Category: ରାଜ୍ୟ

କାର ଦୁର୍ଘଟଣାରେ ଆରଆଇ ମୃତ, ୬ ଜଣ ଗୁରୁତର ଆହତ

ବ୍ରହ୍ମପୁରରୁ ମା’ ତାରାତାରିଣୀଙ୍କ ଦର୍ଶନ ସାରି ଫେରୁଥିବା ବେଳେ କାର୍ ଦୁର୍ଘଟଣା ଗ୍ରସ୍ତ । ହିନ୍ଦୋଳ ନିକଟରେ ହୋଇଥିବା ଏହି ସଡ଼କ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଏବଂ ଅନ୍ୟ ଛଅ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ…

ଏସଆଇ ପରୀକ୍ଷାରେ ଜାଲିଆତି ମାମଲା: ସିବିଆଇ ତଦନ୍ତ ଦାବି କଲା ବିଜୁ ଯୁବ ଜନତା ଦଳ

ପୋଲିସ ସବ୍ ଇନିସପେକ୍ଟର୍ ପରୀକ୍ଷାରେ ଜାଲିଆତି ନେଇ ସିବିଆଇ ତଦନ୍ତ ଦାବି କରିଛି ବିଜୁ ଯୁବ ଜନତା ଦଳ । ବଡ଼ ଧରଣର ଅର୍ଥ କାରବାର ନେଇ ବିଜୁ ଯୁବଜନତା ଦଳ ଅଭିଯୋଗ କରିଛି । ଯୁବ ବିଜେଡି ସଭାପତି ଚିନ୍ମୟ…

କଟକରେ ଭାଙ୍ଗିଲା ପୂଜା ମଣ୍ଡପର ତାଜା ଓ ଲାଇଟ୍ ଗେଟ୍ : ୩ ଆହତ

କଟକରେ ଭାଙ୍ଗିଲା ପୂଜା ମଣ୍ଡପର ତାଜା। ଦଶହରାରେ ପୂଜା ମାହୋଲକୁ ଫିକା କରିଛି ଲଘୁଚାପ ବର୍ଷା। ଲଗାଣ ବର୍ଷା ଯୋଗୁଁ କଟକ ସ୍ଥିତ ରାଜାବଗିଚାରେ ଥିବା ପୂଜା ମଣ୍ଡପର ତାଜା ଭାଙ୍ଗି ୩ ଆହତ । ସର୍ବୋଦୟପୁର ପୂଜା କମିଟି ପକ୍ଷରୁ…

ବର୍ଷାରେ ଭିଜିବ ଦଶହରା, ସୃଷ୍ଟି ହେଲା ଲଘୁଚାପ

ଫିକା ପଡ଼ିବ ଦଶହରା । ବଙ୍ଗୋପସାଗରରେ ଲଘୁଚାପ ଅଧିକ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ୧୨ ଘଣ୍ଟାରେ ଅବପାତରେ ପରିଣତ ହେବ ଲଘୁଚାପ । ପରବର୍ତ୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ଗଭୀର ଅବପାତର ରୂପ…

ଗାୟକ ଜୁବୀନ ଗର୍ଗଙ୍କ ମୃତ୍ୟୁ ମାମଲା: ୨ ଗିରଫ

ଆସାମର ପ୍ରସିଦ୍ଧ ଗାୟକ ଜୁବୀନ ଗର୍ଗଙ୍କ ମୃତ୍ୟୁ ମାମଲାରେ ୨ ଗିରଫ । ନର୍ଥ ଇଷ୍ଟ ଇଣ୍ଡିଆ ଫେଷ୍ଟିଭାଲ ସଂଞ୍ଚାଳକ ଶ୍ୟାମକାନୁ ମହାନ୍ତ ଏବଂ ଜୁବୀନଙ୍କ ମ୍ୟାନେଜର ସିଦ୍ଧାର୍ଥ ଶର୍ମାଙ୍କୁ ଗିରଫ କରାଯାଇଛି । ଶ୍ୟାମକାନୁ ମହାନ୍ତ ଓ ସିଦ୍ଧାର୍ଥ ଶର୍ମାଙ୍କୁ…

ଏସ୍ଆଇ ପରୀକ୍ଷା ଜାଲିଆତି ମାମଲାରେ ୧୧୯ ଗିରଫ

ଏସ୍ଆଇ ପରୀକ୍ଷା କେଳେଙ୍କାରୀରେ କ୍ରାଇମବ୍ରାଞ୍ଚର ବଡ଼ କାର୍ଯ୍ୟାନୁଷ୍ଠାନ। ୧୧୭ ପରୀକ୍ଷାର୍ଥୀଙ୍କ ସହ ୨ ଦଲାଲ ଗିରଫ।ରାତି ସାରା କ୍ରାଇମବ୍ରାଞ୍ଚ ଓ ବ୍ରହ୍ମପୁର ପୋଲିସର ଜେରା ପରେ ୧୧୯ ଗିରଫ କରାଯାଇଛି । ଗିରଫ ୧୧୯ ଜଣଙ୍କୁ ଆଜି କୋର୍ଟ ଚାଲାଣ କରାଯିବ…

୨ ଦିନ ହେବ କଂଗ୍ରେସର ପ୍ରଥମ ପର୍ଯ୍ୟାୟ ପଦଯାତ୍ରା; ନୂଆପଡ଼ା ନିର୍ବାଚନ ପରେ ଦ୍ୱିତୀୟ ପର୍ଯ୍ୟାୟ ପଦଯାତ୍ରା

ନୂଆପଡ଼ା ଉପ ନିର୍ବାଚନ ପାଇଁ ପଦଯାତ୍ରା ସମୟ ବଦଳାଈଛି କଂଗ୍ରେସ । ଗାନ୍ଧି ଜୟନ୍ତୀରୁ ଅକ୍ଟୋବର ୨ ଓ ୩ ତାରିଖ ମାତ୍ର ଦୁଇଦିନ ହେବ ‘ଗାନ୍ଧୀ ପଥେ ଓଡିଶା’ ପଦଯାତ୍ରା । ମାଲକାନଗିରି ମୋଟୁ ଅଞ୍ଚଳରୁ ପଦଯାତ୍ରା ଆରମ୍ଭ ହେବ…

ପୁଲିସ ଏସ୍‌ଆଇ ପରୀକ୍ଷା ବାତିଲ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ନବୀନ ପଟ୍ଟନାୟକ

ପୁଲିସ ଏସ୍‌ଆଇ ପରୀକ୍ଷା ବାତିଲ ନେଇ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ କ୍ଷୋଭ ପ୍ରକାଶ କରିଛନ୍ତି । ଉଦାହାରଣ ଦେଇ ନବୀନ ପଟ୍ଟନାୟକ କହିଛନ୍ତି ଯେ, ଗତ ଜୁଲାଇ ମାସ ଠାରୁ ଏବେ ପର୍ଯ୍ୟନ୍ତ ୪ଥର…

ଝୁମ୍ପୁରାରେ ମା’ଦୁର୍ଗାଙ୍କ ପୂଜା ଅର୍ଚ୍ଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର ଗସ୍ତରେ ଯାଇ ମାଆ ଦୁର୍ଗାଙ୍କ ପୂଜାରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପବିତ୍ର ମହାଅଷ୍ଟମୀ ଅବସରରେ କେନ୍ଦୁଝରସ୍ଥିତ ଝୁମ୍ପୁରା ପୂଜା ମଣ୍ଡପରେ ଜଗତଜନନୀ ମା’ଦୁର୍ଗାଙ୍କ ପୂଜା ଅର୍ଚ୍ଚନା କରିବା ସହ ମା’ଙ୍କ ନିକଟରେ ରାଜ୍ୟବାସୀଙ୍କ ମଙ୍ଗଳ କରିଛନ୍ତି…

ଦୁବାଇରୁ ଅସୁସ୍ଥ ଓଡ଼ିଆ ଶ୍ରମିକଙ୍କୁ ଫେରାଇ ଆଣିବାରେ ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ପକ୍ଷରୁ ସହାୟତା

ଦୁବାଇରେ ଚିକିତ୍ସିତ ହେଉଥିବା ଜଣେ ଓଡ଼ିଆ ଶ୍ରମିକଙ୍କୁ ଓଡ଼ିଶାକୁ ଫେରେଇ ଆଣିବା ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧିନସ୍ଥ ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ପକ୍ଷରୁ ସହାୟତା ପ୍ରଦାନ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, କଟକ ଜିଲ୍ଲାରେ ବାସ…