ରାଜ୍ୟ ଶପଥ ଗ୍ରହଣ ପରେ ପ୍ରଥମ ଥର ନିଜ ଜିଲ୍ଲା ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ June 23, 2024 Nirvay କେନ୍ଦୁଝର ଘଟଗାଁରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମା’ ତାରିଣୀଙ୍କ ଦର୍ଶନ କଲେ। ଘଟଗାଁ ହାଇସ୍କୁଲ ପଡିଆରୁ ମା’ଙ୍କ ମନ୍ଦିର ପର୍ଯ୍ୟନ୍ତ ବିଶାଳ ରୋଡ଼ ଶୋ’ ହୋଇଥିଲା। ଯିବା ବେଳେ ଲୋକଙ୍କ କଥା ଶୁଣି ସମସ୍ୟା ସମାଧାନ ପାଇଁ କହିଥିଲେ।…
ରାଜ୍ୟ ରାଜ୍ୟର ସବୁ ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା June 23, 2024 Nirvay ସୁଭଦ୍ରା ଯୋଜନାରେ ଓଡ଼ିଶାର ସବୁ ମହିଳାଙ୍କୁ ମିଳିବ ୫୦ ହଜାର ଟଙ୍କାର କ୍ୟାସ୍ ଭାଉଚର୍। ଏନେଇ ଉପ ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, କ୍ୟାବିନେଟ୍ ମୋହର ବାଜିବା ପରେ…
ରାଜ୍ୟ ପିସିସି ସଭାପତିଙ୍କ ଉପରକୁ କାଳିମାଡ଼ ଘଟଣା: ୫ କର୍ମକର୍ତ୍ତା ବହିଷ୍କୃତ June 23, 2024 Nirvay ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପରକୁ କାଳିମାଡ଼ ଘଟଣା ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଶୃଙ୍ଖଳା ଭଙ୍ଗ କରିବା ଅଭିଯୋଗରେ ୫ କଂଗ୍ରେସ କର୍ମକର୍ତ୍ତାଙ୍କୁ ବହିଷ୍କାର କରାଯାଇଛି। ୬ ବର୍ଷ ପାଇଁ କର୍ମକର୍ତ୍ତାଙ୍କୁ ଦଳରୁ ବହିଷ୍କାର କଲେ ପିସିସି ସଭାପତି। ସେମାନେ ଶୁକ୍ରବାର…
ରାଜ୍ୟ ମା’ ତାରିଣୀ ପୀଠ ଲାଗି ୫୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ June 23, 2024 Nirvay ଶପଥ ନେବା ପରେ ଆଜି ପ୍ରଥମ ଥର ପାଇଁ ନିଜ ଜନ୍ମମାଟି କେନ୍ଦୁଝର ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି କ୍ରମରେ ପ୍ରଥମେ ସେ ମା’ ତାରିଣୀ ପୀଠକୁ ଯାଇ ସେଠାରେ ପୂଜାର୍ଚ୍ଚନା କରିବା ସହ ମନ୍ଦିର ପୂଜକଙ୍କ…
ତାଜା ଖବର ରାଜ୍ୟ ଆସନ୍ତା ୩ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା: ୟେଲୋ ଆଲର୍ଟ ଜାରି June 23, 2024 Nirvay ଆସନ୍ତା ୩ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି। ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷିବ। ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ଘଣ୍ଟା…
ତାଜା ଖବର ରାଜ୍ୟ ଟ୍ରକ୍ ଚାପାରେ ମହିଳା ସଫେଇ କର୍ମଚାରୀଙ୍କ ମୃତ୍ୟୁ June 23, 2024 Nirvay ମାଲକାନଗିରି ସଦର ମହକୁମାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ମହିଳାଙ୍କ ଟ୍ରକ ଚାପାରେ ମୃତ୍ୟୁ ହୋଇଥିବା ବେଳେ ପୁଅ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛି। ଘଟଣା ଅନୁଯାୟୀ ଆଜି ସକାଳେ ସ୍ଥାନୀୟ ଟିନା ଗ୍ୟାରେଜ ଛକ ନିକଟରେ ବାସ କରୁଥିବା…
ରାଜ୍ୟ କିସ୍ ଜମି ମାମଲାର ତଦନ୍ତ ହେବ: ଜିଲ୍ଲାପାଳ June 23, 2024 Nirvay କିସ୍ ଜମି ମାମଲାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ। ସେ କହିଛନ୍ତି ଆମେ ଆଦିବାସୀ ମନ୍ତ୍ରାଳୟର ଚିଠି ପାଇଛୁ। ତା’ ଉପରେ ଅନୁଧ୍ୟାନ କରାଯାଉଛି। ଆଗରୁ କଣ ହୋଇଥିଲା ସେ ବିଷୟରେ ଆମେ ଜାଣିନୁ। ଏବେ କେସ୍ ରେକର୍ଡ ଷ୍ଟଡି…
ତାଜା ଖବର ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ଦୁଇଦିନିଆ କେନ୍ଦୁଝର ଗସ୍ତ June 23, 2024 Nirvay ଆଜି ଦୁଇ ଦିନ କେନ୍ଦୁଝର ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ନେବା ପରେ ପ୍ରଥମ ଥର ଜନ୍ମମାଟିକୁ ଗସ୍ତ। ପ୍ରଥମେ ଘଟଗାଁରେ ମା’ ତାରିଣୀଙ୍କୁ ଦର୍ଶନ କରିବେ। ପରେ କେନ୍ଦୁଝରରେ ଶ୍ରୀବଳଦେବଜୀଉଙ୍କୁ ଦର୍ଶନ କରି…
ରାଜ୍ୟ ଆଜିଠୁ ଶ୍ରୀ ଅଲାରନାଥଙ୍କ ଅଣସର ଦର୍ଶନ ଆରମ୍ଭ June 23, 2024 Nirvay ଆଜିଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ। ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି ଅଣସର ଦର୍ଶନ। ଏହି ସମୟରେ ଅଲାରନାଥରେ ବିଷ୍ଣୁ ରୂପରେ ଦର୍ଶନ ଦେବେ ମହାପ୍ରଭୁ। ଅଣସର ସମୟରେ ପ୍ରଭୁ ଅଲାରନାଥଙ୍କୁ ଦର୍ଶନ କଲେ ଶ୍ରୀମନ୍ଦିରେ ଶ୍ରୀଜିଉଙ୍କୁ ଦର୍ଶନ…
ତାଜା ଖବର ରାଜ୍ୟ ରତ୍ନଭଣ୍ଡାର ଖୋଲିବାକୁ ନେଇ ପ୍ରତିକ୍ରିୟା ଦେଲେ ଆଇନ ମନ୍ତ୍ରୀ June 22, 2024 Papirani ଶ୍ରୀଜିଉଙ୍କ ଗଜ ବେଶ ଦର୍ଶନ ପରେ ରତ୍ନଭଣ୍ଡାର ଖୋଲିବା ନେଇ ଆଜି ପ୍ରତିକ୍ରିୟା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ରତ୍ନଭଣ୍ଡାର ଖୋଲିବା ନେଇ ଖୁବ୍ଶୀଘ୍ର ସରକାର ନିଷ୍ପତ୍ତି ନେବେ । କେବେ ଖୋଲିବ ସେନେଇ ଆଲୋଚନା ହୋଇଛି…