ୍ୟାମେରାମ୍ୟାନ ଉପରକୁ କୁକୁର ଛାଡ଼ିଦେଲେ। ଭିଡିଓ ଜର୍ଣ୍ଣାଲିଷ୍ଟଙ୍କୁ ମଧ୍ୟ ମାଡ଼…

ଯୋଜନା ଓ ସଂଯୋଜନ ବିଭାଗ କାର୍ଯ୍ୟକ୍ରମ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରି ଏକ ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛନ୍ତି। ନୂଆ ସରକାରଙ୍କ ଉପରେ ଜନସାଧାରଣଙ୍କ ବହୁ ଆଶା ଅଛି ବୋଲି ସେ ମତ…

ଏଥର ନବଯୌବନ ଦର୍ଶନରୁ ବଞ୍ଚିତ ହେବେ ଶ୍ରଦ୍ଧାଳୁ

ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ମଙ୍ଗଳବାର ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଛି। ଛତିଶା ନିଯୋଗ ବୈଠକରେ ହୋଇଥିବା ନିଷ୍ପତ୍ତିକୁ କାଏମ ରଖିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ରଥଯାତ୍ରା ବ୍ୟବସ୍ଥାବଳି ଓ ନୀତି ନିର୍ଘଣ୍ଟକୁ ଅନୁମୋଦନ କରିଛି କମିଟି।…

ବବିଙ୍କ ପାଇଁ ଅଡ଼ୁଆ ବଢ଼ିଲା

ବିଜେଡି ନେତା ପ୍ରଣବ ପ୍ରକାଶ ଦାସଙ୍କ କ୍ୱାର୍ଟର୍ସରେ GA ଅଧିକାରୀ। ୩ ଅଧିକାରୀ ବବିଙ୍କ କ୍ୱାର୍ଟର୍ସ ଭିତରକୁ ଯାଇଥିଲେ। ପୋଲିସ ଫୋର୍ସଙ୍କ ଉପସ୍ଥିତିରେ ଭିତରେ ବୁଲିଲେ ଜିଏ ଅଧିକାରୀ। ବବିଙ୍କ କ୍ୱାର୍ଟର୍ସ ଭିତରେ ନିର୍ମାଣ ଭଙ୍ଗାକୁ ନେଇ ବିବାଦ ଦେଖାଦେଇଛି। କାହିଁକି…