Category: ରାଜ୍ୟ

ଶଙ୍ଖ ଛାଡି ପଦ୍ମ ଧରିଲେ ଅଭିନେତା ଅରିନ୍ଦମ ରାୟ

ବିଜେଡିରୁ ଇସ୍ତଫା ଦେଇ ଆଜି ବିଜେପିରେ ଯୋଗ ଦେଲେ ଅଭିନେତା ଅରିନ୍ଦମ ରାୟ। ଆଜି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ଆଜି ବିଜେପିରେ ଯୋଗ ଦେଇଛନ୍ତି। ସାଧାରଣ ସମ୍ପାଦକ ସହ ଦଳର ପ୍ରାଥମିକ ସଦସ୍ୟ ପଦରୁ ଆଜି…

ବିଜେପି ମିଶ୍ରଣ ପର୍ବ; ଯୋଗ ଦେଲେ ପୂର୍ବତନ ଗୁଣୁପୁର ବିଧାୟକ ତ୍ରିନାଥ ଗମାଙ୍ଗ

ବିଜେପିରେ ମିଶିଲେ ବିଜେଡ଼ି ନେତା ତଥା ପୂର୍ବତନ ଗୁଣୁପୁର ବିଧାୟକ ତ୍ରିନାଥ ଗମାଙ୍ଗ । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସମର୍ଥକ ମାନଙ୍କ ସହ ପଦ୍ମ ଶିବିରରେ ସାମିଲ ହୋଇଛନ୍ତି । ଏହାସହ ଯାଜପୁର ଅଞ୍ଚଳର ଯୁବ ସମାଜସେବୀ…

ପ୍ରସନ୍ନ ଆଚାର୍ଯ୍ୟ ସମ୍ବଲପୁରରୁ ଭୁବନେଶ୍ୱରକୁ ଏଆରଲିଫ୍ଟ ହେବେ

ଭୁବନେଶ୍ୱର: ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ସ୍ୱାସ୍ଥ୍ୟବସ୍ଥା ଲକ୍ଷ୍ୟ କରି ଖୁବ ଶୀଘ୍ର ତାଙ୍କୁ ସମ୍ୱଲପୁରରୁ ଭୁବନେଶ୍ୱରକୁ ଏୟାରଲିଫ୍ଟ କରାଯିବ । ବର୍ତ୍ତମାନ ସମ୍ୱଲପୁରରେ ତାଙ୍କର ଚିକିତ୍ସା ଚାଲିଥିବା ସମୟରେ ଉନ୍ନତମାନର ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱରକୁ…

ସୂଚନା ଓ ଲୋକସଂପର୍କ ବିଭାଗର ଉପ ନିର୍ଦ୍ଦେଶକ ପ୍ରଫୁଲ୍ଲ ମଲ୍ଲିକଙ୍କ ପରଲୋକ

ଭୁବନେଶ୍ଵର: ପରଲୋକରେ ସୂଚନା ଓ ଲୋକସଂପର୍କ ବିଭାଗର ଉପ ନିର୍ଦ୍ଦେଶକ ପ୍ରଫୁଲ୍ଲ ମଲ୍ଲିକ । ୫୬ବର୍ଷ ବୟସରେ ହୃଦଘାତରେ ଚାଲିଗଲା ପ୍ରଫୁଲ୍ଲ ମଲ୍ଲିକଙ୍କ ଜୀବନ । ସେ ସୂଚନା ଓ ଲୋକସଂପର୍କ ବିଭାଗର ଉପ ନିର୍ଦ୍ଦେଶକ ସହ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ…

ଆଇପିଏସ୍ ଅଧିକାରୀ ସାରା ଶର୍ମାଙ୍କୁ ସିବିଆଇରେ ନିଯୁକ୍ତି

ନୂଆଦିଲ୍ଲୀ: ବରିଷ୍ଠ ଆଇପିଏସ୍ ଅଧିକାରୀ ସାରା ଶର୍ମାଙ୍କୁ ସିବିଆଇରେ ଡେପୁଟି ଇନ୍ସପେକ୍ଟର ଜେନେରାଲ୍ ଭାବରେ ନିଯୁକ୍ତ କରାଯାଇଛି। ଶର୍ମା ହେଉଛନ୍ତି ଓଡିଶା କ୍ୟାଡରର ୨୦୧୦ ବ୍ୟାଚ୍ ଭାରତୀୟ ପୋଲିସ୍ ସେବା (ଆଇପିଏସ୍) ଅଧିକାରୀ। ସାରାଙ୍କୁ ସେଣ୍ଟ୍ରାଲ୍ ଇନଭେଷ୍ଟିଗେସନ୍ ବ୍ୟୁରୋ (ସିବିଆଇ) ର…

ଦୁର୍ଘଟଣାରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର

ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ । ବିଳମ୍ବିତ ରାତିରେ ଦୁର୍ଘଟଣାର ଶିକାର ହୋଇଛନ୍ତି ବିଜୁ ଜନତା ଦଳର ଏହି ହେଭିୱେଟ୍ ନେତା । ସମ୍ବଲପୁରରେ ଏକ ଘରୋଇ ମେଡିକାଲରେ ତାଙ୍କର ଚିକିତ୍ସା ଜାରି ରହିଛି । ଗୁରୁବାର…

ନବୀନ ନିବାସରେ ବୈଠକ; ମେଣ୍ଟ ବିଷୟରେ ଆଲୋଚନା ହେଲାନି

ଭୁବନେଶ୍ବର: ନବୀନ ନିବାସରେ ବିଜେଡିର ଗୁରୁତ୍ବପୂର୍ଣ୍ଣ ବୈଠକ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହୋଇଥିଲା ବୈଠକ। ଏଥିରେ ଦଳର ସମସ୍ତ ଜିଲ୍ଲା ପର୍ଯ୍ୟବେକ୍ଷକ ଓ କୋର କମିଟି ସଦସ୍ଯ ସାମିଲ ହୋଇଛନ୍ତି। ବୈଠକର ପ୍ରତି ବୁଥ, ବ୍ଲକ ଓ ଜିଲ୍ଲାୱାରୀ…

ନବୀନ ନିବାସରେ ବିଜେଡିର ଗୁରୁତ୍ବପୂର୍ଣ୍ଣ ବୈଠକ

ଭୁବନେଶ୍ବର: ନବୀନ ନିବାସରେ ବିଜେଡିର ଗୁରୁତ୍ବପୂର୍ଣ୍ଣ ବୈଠକ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ। ଏଥିରେ ଦଳର ସମସ୍ତ ଜିଲ୍ଲା ପର୍ଯ୍ୟବେକ୍ଷକ ଓ କୋର କମିଟି ସଦସ୍ଯ ସାମିଲ ହୋଇଛନ୍ତି। ନବୀନ ନିବାସରେ ପହଞ୍ଚିଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ…

କେନ୍ଦ୍ରୀୟ ନେତୃତ୍ୱ ନେବେ ଓଡ଼ିଶା ଉପରେ ନିଷ୍ପତ୍ତି: ମନମୋହନ ସାମଲ

ମେଣ୍ଟ ପ୍ରସଙ୍ଗରେ ପୁଣି ନିଜ ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ସେ କହିଛନ୍ତି ଯେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଓ ସଂସଦୀୟ କମିଟି ବୈଠକ ଚୂଡ଼ାନ୍ତ ନିଷ୍ପତ୍ତି ନେବ। ସେ ଏହା ମଧ୍ୟ କହିଛନ୍ତି ଯେ ଗଣମାଧ୍ୟମ ତାଙ୍କ…

କାଲି ବସିବ ରାଜ୍ୟ ବିଜେପିର ନିର୍ବାଚନ କମିଟି ବୈଠକ

ଆସନ୍ତା କାଲି କାଲି ବସିବ ରାଜ୍ୟ ବିଜେପିର ନିର୍ବାଚନ କମିଟି ବୈଠକ। ଏହା ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ସୂଚନା ଅନୁଯାୟୀ ନିର୍ବାଚନ କମିଟି ବୈଠକରେ ସବୁ ଆସନ ପାଇଁ ପ୍ରାର୍ଥୀ ସ୍ଥିର ହେବ।ମିଟିଂର ସବିଶେଷ ତଥ୍ୟ…